ରାଜ୍ୟ

ଆଜି ୫ ଜିଲାରେ ବର୍ଷିବ

ଭୁବନେଶ୍ୱର, ୧୨।୭(ବ୍ୟୁରୋ):ରାଜ୍ୟରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସୋମବାର ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ…

ଆଜି ପବିତ୍ର ରଥଯାତ୍ରା: ପହଣ୍ଡି ଆରମ୍ଭ

ପୁରୀ ଅଫିସ୍‌,୧୨।୭: ମହାପ୍ରଭୁଙ୍କ ଆଜି ରଥଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ଘରକୁ ବାହାରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ। ଗତବର୍ଷ ପରି ଏବର୍ଷ ମଧ୍ୟ ବିନା ଭକ୍ତରେ ହେଉଛି ରଥଯାତ୍ରା। ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି…

୩୫ଲକ୍ଷ ଠକେଇ କରି ଧରାପଡ଼ିଲେ ନାରୀନେତ୍ରୀ

ଝାରସୁଗୁଡ଼ା ଅଫିସ,୧୧।୭: ଝାରସୁଗୁଡ଼ା ଜିଲାରେ ସମାଜ ସେବିକା ମହିଳା ସଙ୍ଗଠନ ନାମରେ ମହିଳାଙ୍କୁ ୩୫ଲକ୍ଷ ଟଙ୍କାର ଚୂନା ଲଗାଇଛନ୍ତି। ଅଭିଯୁକ୍ତା ନାରୀନେତ୍ରୀଙ୍କୁ ଗିରଫ କରି ପୋଲିସ ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ବ୍ରଜରାଜନଗର ଥାନା ଚାରଭାଟି ଗ୍ରାମର ରଜନୀ…

ପରକୀୟା ପ୍ରୀତି ମହଙ୍ଗା ପଡ଼ିଲା, ଗଛରେ ବାନ୍ଧି ପିଟିଲେ

ଉଦଳା,୧୧ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଞ୍ଚଳରେ ପରକୀୟା ପ୍ରୀତିରେ ଲିପ୍ତ ଜନୈକା ବିବାହିତା ମହିଳା ଓ ଜଣେ ଯୁବକଙ୍କୁ ଲୋକେ ଗଛରେ ବାନ୍ଧି ବହେ ଛେଚିଛନ୍ତି। ଭିଡିଓ ଭାଇରାଲ୍‌ ହେବା ପରେ ଏହି ଘଟଣା ପଦାକୁ ଆସିଛି। ସୂଚନା ଅନୁଯାୟୀ,…

କାଳିଆ ଅପେକ୍ଷାରେ ନନ୍ଦିଘୋଷ

ପୁରୀ ଅଫିସ, ୧୧।୭: ରଥ, ପଥ, ସେବାୟତ ସମସ୍ତେ ପ୍ରସ୍ତୁତ। ସୋମବାର ରଥଯାତ୍ରା। ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ଏଥର କୋଭିଡ୍‌ କଟକଣା ଦୃଷ୍ଟିରୁ ବିନା ଭକ୍ତରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ହେଉଥିବା ବେଳେ ସେବାୟତମାନେ ରଥ ଟାଣିବେ। ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦି ଛାଡ଼ି…

ଜମି ବିବାଦରୁ ସଂଘର୍ଷ: ୨ମୃତ, ୮ ଗୁରୁତର

ଦଶମନ୍ତପୁର, ୧୦ା୭: ଜମିଜମା ବିବାଦକୁ କେନ୍ଦ୍ରକରି ହାତୀମୁଣ୍ଡାରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ୮ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଗ୍ରାମର ଧନପତି ଜାନି (୪୩), ସହଦେବ ଜାନି (୪୫) । ଗୁରୁତର…

ପ୍ରେମ ବିବାହକୁ ବିରୋଧ କରିବାରୁ ବଡ଼ଭାଇଙ୍କୁ ପିଟି ପିଟି ହତ୍ୟା କଲେ ୨ ସାନ ଭାଇ

ଟେନ୍‌ସା,୧୧ା୭: ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅଧୀନ ବନ୍ଦଲ ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇଙ୍କୁ ବାଡ଼ିରେ ପିଟି ୨ ସାନ ଭାଇ ହତ୍ୟା କରିଛନ୍ତି। କୋଇଡା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଦୁଇ ସାନ ଭାଇ ସମା ମୁଣ୍ଡା(୩୦), ବିରିକାର…

ଗାଁକୁ ମାଡ଼ି ଆସିଲା ସମୁଦ୍ର ଜୁଆର

ଗୋପାଳପୁର,୧୧।୭: ଗତ କିଛି ବର୍ଷ ଧରି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ ସମୁଦ୍ର ଜୁଆର ମାଡ଼ିଆସି ବହୁ ଧନ ସମ୍ପତ୍ତି ନଷ୍ଟ କରୁଛି। ଗତ ୧ ତାରିଖରେ ସମୁଦ୍ରରେ ଜୁଆର ଆସି ୩ଟି ଘର ଭାଙ୍ଗିଯାଇଥିଲା। ରବିବାର ପୁଣି…

ରଥ ନେଲା ଦକ୍ଷିଣମୋଡ଼

ପୁରୀ ଅଫିସ,୧୧।୭: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୩ ରଥର ଦକ୍ଷିଣମୋଡ଼ କରି ସିଂହଦ୍ୱାରକୁ ନିଆଯାଇଛି। ସେବାୟତମାନେ ରଥଟାଣି ସିଂହଦ୍ୱାରରେ ପହଞ୍ଚାଇଛନ୍ତି। ଘଣ୍ଟଘଣ୍ଟା, ଛତା ଓ ତୁରୀ ମଧ୍ୟରେ ମହାପ୍ରଭୁଙ୍କଠାରୁ ଆଜ୍ଞା ମାଳ ଆସିବା ପରେ ରଥର ଦକ୍ଷିଣ ମୋଡ଼ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।…

ଯୌତୁକ ପାଇଁ ବଧୂ ହତ୍ୟା: ଜେଲଗଲେ ଶାଶୁ, ଶ୍ୱଶୁର, ନଣନ୍ଦ

ବ୍ରହ୍ମପୁର ଅଫିସ,୧୧।୭: ବ୍ରହ୍ମପୁର ସଦର ଥାନା ପୋଲିସ ରବିବାର ଏକ ଯୌତୁକ ଜନିତ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମୃତ ମନ୍ଦାକିନି ସ୍ବାଇଁଙ୍କ ଶାଶୁ ଝୁନୁ ସ୍ବାଇଁ, ଶ୍ୱଶୁର ଜଳନ୍ଧର ସ୍ବାଇଁ ଓ ନଣନ୍ଦ…

ହୀରାକୁଦରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର ଅଫିସ,୧୧ା୭: ହୀରାକୁଦ ଉପରମୁଣ୍ଡରେ ବର୍ଷା ଯୋଗୁ ଜଳଭଣ୍ଡାରକୁ ଜଳର ପ୍ରବେଶ ମାତ୍ରା ବୃଦ୍ଧି ପାଇଛି । ଜଳଭଣ୍ଡାରରେ ଜଳସ୍ତର ନିୟନ୍ତ୍ରଣରେ ରଖିବା ପାଇଁ ରବିବାର ପୂର୍ବାହ୍ନରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ…

ଆଳୁ ଚାଷ ପାଇଁ ୫ ବର୍ଷିଆ ଯୋଜନା

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଆଳୁ ଉତ୍ପାଦନ ବଢ଼ାଇବାକୁ ସରକାର ଉଦ୍ୟମ ଜାରି ରଖିଛନ୍ତି। ଆସନ୍ତା ୫ ବର୍ଷ ମଧ୍ୟରେ ଆଉ ଅଧିକ ୧୩,୬୦୦ ହେକ୍ଟର ଜମିରେ ଆଳୁଚାଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ୨୦୨୧ ଖରିଫ ଋତୁରେ ୧୪୫୦ ହେକ୍ଟର ଜମିରେ ଏବଂ ରବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri