ରାଜ୍ୟ

ଛେରାପହଁରା ନୀତି ଶେଷ: ଏବେ ଗଡିବ ରଥ

ପୁରୀ ଅଫିସ୍‌,୧୨।୭: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ ରଥ ଖଳାକୁ ଆସିଥିଲେ। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ…

ଠକେଇ ଟଙ୍କା ଫେରି ପାଇବାକୁ ଅପହରଣ

ଭୁବନେଶ୍ୱର (ବ୍ୟୁରୋ)/ବାରଙ୍ଗ,୧୨ା୭ (ଡି.ଏନ୍‌.ଏ.):ରାଜଧାନୀରୁ ଅପହୃତ ଜଣେ ଯୁବକଙ୍କୁ କମିଶନରେଟ ପୋଲିସ ରବିବାର ଖୋର୍ଦ୍ଧାରୁ ଉଦ୍ଧାର କରିଛି। ଏଥିସହ ଦୁଇ ଅପହରଣକାରୀ ଓ ଅପହୃତ ଯୁବକଙ୍କୁ ଗିରଫ କରି ପୂରା ଘଟଣାର ରହସ୍ୟ ଉନ୍ମୋଚନ କରିଛି। ଗିରଫ ଦୁଇ ଅପହରଣକାରୀ ହେଲେ ପୁରୀ…

ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ଆଜି ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ରତ୍ନବେଦୀ ଛାଡି ଜନ୍ମ ବେଦୀକୁ ଯିବେ ବିଶ୍ୱ ନିୟନ୍ତା। ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚତୁର୍ଦ୍ଧା ମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର…

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୩ ଜୀବନ

ଭୁବନେଶ୍ୱର,୧୨/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ…

ଖତ ଖାଉଛି ମହୁ ବାକ୍ସ

କେନ୍ଦୁଝର,୧୨।୭(ସ୍ବ.ପ୍ର.)-ଏକଦା କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ମହୁର ବିଶ୍ୱସନୀୟତା ବାହାରେ ଅଧିକ ରହିଥିଲା। ଏହି ଜିଲାରେ ପ୍ରଚୁର ପରିମାଣରେ ମହୁ ଉତ୍ପାଦନ ହେଉଥିଲା। ପ୍ରାକୃତିକ ପରିବେଶରେ ବଣଜଙ୍ଗଲରେ ମହୁମାଛି ଫେଣା କରୁଥିଲେ। ବିଭିନ୍ନ ପ୍ରକାରର ଫୁଲରୁ ମଧୁ ସଂଗ୍ରହ କରି ଏହି…

ରାଜ୍ୟରେ ୨ ହଜାର ତଳକୁ ଖସିଲା ସଂକ୍ରମଣ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ସୋମବାର ରାଜ୍ୟରେ ୧୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫୪ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୮୩୯ଟି…

ରାଜ୍ୟର ୬ ବେଳାଭୂମିରେ ଜମିବ ନାଚ ଗୀତର ଆସର

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ଓଡ଼ିଶା ବେଳାଭୂମିର ରୂପ ବଦଳିବ। ସୌଖୀନ ଖାଦ୍ୟ ସାଙ୍ଗକୁ ନାଚ ଗୀତର ଆସର ଜମିବ। ପର୍ଯ୍ୟଟକମାନେ ମଦ୍ୟପାନ ସହ ନାଚ ଗୀତର ମଜା ନେଇପାରିବେ। ବେଳାଭୂମିକୁ ଏକ ପ୍ରକାର ରଙ୍ଗିନ କରାଯିବା ଲାଗି ସରକାରୀ ସ୍ତରରେ ନିଷ୍ପତ୍ତି ହୋଇଛି। ସମୁଦ୍ର…

ଲାମ୍ବଡା, ଡେଲ୍‌ଟା ପ୍ଲସ୍‌ ଭାରିଆଣ୍ଟ ତୃତୀୟ ଲହରର କାରଣ ହୋଇପାରେ

ଭୁବନେଶ୍ୱର, ୧୨।୭(ବ୍ୟୁରୋ):ରାଜ୍ୟରେ ଦ୍ୱିତୀୟ ଲହର ସଂକ୍ରମଣ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ୁଛି। ପ୍ରତିଦିନ ନୂଆ ନୂଆ ତଥ୍ୟ ଆସୁଥିବାବେଳେ ଏହାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ତେବେ ଲାମ୍ବଡା ଓ ଡେଲ୍‌ଟା ପ୍ଲସ୍‌ ଭାରିଆଣ୍ଟ ତୃତୀୟ…

ଡାକ୍ତର ପ୍ରେମାନନ୍ଦଙ୍କୁ ‘ଗୋଲ୍ଡେନ୍‌ ଏମ୍‌ ଆଓ୍ବାର୍ଡ’

ଭୁବନେଶ୍ୱର, ୧୨। ୭ (ବ୍ୟୁରୋ):ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ବରିଷ୍ଠ ପେଟ ରୋଗ ଓ ଲାପାରୋସ୍କୋପି ସର୍ଜନ ଡା. ପ୍ରେମାନନ୍ଦ ପଟ୍ଟନାୟକଙ୍କୁ ଅନ୍ତର୍ଜାତୀୟ ସଂସ୍ଥା ବିଜ୍‌ନେସ୍‌ ସଲ୍ୟୁଶନ ପକ୍ଷରୁ ‘ଗୋଲ୍ଡେନ୍‌ ଏମ୍‌ ଆଓ୍ବାର୍ଡ’ ମିିଳିଛି। ଭର୍ଚୁଆଲରେ ଆୟୋଜିତ ଏକ ସ୍ବତନ୍ତ୍ର…

ରାଜଧାନୀରେ ଗଡ଼ିବନି ରଥ, ଇସ୍କନ୍‌ରେ ଭିନ୍ନ ବ୍ୟବସ୍ଥା

ଭୁବନେଶ୍ୱର, ୧୨। ୭ (ବ୍ୟୁରୋ):ଆଜି ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା। କୋଟି ଓଡ଼ିଆଙ୍କ ପ୍ରାଣର ଦେବତା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସବୁଠାରୁ ବଡ଼ ପର୍ବ। ପ୍ରତିବର୍ଷ ଏହି ତିଥିରେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ମାତ୍ର କରୋନା ମହାମାରୀ ପାଇଁ…

କାର୍ଯ୍ୟାନୁଷ୍ଠାନ ପାଇଁ ଓଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨।୭(ବ୍ୟୁରୋ):କଳାହାଣ୍ଡି ଜିଲା କୋକସରା ବ୍ଲକ ସାହାଜଖୋଲ ଜଙ୍ଗଲର ଗୋତାମୁଣ୍ଡାଠାରେ ବସବାସ କରୁଥିବା ଆଦିବାସୀଙ୍କ ଉପରେ ଜୁନ୍‌ ୩୦ରେ ଆକ୍ରମଣ ହୋଇଥିଲା। ଦୀର୍ଘ ୨୦ବର୍ଷରୁ ଅଧିକ ଦିନ ଧରି ସେଠାରେ ରହିଆସୁଥିବା ଏହି ଆଦିବାସୀଙ୍କୁ କେତେଜଣ ଦୁର୍ବୃତ୍ତ ସଂଘବଦ୍ଧ ଆକ୍ରମଣ କରିବା ସହ…

ବିଜେଡି ରାଜ୍ୟ କାର୍ଯ୍ୟାଳୟ ରୂପ ବଦଳିବ

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରାୟ ଏକ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପ୍ରଥମ ଥର ଲାଗି ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବେ। ବିଜେଡି ରାଜ୍ୟ କାର୍ଯ୍ୟାଳୟକୁ ନୂଆ ରୂପ ଦେବାଲାଗି ଦଳ ପକ୍ଷରୁ ନିଷ୍ପତ୍ତି ହୋଇଛି। ସେହି ଅନୁଯାଯୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri