୧୧ରେ ହୀରାକୁଦ ଛାଡିବ ବନ୍ୟାଜଳ
ସମ୍ବଲପୁର,୮ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍ରୁ ଜୁଲାଇ ୧୧ ତାରିଖରେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏ ନେଇ ଡ୍ୟାମ୍ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସମ୍ବଲପୁର ସମେତ ସୋନପୁର, କଟକ, ବୌଦ୍ଧ, ଖୋର୍ଦ୍ଧା, ଫୁଲବାଣୀ, ଅନୁଗୋଳ, ନୟାଗଡ଼, କେନ୍ଦ୍ରାପଡ଼ା,…
ଦାଦାଙ୍କ ଜୀବନ ନେଲା ପୁତୁରା
ରାଇକିଆ,୮ା୭: କନ୍ଧମାଳ ଜିଲା ରାଇକିଆ ଥାନା ରଣବା ପଞ୍ଚାୟତ ଇରିପୁଡ଼ା ଗ୍ରାମରେ ଘଟିଛି ଏକ ହତ୍ୟାକାଣ୍ଡ । ଜମି ବିବାଦକୁ ନେଇ ପୁତୁରାର ଠେଙ୍ଗା ମାଡ଼ରେ ଦାଦାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହରି ନାୟକ। ପୋଲିସ ମୃତଦେହକୁ ଜବତ କରି…
୨୪ ଘଣ୍ଟା ପ୍ରବଳ ବର୍ଷିବ
ଭୁବନେଶ୍ୱର,୮।୭: ରାଜ୍ୟର ୧୦ରୁ ଅଧିକ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର,…
ଆକ୍ରମଣ ଭୟ: ଦୌଡ଼ିବାବେଳେ ଯାଇଥିଲା ଜୀବନ
ଭୁବନେଶ୍ୱର, ୮।୭(ବ୍ୟୁରୋ): ଦୁଇମାସ ପୂର୍ବେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜଣେ ଯୁବକଙ୍କ ମୃତ୍ୟୁର କାରଣ ଏବେ ସ୍ପଷ୍ଟ ହୋଇଛି। କ୍ୟାପିଟାଲ୍ ଥାନା ପୋଲିସ ସିସିଟିଭି ଫୁଟେଜ ଆଧାରରେ ତଦନ୍ତ କରି ଯୁବକଙ୍କ ମୃତ୍ୟୁ ଘଟଣାରେ ସମ୍ପୃକ୍ତି ଦର୍ଶାଇ ଜଣଙ୍କୁ ଗିରଫ କରି…
ଆରବର୍ଷକୁ ଅପେକ୍ଷା
ଢେଙ୍କାନାଳ ଅଫିସ, ୮।୭: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାକୁ ମଝିରେ ମାତ୍ର ୪ ଦିନ। ଭକ୍ତଙ୍କୁ ଦର୍ଶନ ଦେବାକୁ ଭାଇ ବଳରାମ, ଭଉଣୀ ସୁଭଦ୍ରାଙ୍କୁ ନେଇ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ। କାଳିଆ ସାଆନ୍ତଙ୍କ ଏହି ଅଲୌକିକ ଲୀଳା ଦେଖିବା ଲାଗି ବିଶ୍ୱର…
ବରିଷ୍ଠଙ୍କ ଅଭିଯୋଗ ଶୁଣି ସମସ୍ୟା ସମାଧାନ ନିର୍ଦ୍ଦେଶ ଦେଲେ ବିଧାୟକ
ଭୁବନେଶ୍ୱର, ୮।୭(ବ୍ୟୁରୋ): ଜୟଦେବ ବିହାର ଓ ସାଲିଆସାହି ବରିଷ୍ଠ ନାଗରିକଙ୍କ ଅଭିଯୋଗକୁ ଆଧାରକରି ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ବୁଧବାର ସ୍ଥାନୀୟ ଅଞ୍ଚଳ ଗସ୍ତ କରିଛନ୍ତି। ଏହି ଅବସରରେ ବିଧାୟକ ରାଉତ ଓ୍ବାର୍ଡ ନମ୍ବର ୨୭ ଅନ୍ତର୍ଗତ ଶରଣାପଲ୍ଲୀ,…
ଝଡ଼ାଫୁଙ୍କାରୁ ଝଡୁଛି ଜୀବନ
ଅନୁଗୋଳ ଅଫିସ, ୮ା୭: ଗୁଣିଆ ନୁହେଁ, ଡାକ୍ତରଙ୍କୁ ଜଣା ସର୍ପ ବିଷ ଖସାଇବାର ବିଦ୍ୟା। ହେଲେ ସଚେତନତା ଅଭାବରୁ ଆଜି ବି ଅନେକ ଲୋକ ଝଡ଼ାଫୁଙ୍କା ଉପରେ ଅଗାଧ ବିଶ୍ୱାସ ରଖିଛନ୍ତି। ସାପକାମୁଡ଼ା ରୋଗୀଙ୍କୁ ମେଡିକାଲ ନ ଆଣି ଗୁଣିଆଙ୍କ ନିକଟକୁ…
ଘଟଣା ପଛର ରହସ୍ୟ ଖୋଜୁଛି ପୋଲିସ
ଭୁବନେଶ୍ୱର,୮।୭ (ବ୍ୟୁରୋ): ଏୟାରଫିଲ୍ଡ ଥାନା ଭୀମଟାଙ୍ଗି ରିିଙ୍କି ଓରଫ ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ ହତ୍ୟା ମାମଲାରେ କମିଶନରେଟ ପୋଲିସର ତଦନ୍ତ ଜାରି ରହିଛି। ପ୍ରେମରେ ବିଫଳ ହେବା ପରେ ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟାଇଛି ନା ଏହାପଛରେ…
ସବାଇ ଘାସ: ବର୍ଷକୁ ୩୦୦ କୋଟି କାରବାର
ବାରିପଦା ଅଫିସ, ୮।୭-ମୟୂରଭଞ୍ଜ ଜିଲାରେ ବସବାସ କରୁଥିବା ଗରିବ ଆଦିବାସୀ ପରିବାର ଲୋକେ ସବାଇ ଘାସରୁ ନିଜର ଗୁଜୁରାଣ ମେଣ୍ଟାଉଛନ୍ତି। ସବାଇଘାସରୁ ପ୍ରସ୍ତୁତ ଉନ୍ନତ ମାନର ହସ୍ତତନ୍ତ ସାମଗ୍ରୀର ଦେଶ ବିଦେଶରେ ଚାହିଦା ଥିବାରୁ ଏହାକୁ ଜିଆଇ ଟ୍ୟାଗ୍ ପାଇଁ କେନ୍ଦ୍ର…
ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ
ବଲାଙ୍ଗୀର ଅଫିସ,୮ା୭: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ ଗଣପତି ପୁରୋହିତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ଏକକାଳୀନ ୪ଟି ସ୍ଥାନରେ ଗୁରୁବାର ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍। ଗଣପତିଙ୍କ ବଲାଙ୍ଗୀର ପେଲେସ୍ଲାଇନ…
୨ ହୋମଗାର୍ଡ ବହିଷ୍କୃତ, ଜଣେ ଓଏପିଏଫ୍ ନିଲମ୍ବିତ
ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜଧାନୀରେ ଜଣେ ନାବାଳକ ଚା’ ଦୋକାନୀଙ୍କୁ ପୋଲିସର ଗୋଇଠା ମାଡ଼ ଓ ଜିନିଷପତ୍ର ଲୁଟିନେବା ଘଟଣାରେ ଡିସିପି ଉମାଶଙ୍କର ଦାଶ ପିସିଆର୍ରେ ଥିବା ସମ୍ପୃକ୍ତ ୪ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ନାବାଳକଙ୍କୁ ମାଡ଼ ମାରିଥିବା ହୋମଗାର୍ଡ…
୭ବର୍ଷର କନ୍ୟାକୁ ନିର୍ଯାତନା
ଭୁବନେଶ୍ୱର,(ବ୍ୟୁରୋ)/ ପିପିଲି,(ସ୍ବ.ପ୍ର.) ୮।୭: ମାତ୍ର ୭ବର୍ଷର ଶିଶୁଟିଏ। କିଏ ପର କିଏ ଆପଣାର ଜାଣେନାହିଁ। ହେଲେ ତା’ ପ୍ରତି ବାପା ଓ ସାବତ ମା’ ପାତରଅନ୍ତର ମନୋଭାବ ରଖି ନିଷ୍ଠୁର ହୋଇ ବର୍ବରତାର ସୀମା ଟପିଛନ୍ତି। ବାପା ଓ ସାବତ ମା’…
Archives


