ରାଜ୍ୟ

ଟ୍ରାକ୍ଟର-ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

କୁଆଁରମୁଣ୍ଡା,୧୨।୧୨(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅନ୍ତର୍ଗତ ବୀରମିତ୍ରପୁର-ସଲଙ୍ଗାବାହାଲ ରୋଡ୍‌ର ଝମନକେରା ବୁଲାଣି ନିକଟରେ ଶନିବାର ପୂର୍ବାହ୍ନରେ ଟ୍ରାକ୍ଟର-ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ବାଇକ୍‌ (ନଂ. ଓଡି୨୩ଜି/୦୮୦୪) ଆରୋହୀ ୨ଜଣ ଯୁବକଙ୍କ ମୁତ୍ୟୁ ଘଟିଛି । ମୃତକ ହେଲେ...

ଖୋଲିବ ଶ୍ରୀମନ୍ଦିର: କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦେଖାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବାହାର ଭକ୍ତ

ପୁରୀ ଅଫିସ,୧୨।୧୨: ଖୋଲିବ ଶ୍ରୀମନ୍ଦିର। ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। ଏନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଶନିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି। ଏନେଇ ୨ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କୁ ସୁପାରିସ...

୩୫୦ରୁ କମ୍‌ କରୋନା ପଜିଟିଭ ଚିହ୍ନଟ; ୧୮ଶହ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୩୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କର କରୋନାଜନୀତ ମୃତ୍ୟୁ ଘଟିଛି। ତେବେ ନୂଆ ପଜିଟିଭକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା...

ନିର୍ବନ୍ଧ ପୂର୍ବରୁ ଯୁବକଙ୍କୁ ହତ୍ୟା: ବରଯାତ୍ରୀ ଯାଇ ନିଖୋଜ ଥିଲେ

ଖୋର୍ଦ୍ଧା ଅଫିସ/ନିରାକାରପୁର,୧୨।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ଡ଼ିଆ ଗ୍ରାମର ବିକାଶ ସାହୁ(୨୯)ଙ୍କୁ ହତ୍ୟା କରାଯାଇଛି। ତାଙ୍କ ମୃତଦେହକୁ ଜଙ୍କିଆ ଥାନା ରମାବିଲି ଗ୍ରାମର ଏକ ପରିତ୍ୟକ୍ତ କୂଅରୁ ଶୁକ୍ରବାର ପୋଲିସ ଜବତ କରିଛି। ଶନିବାର ବିକାଶଙ୍କ ନିର୍ବନ୍ଧ...

ପ୍ରଦୀପଙ୍କ ଦୁର୍ନୀତି ମାମଲା: ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ, ତଦନ୍ତ କରିବ ଭିଜିଲାନ୍ସ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଠକେଇ, ଜାଲିଆତି, ଆପରାଧିକ ଷଡ଼ଯନ୍ତ୍ର ଏବଂ ସାଇବର ଅପରାଧ ଅଭିଯୋଗରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଅଛନ୍ତି ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ତାଙ୍କର ସମସ୍ତ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ଏ...

ପିସି ଆଣ୍ଡ୍‌ ପିଏନ୍‌ଡିଟି ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର, ୧୨୧୨(ବ୍ୟୁରୋ): ଚଳିତ ବର୍ଷରୁ ରାଜ୍ୟ ସରକାର ଗର୍ଭଧାରଣ ଓ ପ୍ରସୂତି ପୂର୍ବ ରୋଗ ନିର୍ଣ୍ଣୟ (ପିସି ଆଣ୍ଡ୍‌ ପିଏନ୍‌ଡିଟି) ସମ୍ବନ୍ଧୀୟ ଅଲ୍‌ଟ୍ରାସାଉଣ୍ଡ୍‌ର ପଞ୍ଜୀକରଣ ଏବଂ ନବୀକରଣ ସୁବିଧାକୁ ଲୋକସେବା ଆଇନ ଅଧିକାର ପରିସରଭୁକ୍ତ କରିଛନ୍ତି। ଶୁକ୍ରବାର ସ୍ବାସ୍ଥ୍ୟ ଓ...

‘ମୁଖ୍ୟମନ୍ତ୍ରୀ ମଣ୍ଡିକୁ ଯାଇ ବାସ୍ତବ ସ୍ଥିତି ପରଖନ୍ତୁ’

ଭୁବନେଶ୍ୱର,୧୨ା୧୨(ବ୍ୟୁରୋ): ରାଜ୍ୟ ସରକାର ଚାଷୀମାନଙ୍କର ଆର୍ଥିକ ସଶକ୍ତୀକରଣ ପ୍ରସଙ୍ଗରେ କୁମ୍ଭୀରକାନ୍ଦଣା ଛଡ଼ା ଅନ୍ୟ କୌଣସି ଆଖିଦୃଶିଆ ପଦକ୍ଷେପ ନେଇନାହାନ୍ତି। ଓଡ଼ିଶାରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରସଙ୍ଗରେ ରାଜ୍ୟ ସରକାର ନିଜ ମୁଣ୍ଡରୁ ଦାୟିତ୍ୱ ହଟାଇ କେବଳ ଦାୟିତ୍ୱହୀନ...

ଆକାଶଙ୍କୁ କ୍ରାଇମ୍‌ବ୍ରାଞ୍ଚର ମାରାଥନ ଜେରା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ତେବେ ଟାଟା କମ୍ପାନୀରେ...

୩୦ରେ ଡାକ ଅଦାଲତ

ଭୁବନେଶ୍ୱର,୧୨ା୧୨(ବ୍ୟୁରୋ): ୧୧୯ତମ ସର୍କଲସ୍ତରୀୟ ଡାକ ଅଦାଲତ ଆସନ୍ତା ଡିସେମ୍ବର ୩୦ ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱରସ୍ଥିତ ଚିଫ୍‌ ପୋଷ୍ଟ ମାଷ୍ଟର ଜେନେରାଲ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ। ସାଧାରଣତଃ ଏହି ଡାକ ଅଦାଲତ ତ୍ରୈମାସିକ ଭାବେ ପ୍ରତି ଡିଭିଜନ ଏବଂ ସର୍କଲ ସ୍ତରରେ...

ପୁଅର ଚାକିରି ପାଇଁ ଅର୍ଥ ହରାଇ ମହିଳାଙ୍କ ଆତ୍ମହତ୍ୟା

ବିଞ୍ଝାରପୁର,୧୨ା୧୨(ଡି.ଏନ.ଏ.): ପୁଅର ଚାକିରି କରାଇ ଦେବା ପାଇଁ ଜଣେ ଯୁବକଙ୍କୁ ଟଙ୍କା ଦେଇଥିଲେ ମା’। ହେଲେ ପୁଅର ଚାକିରି ହେଲାନି, ଟଙ୍କା ବି ଫେରି ପାଇଲେନି। ତେଣୁ ମାନସିକ ଚାପରେ ରହି ମା’ ଗୁରୁବାର ରାତିରେ ରଶି ଲଗାଇ ଆତ୍ମହତ୍ୟା...

କନ୍ଧମାଳରେ ଯବାନ-ମାଓବାଦୀ ଗୁଳି ବିନିମୟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କନ୍ଧମାଳ ଜିଲାରେ ଶୁକ୍ରବାର କୋମ୍ବିଂ ଅପରେଶନ ସମୟରେ ଏସ୍‌ଓଜି ଓ ଡିଭିଏଫ୍‌ ଯବାନଙ୍କୁ ବଡ ସଫଳତା ମିଳିଛି। ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟରେ ମାଓବାଦୀମାନେ ପଛଘୁଞ୍ଚା ଦେଇଛନ୍ତି। ତେବେ ଯବାନଙ୍କ ଗୁଳିମାଡ଼ରେ...

‘ଗବେଷଣାକୁ ପ୍ରାଥମିକତା ଦିଅ’

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ରାଜ୍ୟର ୬ ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିଙ୍କ ସହିତ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟରେ ଗବେଷଣା କାର୍ଯ୍ୟକୁ ଅଧିକ ପ୍ରାଥମିକତା ଦେବା ସହ ଗବେଷଣାର ସନ୍ଦର୍ଭଗୁଡ଼ିକ ପ୍ରମୁଖ ପତ୍ରିକାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri