ଶୀତଳଭଣ୍ଡାର ବିକିବାକୁ ଗରାଖ ଖୋଜା
ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ଆଳୁ ଚାଷ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଆଳୁ ରଖିବା ଏବଂ ଉପଯୁକ୍ତ ବଜାର ସୁବିଧା ମିଳୁ ନ ଥିବାରୁ ଚାଷୀମାନେ ଏଥିପ୍ରତି ଆଗ୍ରହ ଦେଖାଉନାହାନ୍ତି । କେବଳ ଖାଇବା ଆଳୁ ନୁହେଁ, ମଞ୍ଜି ପାଇଁ ମଧ୍ୟ…
ଯୁବକଙ୍କୁ ପିଟି ପିଟି ହତ୍ୟା, ଭିଡିଓ ଭାଇରାଲ
ରାଉରକେଲା ଅଫିସ୍,୯।୭: ରାଉରକେଲା ଷ୍ଟିଲ ପ୍ଲାଣ୍ଟ (ଆର୍ଏସ୍ପି) ପରିସରରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରିଦିଆଯାଇଥିବା ଭିଡିଓ ଭାଇରାଲ ହୋଇଛି। ମୃତକ ହେଲେ ଲାଠିକଟା ଅଞ୍ଚଳର ମୂଳବାସିନ୍ଦା ତଥା ରାଉରକେଲା ସହର ଉପକଣ୍ଠ ଦେଓଗାଁରେ ରହୁଥିବା ସଚିନ ଗୋପେ(୩୦)। ଏହି…
ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ବଡ଼ଦାଣ୍ଡରେ ମୁଣ୍ଡିଆ ମାରିଲେ ଶ୍ରଦ୍ଧାଳୁ
ପୁରୀ ଅଫିସ,୯।୭: ୧୫ ଦିନିଆ ଅଣସର ସରିବା ପରେ ଶୁକ୍ରବାର ମହାପ୍ରଭୁ ନବଯୌବନ ଦର୍ଶନ ଦେଇଛନ୍ତି। ଖଡ଼ିଲାଗି ଓ ବନକଲାଗି ନୀତି ପରେ ନୂଆ ରୂପରେ ଚମକିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ତେବେ କରୋନା କଟକଣା ଯୋଗୁୁ ଶ୍ରଦ୍ଧାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ…
କଦଳୀ ବୋଝେଇ ଟ୍ରକ୍ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ
ସୁନାବେଡ଼ା,୯।୭: ସୁନାବେଡ଼ା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ ସୂଚନା ଦେଇଛି। ଏହି ଘଟଣାରେ ପୋଲିସ ଝାଡ଼ଖଣ୍ଡ ବୋକାରୋ ଅଞ୍ଚଳର ରମନ କୁମାର ରାଉତ…
ଘରେ ନିଆଁ,ବାହାରେ ଜଗିଥିଲା ହାତୀ
ବାରିପଦା ଅଫିସ/ବୈଶିଙ୍ଗା,୯ା୭(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଫୁଲଝରୀ ଗ୍ରାମରେ ଶିମିଳିପାଳରୁ ଆସିଥିବା ଦନ୍ତା ଉତ୍ପାତରେ ଗୋଟିଏ ପରିବାର ସର୍ବସ୍ବାନ୍ତ ହୋଇଛନ୍ତି। ହାତୀ ଯୋଗୁ ନିଆଁ ଲାଗି ତାଙ୍କର ୨ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ଘରେ ନିଆଁ ଜଳୁଥିବା…
ଦୁର୍ଘଟଣାରେ ଚାଲିଗଲା ବାପାଙ୍କ ଜୀବନ, ଗୁରୁତର ପୁଅ ମେଡିକାଲରେ
ଫୁଲବାଣୀ ଅଫିସ, ୯।୭: ଫୁଲବାଣୀ ସଦର ଥାନା ବ୍ରହ୍ମପୁର ଜାତୀୟ ରାଜପଥର ତିଲକପଡା ଛକରେ ଏକ ଟ୍ରାକ୍ଟର ସହ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ୍ ଚଳାଉଥିବା ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି। ମୃତକ ହେଲେ…
ମଦ ବିକି ଗିରଫ ହେଲେ ମଦବିରୋଧୀ ଆନ୍ଦୋଳନର ନେତା
ଭଦ୍ରକ ଅଫିସ,୯।୭: ମଦବିରୋଧୀ ଆନ୍ଦୋଳନରେ ସେ ନେତା ସାଜିଥିଲେ। ହେଲେ ମଦକୁ ବିରୋଧ କରୁଥିବା ସମ୍ପୃକ୍ତ ଯୁବକ ମଦ ବେପାର କରୁଥିବା ବେଳେ ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ଯାହାକି ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲା…
ଛେଚିବ ବର୍ଷା: ୟେଲୋ ୱାର୍ନିଂ ଜାରି
ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଶୁକ୍ରବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବରଗଡ଼,…
୧୫ରେ ଗର୍ଭବତୀଙ୍କୁ ଟିକା : ଛିଡ଼ା ହେବାକୁ ପଡ଼ିବନି ଧାଡ଼ିରେ
ଭୁବନେଶ୍ୱର,୯।୭(ବ୍ୟୁରୋ): ଗର୍ଭବତୀମାନଙ୍କ ପାଇଁ କରୋନା ଟିକା ବିପଦ ନୁହେଁ । ବିଶେଷଜ୍ଞମାନଙ୍କ ଏପରି ଘୋଷଣା ପରେ ଆସନ୍ତା ୧୫ ତାରିଖ ପରେ ରାଜ୍ୟରେ ଗର୍ଭବତୀଙ୍କ ଟିକାକରଣ ଆରମ୍ଭ ହେବ । ଯେଉଁ ଜିଲାରେ ଯେଉଁ ଟିକା ଦିଆଯାଉଛି, ସେହି ଟିକା ଦିଆଯିବ।…
ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇପାରେ +୨ ରେଜଲ୍ଟ
ଭୁବନେଶ୍ୱର,୯।୭(ବ୍ୟୁରୋ): ଜୁଲାଇ ୩୧ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ୨ ପରୀକ୍ଷାଫଳ। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ। ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏଥିପାଇଁ…
ଖରିଫ ଚାଷ ପାଇଁ ସାର ନାହିଁ
କେନ୍ଦ୍ରାପଡ଼ା ଅଫିସ, ୯ା୭:କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି। ଚାଷୀ ତଳି ପକାଇ ରୋଇବାକୁ ଅପେକ୍ଷା କରିଥିବାବେଳେ ସାର ଯୋଗାଣ ସମସ୍ୟା ସୃଷ୍ଟି କରିଛି। ଆବଶ୍ୟକ ସାର ଯୋଗାଣ ହେଉ ନ ଥିବାରୁ ଚାଷୀ ବଜାରରୁ ଚଢ଼ା ଦରରେ କିଣିବାକୁ…
ପିଏମ୍ଜିଏସ୍ୱାଇରେ ଅର୍ଥ ଆତ୍ମସାତ୍
ଯାଜପୁର ଅଫିସ,୯ା୭:ଯାଜପୁର ଜିଲା ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ-୨ ଅଧୀନରେ ନିର୍ମାଣ ହୋଇଥିବା ବାଲିଚନ୍ଦ୍ରପୁର-ଦେକୁରୀ ଏବଂ ଏନ୍ଏଚ୍-୫(କ)ଠାରୁ ଭରତପୁର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ୱାଇ) ରାସ୍ତାରେ ଅର୍ଥ ଆମତ୍ସାତ୍ ଏବଂ ନିମ୍ନମାନ କାମ ହୋଇଥିବା ଅଭିଯୋଗ ହୋଇଛି। ଏହାର ଯୁଗ୍ମ…
Archives


