ରାଜ୍ୟ

ଆଳୁ ଚାଷ ପାଇଁ ୫ ବର୍ଷିଆ ଯୋଜନା

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଆଳୁ ଉତ୍ପାଦନ ବଢ଼ାଇବାକୁ ସରକାର ଉଦ୍ୟମ ଜାରି ରଖିଛନ୍ତି। ଆସନ୍ତା ୫ ବର୍ଷ ମଧ୍ୟରେ ଆଉ ଅଧିକ ୧୩,୬୦୦ ହେକ୍ଟର ଜମିରେ ଆଳୁଚାଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ୨୦୨୧ ଖରିଫ ଋତୁରେ ୧୪୫୦ ହେକ୍ଟର ଜମିରେ ଏବଂ ରବି…

ଖରିଫ ଧାନ ସଂଗ୍ରହ: ୧୫ରୁ ଚାଷୀ ପଞ୍ଜୀକରଣ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଚଳିତ ଖରିଫରେ ଧାନ ସଂଗ୍ରହ ନିମନ୍ତେ ଅନ୍‌ଲାଇନ ମାଧ୍ୟମରେ ଚାଷୀମାନଙ୍କର ନାମ ପଞ୍ଜୀକରଣ ଜୁଲାଇ ୧୫ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୧୬ ପର୍ଯ୍ୟନ୍ତ ଚାଲିବ । ଖରିଫ ଧାନ ବିକ୍ରି ନିମନ୍ତେ ଇଚ୍ଛୁକ ଚାଷୀଙ୍କୁ ସାନି ନାମ ପଞ୍ଜୀକରଣ…

ରଥକୁ ବିଜେ ହେଲା ଆଜ୍ଞାମାଳ

ପୁରୀ ଅଫିସ,୧୧ା୭: ସୋମବାର ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଭକ୍ତଙ୍କୁ ଦର୍ଶନ ଦେବାକୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ। ଏନେଇ ରବିବାର ଶ୍ରୀମନ୍ଦିରରୁ ତିନି ରଥକୁ ବିଜେ ହୋଇଛି ଆଜ୍ଞାମାଳ। ସକାଳ ଧୂପ ନୀତି ପରେ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବାହାରିଥିଲା। ତିନି…

ଆଧାର ସାଜିବେ ଆଶା

ଅନୁଗୋଳ ଅଫିସ, ୧୧ା୭: କୋଭିଡ୍‌ ମହାମାରୀରୁ ଗର୍ଭବତୀଙ୍କୁ ଦିଆଯିବ ସୁରକ୍ଷା। ବୟସ୍କ ଓ ଯୁବବର୍ଗଙ୍କ ପରି ସେମାନଙ୍କର ମଧ୍ୟ ହେବ ଟିକାକରଣ। ହେଲେ ଏଥିପାଇଁ ଅନ୍‌ଲାଇନ୍‌ କି ଅଫ୍‌ ଲାଇନ୍‌ରେ ପଞ୍ଜୀକରଣ କରିବାକୁ ପଡ଼ିବ ନାହିଁ। ଆଧାର କାର୍ଡ ଧରି ଅଧରାତିରୁ ଆସି…

‘ଗୁହାରି ଶୁଣିଲେ ମହାପ୍ରଭୁ’

ବନ୍ତ,୧୧।୭(ସ୍ବ.ପ୍ର.)-ଏକଦା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରଥରେ ଦର୍ଶନ ବେଳେ ‘ମୋତେ ଦୟା କରନ୍ତନ୍ତି, ମୁଁ ବି ତୁମ ମୂର୍ତ୍ତି ଗଢ଼ନ୍ତି’ ବୋଲି ଗୁହାରି ଜଣାଇଥିଲେ। ଭାବର ଠାକୁର ସେଦିନ ଭକ୍ତର ଭାବ ବୁଝିଲେ। ତାଙ୍କ ଆଶୀର୍ବାଦରୁ ଦାରୁ ଦିଅଁଙ୍କ ମୂର୍ତ୍ତି ଗଢ଼ିବାର ସୌଭାଗ୍ୟ…

ମେଗା ବଦଳରେ ମିନି ଷ୍ଟିଲ୍‌ ପ୍ଲାଣ୍ଟ

କେନ୍ଦୁଝର, ୧୧।୭(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲାର ବଡବିଲ ତହସିଲ ଅନ୍ତର୍ଗତ କାରାଖେଣ୍ଡରାଠାରେ ଥିବା ରୁଙ୍ଗ୍‌ଟା ମାଇନ୍ସର ପୁର୍ବରୁ ଅବସ୍ଥିତ ଏକ ସ୍ପଞ୍ଜ ଆଇରନ କାରଖାନାକୁ ଷ୍ଟିଲ୍‌ ପ୍ଲାଣ୍ଟରେ ପରିଣତ କରିବା ପାଇଁ ଗତ ଦୁଇଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।…

