ରାଜ୍ୟ

ଫିକାପଡ଼ିବ ପର୍ଯ୍ୟଟନ ଋତୁ

ଢେଙ୍କାନାଳ ଅଫିସ, ୧୨।୧୨: ଆସିଛି ଶୀତ। ଆଣିଛି ଅଜସ୍ର ଉନ୍ମାଦନା। ଆରମ୍ଭ ହୋଇଛି ପର୍ଯ୍ୟଟନ ଋତୁ। ପ୍ରକୃତିରାଜୀ ଭିଜୁଛି ଶୀତୁଆ ସକାଳର କାକରରେ। କୋଳାହଳମୟ ପରିବେଶଠୁ ଦୂରରେ କେଇଘଣ୍ଟା ହଜିଯିବାକୁ ପର୍ଯ୍ୟଟକଙ୍କୁ ହାତଠାରି ଡାକୁଛି ପର୍ଯ୍ୟଟନସ୍ଥଳୀ। ଭୂତାଣୁ ଭୟରେ କଟକଣା ବେଡିରେ...

ପର ଘର ପ୍ରତିବନ୍ଧକ

ବଇଣ୍ଡା,୧୨ା୧୨: ମା’ ପେଟରେ ଥିବା ପିଲାଟି ଯେପରି ଅପପୁଷ୍ଟିର ଶିକାର ନ ହେବ ଏବଂ ଏକ ସୁରକ୍ଷିତ ଭବିଷ୍ୟତ ଦିଗରେ ଅଗ୍ରସର ହେବ ସେଥିପାଇଁ ଅଙ୍ଗନଓ୍ବାଡି ଉପରେ ଗୁରୁ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ସରକାର। କିନ୍ତୁ ଏହି ମହତ୍‌ ଉଦ୍ଦେଶ୍ୟ...

ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଅବହେଳାରୁ ବିସ୍ଫୋରଣ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଭୂତଳ ଗ୍ୟାସ୍‌ ଟାଙ୍କି ବିସ୍ଫୋରଣ ଘଟଣା ପାଇଁ ଆଇଓସିଏଲ୍‌ର ପ୍ରାଧିକୃତ ଅଧିକାରୀ ଏବଂ ଠିକାଦାର ସଂସ୍ଥା ମେସର୍ସ ସୂର୍ଯ୍ୟଶକ୍ତି ଭେସେଲ ଲିମିଟେଡର ଅଧିକାରୀଙ୍କୁ ଦାୟୀ କରାଯାଇଛି। ପୋଲିସ ତଦନ୍ତରୁ ଏହା ଜଣାପଡ଼ିଛି। ଏଥିସହ...

ଚିତ୍ରକୋଣ୍ଡାରେ ଆରମ୍ଭ ହେଲା ୧୦୮ ଆମ୍ବୁଲାନ୍ସ ସେବା

ଚିତ୍ରକୋଣ୍ଡା,୧୧।୧୨: ଦୀର୍ଘଦିନର ଅପେକ୍ଷା ପରେ ସ୍ବାଭିମାନ ଅଞ୍ଚଳରେ ଆରମ୍ଭ ହୋଇଯାଇଛି ୧୦୮ ଆମ୍ବୁଲାନ୍ସ ସେବା। ଚିତ୍ରକୋଣ୍ଡା ଲଞ୍ଚ ଘାଟଠାରେ ୧୦୮ ଆମ୍ବୁଲାନ ବୋଟ ସେବାକୁ ଉଦ୍‌ଘାଟନ କରିଛନ୍ତି ମାଲକାନଗିରି ଜିଲାପାଳ ଓଆଇ ବିଜୟ। ଏହି ଅବସରରେ ମାଲକାନଗିରି ଜିଲା ମୁଖ୍ୟ...

ସ୍ବାଭିମାନ ଅଞ୍ଚଳରେ ମାଓ ପୋଷ୍ଟର

ଚିତ୍ରକୋଣ୍ଡା,୧୧।୧୨: ଆନ୍ଧ୍ର ଓଡ଼ିଶା ସୀମାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପଣଷପୁଟ ପଞ୍ଚାୟତର ମସୁରିଗୁଡ଼ା ଗ୍ରାମ ନିକଟରେ ଶୁକ୍ରବାର ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। ପିଏଲଜିଏ ସପ୍ତାହ ଶେଷ ହେବାର ଦୁଇ ଦିନ ପରେ ପୋଷ୍ଟର ଲଗାଇଛନ୍ତି ମାଓବାଦୀମାନେ।...

ଧଳ ଭ୍ରାତାଙ୍କ ଘରୁ ମିଳିଲା ବିପୁଳ ପରିମାଣର ବନ୍ଧୁକ, ଗୁଳି

ଭୁବନେଶ୍ୱର,୧୧।୧୨- ଚାରି ବର୍ଷ ତଳେ ଗିରଫ ହୋଇଥିବା ଧଳ ସାମନ୍ତ ଭ୍ରାତାଙ୍କ ଘରର ଇଣ୍ଟେରିୟର ଭିତରୁ ମିଳିଛି ୧୬ ଚୋରା ବନ୍ଧୁକ ଓ ୧୦୯୫ ଗୁଳି। ୨୦୧୬ରେ ଗିରଫ ହେବା ପୂର୍ବରୁ ସେମାନେ ଏହି ବନ୍ଧୁକ ଲୁଚାଇଥିଲେ। ଏ ସମ୍ପର୍କରେ...

ଭୁବନେଶ୍ୱରରୁ ଆଜି ପୁଣି ୩୨ ପଜିିଟିଭ୍‌ ଚିହ୍ନଟ: ୨୭ ସୁସ୍ଥ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୩୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ: ୨ ମାସ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୧୨: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ଏନେଇ ଲୋକାୟୁକ୍ତ ଶୁକ୍ରବାର ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨ ମାସ ମଧ୍ୟରେ ମାମଲାର ରିପୋର୍ଟ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଫେବୃୟାରୀ...

ରାସ୍ତାକଡ଼ରେ ପଡ଼ି ରହିଛି ମହିଳାଙ୍କ ମୃତଦେହ: ପରିଚୟ ଖୋଜୁଛି ପାଟଣାଗଡ଼ ପୋଲିସ

ପାଟଣାଗଡ଼,୧୧।୧୨: ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଧୁବଲପଡ଼ା ଗ୍ରାମ ନିକଟରେ ଥିବା ଏକ ଚିନାବାଦାମ କ୍ଷେତରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ପାଟଣାଗଡ଼ ପୋଲିସ ପହଞ୍ଚି ତଦନ୍ତ ଜାରି...

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌: ଆଜି ୩୮୭ ପଜିଟିଭ୍‌ ଚିହ୍ନଟ, ୪ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୩୮୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୩,୦୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୦ ଜଣ...

ରାଜଧାନୀରେ ଗୁଳିମାଡ଼: ଟାର୍ଗେଟରେ ଜେଲ ଫେରନ୍ତା ଯୁବକ

ଭୁବନେଶ୍ୱର, ୧୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଫୁଟିଛି ଗୁଳି। ଜଣେ ଜେଲ ଫେରନ୍ତା ଯୁବକଙ୍କୁ ଟାର୍ଗେଟ କରି ଗୁଳିମାଡ଼ କରିଥିବା ୩ ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଜଣାପଡ଼ିଛି। ତେବେ ଗୁଳିମାଡ଼ରୁ ଯୁବକଜଣଙ୍କ ଅଳ୍ପକେ ବର୍ତ୍ତିଯାଇଥିବା ଜଣାଯାଇଛି। ସୂଚନାଯୋଗ୍ୟ, ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋ...

୨୮ ପ୍ରକଳ୍ପକୁ ୫୮୮ କୋଟିର ଜମି ଆବଣ୍ଟନ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ପ୍ରାୟ ୫୮୮ କୋଟି ଟଙ୍କା ପୁଞ୍ଜି ନିବେଶ ହେବାକୁ ଥିବା ୨୮ଟି ଶିଳ୍ପ ପ୍ରକଳ୍ପକୁ ଜମି ଯୋଗାଇ ଦିଆଯାଇଛି। ଏହି ଶିଳ୍ପ କାର୍ଯ୍ୟକ୍ଷମ ହେଲେ ୩୨୪୫ ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ମିଳିପାରିବ। ଗୁରୁବାର ଲୋକସେବା ଭବନଠାରେ ଡିଜିଟାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri