ବର୍ଷା-ଅନୁଭବ ବିବାଦର ସମାଧାନ ପାଇଁ ଆଲୋଚନା
କଟକ ଅଫିସ,୧୧ା୧୨: ବିଜେଡି ଏମ୍ପି ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବୈବାହିକ ବିବାଦର ସମାଧାନ ପାଇଁ ସୁପ୍ରିମକୋର୍ଟ ମଧ୍ୟସ୍ଥତା କେନ୍ଦ୍ରରେ ଗୁରୁବାର ଷଷ୍ଠ ପର୍ଯ୍ୟାୟ ଆଲୋଚନା ହୋଇଥିଲା। ଅନୁଭବଙ୍କ ଓକିଲ ଅଶ୍ୱିନୀ ଦୁବେଙ୍କ କହିବା...
‘ବ୍ଲାକ୍ ସ୍ପଟ୍’ ଭୁଲିଗଲା କମିଶନରେଟ୍ ପୋଲିସ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଗାଡ଼ିମୋଟର ସହ ବଢ଼ି ଚାଲିଛି ଦୁର୍ଘଟଣା। ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟୁଥିବାବେଳେ ଜୀବନ ପରେ ଜୀବନ ଯାଉଛି। ଅନେକ ନିୟମ ଓ କଟକଣା ସତ୍ତ୍ୱେ ଦୁର୍ଘଟଣାଜନିତ ମୃତ୍ୟୁକୁ ରୋକିହେଉନି। ବେପରୁଆ ଗାଡିଚାଳନା ଯୋଗୁ ଯେତିକି ଦୁର୍ଘଟଣା...
୧୫ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଉତ୍ସବ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ସମ୍ବର୍ଦ୍ଧନା ଉତ୍ସବ ଆସନ୍ତା ୧୫ ତାରିଖରେ ଅନୁଷ୍ଠିତ ହେବ। ୨୦୧୫ ଓ ୨୦୧୬ ମସିହା ପାଇଁ ଓଡ଼ିଆ ସାହିତ୍ୟର ୯ଟି ବିଭାଗରେ ୧୦ଜଣ ଲେଖାଏ ସାହିତ୍ୟ ପ୍ରତିଭାଙ୍କୁ ପୁରସ୍କୃତ କରାଯିବ। ଏହାସହ...
ସାହିତ୍ୟ ଏକାଡେମୀର ସାଧାରଣ ପରିଷଦକୁ ଯିବେ ୮ ସଦସ୍ୟ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସାହିତ୍ୟ ଏକାଡେମୀର ସାଧାରଣ ପରିଷଦ ବୈଠକ ଶୁକ୍ରବାର ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହେବ। ସାଧାରଣ ପରିଷଦରେ ଖାଲି ପଡ଼ିଥିବା ୮ଜଣ ସଦସ୍ୟଙ୍କ ମନୋନୟନ ପାଇଁ ଏହି...
ଆଜିଠୁ ୫ ଦିନିଆ ରିମାଣ୍ଡରେ ଆକାଶ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଆଇଏଫ୍ଏସ୍ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ଶୁକ୍ରବାରଠାରୁ ପୁଣି ରିମାଣ୍ଡରେ ଆସିବେ। ତାଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ ପକ୍ଷରୁ ଏସ୍ଡିଜେଏମ୍ କୋର୍ଟରେ ଆବେଦନ କରାଯାଇଥିବାବେଳେ ଗୁରୁବାର କୋର୍ଟ ଅନୁମତି...
୨୧ ସ୍ପେଶାଲ ଟ୍ରେନ୍ର ସମୟ ପରିବର୍ତ୍ତନ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ପୂର୍ବତଟ ରେଳପଥ ଓ ଏହା ପରିସୀମା ମଧ୍ୟରେ ଚଳାଚଳ କରୁଥିବା ସ୍ପେଶାଲ ଟ୍ରେନଗୁଡିକର ସମୟ ସାରଣୀକୁ ବିଭିନ୍ନ ଷ୍ଟେଶନରେ ପରିବର୍ତ୍ତନ କରାଯାଇଛି। ଯାତ୍ରୀଙ୍କ ସୁବିଧା ସହ ଟ୍ରେନ ପରିଚାଳନାକୁ ସହଜ କରିବାପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱର-ଆନନ୍ଦ ବିହାର-ଭୁବନେଶ୍ୱର...
ବରମୁଣ୍ଡା ବସ୍ ଟର୍ମିନାଲ ଦେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ବରମୁଣ୍ଡା ଆନ୍ତଃ ରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି। ଗୋଟିଏ ଖଣ୍ଡଗିରିସ୍ଥିତ ବସ୍...
ଲହୁଣୀପଡା ପୋଲିସ ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ
ଲହୁଣୀପଡା, ୧୧।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ପୋଲିସ ପକ୍ଷରୁ ସଡକ ସୁରକ୍ଷା ନିମନ୍ତେ ବୁଧବାର ଏକ ଜନ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏହି ଜନସଚେତନତା କାର୍ଯ୍ୟକ୍ରମରେ ନେତୃତ୍ୱ ନେଇଥିଲେ ଲହୁଣୀପଡା ଥାନାର ଆଇପିଏସ ଅଧିକାରିଣୀ ଏସ...
ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ କ୍ରୀଡ଼ା ସାମଗ୍ରୀ ବଣ୍ଟନ
କୁଆଁରମୁଣ୍ଡା, ୧୧।୧୨(ଡି.ଏନ.ଏ.)-ବୁଧବାର କୁଆଁରମୁଣ୍ଡା ବ୍ଲକ ଭାଟିଟୋଲି ପଡିଆରେ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ପାନପୋଷ ଉପଖଣ୍ଡର କୁଆଁରମୁଣ୍ଡା ଓ ନୂଆଗାଁ ବ୍ଲକର ୧୮ଟି ଲେଖାଏଁ ସାଂସ୍କୃତିକ ଓ କ୍ରୀଡା ଅନୁଷ୍ଠାନକୁ ସାଂସ୍କୃତିକ ଓ କ୍ରୀଡା ସାମଗ୍ରୀ ପ୍ରଦାନ କରାଯାଇଛି।...
ଭୂତଳ ପୋଲ ନିର୍ମାଣ ଦାବି ତେଜୁଛି: ଜାତୀୟ ରାଜପଥ ୪୯ରେ ଭୂତଳ ପୋଲ ନିର୍ମାଣ ପାଇଁ ବୈଠକ
ଦେବଗଡ଼, ୧୧।୧୨(ଡି.ଏନ.ଏ.) ଜାତୀୟ ରାଜପଥ ପ୍ରାଧିକରଣ(ଏନ୍ଏଚ୍ଏଆଇ) ପକ୍ଷରୁ ଦେବଗଡ଼ ଜିଲା ବାରକୋଟ ବ୍ଲକ କଣ୍ଢଳ ଗ୍ରାମଦେଇ ଯାଇଥିବା ମୁମ୍ବାଇ-କୋଲକାତା ସଂଯୋଗକାରୀ ୪୯ ନମ୍ବର ଜାତୀୟ ରାଜପଥ ଫୋର୍ଲେନ୍ କାର୍ଯ୍ୟ ଚାଲିଛି। କଣ୍ଢଳଠାରେ ଏକ ଅଣ୍ଡର ପାସ୍ (ଭୂତଳ ରାସ୍ତା)ନିର୍ମାଣ...
ଜିଲାସ୍ତରୀୟ ଶିଶୁ, କିଶୋର ଶ୍ରମିକ ସର୍ବେକ୍ଷଣ
ଦେବଗଡ, ୧୧।୧୨(ଡି.ଏନ.ଏ)-ଭାରତ ସରକାରଙ୍କ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟ ନିୟମ ଅନୁଯାୟୀ ଦେବଗଡ ଜିଲାରେ ୬ ରୁ ୧୮ ବର୍ଷ ବୟସର ଶିଶୁ ଓ କିଶୋର ଶ୍ରମିକ ସର୍ବେକ୍ଷଣ କାର୍ଯ୍ୟ କରିବା ପାଇଁ ଜାତୀୟ ଶିଶୁଶ୍ରମିକ ପ୍ରକଳ୍ପର ଅଧ୍ୟକ୍ଷ-ତଥା ଜିଲାପାଳ...
ବଲାଙ୍ଗୀର ପ୍ରଶାସନର କଡ଼ା ଆଭିମୁଖ୍ୟ, ରାସ୍ତା ଉପରେ ବେପାର ମନା
ବଲାଙ୍ଗୀର ଅଫିସ,୧୧ା୧୨ ବଲାଙ୍ଗୀର ସହର ମୁଖ୍ୟ ରାସ୍ତା ଉପରେ ଆଗକୁ ଆଉ ବେପାର କରିବାକୁ ଦିଆଯିବ ନାହିଁ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ରାସ୍ତା ଉପରେ ଯେଉଁ ଉଠାଦୋକାନୀ ଓ ପନିପରିବା ବ୍ୟବସାୟୀ...
Archives