ବ୍ଲାକ୍‌ ସ୍ବାନ୍‌ ଅଡିଶନ: ଓଡ଼ିଶା ପାଇଁ ଗୌରବ ଆଣିଲେ ଓଡ଼ିଶାର ଶ୍ରେୟା

ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଝିଅ ଶ୍ରେୟା ଲେଙ୍କା। ଝାରସୁଗୁଡ଼ାର ୧୭ ବର୍ଷୀୟା ଶ୍ରେୟା ଦକ୍ଷିଣ କୋରିଆରେ ଥିବା କେ-ପପ୍‌ ଗର୍ଲ ଗ୍ରୁପ୍‌ ‘ବ୍ଲାକ୍‌ ସ୍ବାନ୍‌’ରେ ସାମିଲ ହେବା ପାଇଁ ୨୩ଜଣ ଫାଇନାଲିଷ୍ଟଙ୍କ…

ଭର୍ଚୁଆଲ ଟୁର୍‌ରେ ନିୟମଗିରିର ଡଙ୍ଗରିଆ କନ୍ଧ

ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ଓଡ଼ିଶାର ଜନଜାତିଙ୍କ ମଧ୍ୟରେ ଡଙ୍ଗରିଆ କନ୍ଧ ହେଉଛନ୍ତି ଅନ୍ୟତମ। ଏମାନେ ସାଧାରଣତଃ ରାୟଗଡ଼ାର ପୂର୍ବଘାଟ ଅଞ୍ଚଳରେ ବସବାସ କରନ୍ତି। ସୂଚୀଶିଳ୍ପ, କାଠଖୋଦେଇ, ଚିତ୍ର ଅଙ୍କନ, ପାନିଆ ତିଆରି ହେଉଛି ଏମାନଙ୍କ ମୁଖ୍ୟ ପେସା।   ବୃହତ୍‌ କନ୍ଧ…

୫ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ସକ୍ରିୟ ରହିଛି। ବର୍ତ୍ତମାନ ସମୁଦ୍ର ପତ୍ତନରେ ଥିବା ପୂର୍ବ-ପଶ୍ଚିମ ଲଘୁଚାପ ରେଖା ଉତ୍ତରପଶ୍ଚିମ ରାଜସ୍ଥାନରୁ ଓଡ଼ିଶା ଦେଇ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି। ଏହାଛଡ଼ା ଉପକୂଳ ଓଡ଼ିଶାର ସମୁଦ୍ର ପତ୍ତନଠାରୁ ୨.୧…

ସିସିଟିଭି ନଜରରେ ବଡ଼ଦାଣ୍ଡ

ପୁରୀ ଅଫିସ,୧୧।୭: ଆଉ ୨ଦିନ ପରେ ମହାପ୍ରଭୁଙ୍କ ରଥଯାତ୍ରା। ଶୃଙ୍ଖଳିତ ରଥଯାତ୍ରା କରିବା ଉଦ୍ଦେଶ୍ୟରେ ଶନିବାର ଆଇନ ଶୃଙ୍ଖଳା ବିଭାଗର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ(ଏଡିଜି) ଆର୍‌. କେ. ଶର୍ମା ଚୂଡ଼ାନ୍ତ ସ୍ଥିତି ସମୀକ୍ଷା କରିଛନ୍ତି। ଏ ନେଇ ପୋଲିସ ପ୍ରଶାସନ ପକ୍ଷରୁ…

ଆଜି କରୋନା ନେଲା ସର୍ବାଧିକ ମୁଣ୍ଡ: ଆଖି ବୁଜିଲେ ୬୫ ଆକ୍ରାନ୍ତ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଆଜି ସର୍ବାଧିକ ୬୫ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୧୪ ଆକ୍ରାନ୍ତ ଥିବା ବେଳେ ପୁରୀ-କେନ୍ଦୁଝର-ବରଗଡ଼ରୁ ୬ ଲେଖାଏ ରହିଛନ୍ତି। ସେହିଭଳି ଅନୁଗୋଳ-ମୟୂରଭଞ୍ଜରୁ ୫ ଲେଖାଏ, ନୟାଗଡ଼ରୁ ୪, ସୁନ୍ଦରଗଡ଼-କେନ୍ଦ୍ରାପଡ଼ା-ଗଞ୍ଜାମରୁ ୩ ଲେଖାଏ,…

ରାଜ୍ୟରେ ଆଜି ୨୨୮୨ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧା-କଟକରୁ ସର୍ବାଧିକ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧୫ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୯୬୭ ଲୋକାଲ କେସ୍‌ ରହିଛି। ଜିଲାରେ ସଂକ୍ରମଣକୁ ଦେଖିଲେ ଅନୁଗୋଳରୁ ୬୧, ବାଲେଶ୍ୱରରୁ ୧୪୬, ବରଗଡ଼ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri