ରାଜ୍ୟ

୧୧ରେ ଲଘୁଚାପ

ଭୁବନେଶ୍ୱର,୮।୭(ବ୍ୟୁରୋ): ଆସନ୍ତା ୧୧ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ବର୍ଷା ହେବ।…

ଏସ୍‌ସିବିରେ ୯ ଇକ୍‌ମୋ ମେଶିନ ଲାଗିବ

ଭୁବନେଶ୍ୱର, ୮।୭(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ ଓ କଲେଜରେ ୯ଟି ଇକ୍‌ମୋ ମେଶିନ ଲାଗିବ। ଏନେଇ ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୭ ଜୀବନ

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୫୭ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୪୧୫କୁ ବୃଦ୍ଧି ପାଇଛି। ଏନେଇ…

ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ କଟକରୁ

ଭୁବନେଶ୍ୱର,୮।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ପ୍ରତିଦିନ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ବୁଧବାର ରାଜ୍ୟରେ ୨,୬୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି…

ଅଶ୍ୱିନୀଙ୍କୁ ରେଳ ଓ ଆଇଟି

ନୂଆଦିଲ୍ଲୀ,୭।୭: ବୁଧବାର କେନ୍ଦ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୪୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଏଥିରେ ଓଡ଼ିଶାର ଭାଜପା ନେତା ଅଶ୍ୱିନୀ ବୈଷ୍ଣବଙ୍କୁ  ଦୁଇଟି ବିଭାଗର ଦାୟିତ୍ୱ ମିଳିଛି। ରେଳ ଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ସହ…

ମୋଦୀଙ୍କ ନୂଆ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ ୨

ନୂଆଦିଲ୍ଲୀ,୭।୭: ମୋଦୀ କ୍ୟାବିନେଟର ବୁଧବାର ସମ୍ପ୍ରସାରଣ ହୋଇଛି। ଓଡ଼ିଶାର ୨ ଭାଜପା ନେତା କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଏମ୍‌ପି ବିଶ୍ୱେଶ୍ୱର ଟୁଡୁ ଓ ରାଜ୍ୟସଭା ଏମ୍‌ପି ଅଶ୍ୱିନୀ ବୈଷ୍ଣବ। ବିଶ୍ୱେଶ୍ୱର ଟୁଡୁ ପ୍ରଥମ ଥର…

କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଲେ ଅଶ୍ୱିନୀ ବୈଷ୍ଣବ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀପଦ

ନୂଆଦିଲ୍ଲୀ,୭।୭: ରାଷ୍ଟ୍ରପତି ଭବନରେ ଶପଥ ନେଉଛନ୍ତି ନୂଆ ମନ୍ତ୍ରୀଗଣ। ଏହି ଅବସରରେ ଓଡ଼ିଶାର ଅଶ୍ୱିନୀ ବୈଷ୍ଣବ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଏବଂ ଗୋପନୀୟତାର ସହ ଶପଥ ପାଠ କରାଇଛନ୍ତି । ତେବେ ତାଙ୍କୁ…

୧୫ରେ ଓଡ଼ିଶା ବନ୍ଦ

ଭୁବନେଶ୍ୱର,୭।୭(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ବୁଧବାରଠୁ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ବାମ ଦଳ ଆନ୍ଦୋଳନକୁ ଓହ୍ଲାଇବ। ପେଟ୍ରୋଲ, ଡିଜେଲ ଓ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦରବୃଦ୍ଧି ପ୍ରତିବାଦରେ ବାମପନ୍ଥୀ ଦଳ ପକ୍ଷରୁ ଆସନ୍ତା ୧୫ ତାରିଖରେ…

ପୂରଣ ହେବ ଖାଲିପଡ଼ିଥିବା ୧୦ ହଜାର ଶିକ୍ଷକ ପଦ

ଭୁବନେଶ୍ୱର ଅଫିସ,୭।୭: ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟ ତଥା ହାଇସ୍କୁଲରେ ଖାଲି ପଡ଼ିଥିବା ୧୦ ହଜାର ଶିକ୍ଷକ ପଦ ପୂରଣ ହେବ । ୪ ହଜାର ୪ଶହ ୪୫ ହିନ୍ଦୀ, ସଂସ୍କୃତ, ଶାରିରୀକ ଶିକ୍ଷା ଶିକ୍ଷକଙ୍କ ସମେତ ୬…

ଓଡ଼ିଶାରୁ ୨ ନୂଆ ମନ୍ତ୍ରୀ

ଭୁବନେଶ୍ୱର,୭।୭(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା କ୍ୟାବିନେଟ ସମ୍ପ୍ରସାରଣ ବୁଧବାର ସନ୍ଧ୍ୟା ୬ଟାରେ ହେବ। ଏହା ପୂର୍ବରୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଓଡ଼ିଶାର ୨ ନୂଆ ମନ୍ତ୍ରୀ ସାମିଲ ହେବା ସ୍ପଷ୍ଟ ହୋଇଛି। ସେମାନେ ହେଲେ ଏମ୍‌ପି ଅଶ୍ୱିନୀ ବୈଷ୍ଣବ ଏବଂ ବିଶ୍ୱେଶ୍ୱର…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ,୭ା୭: କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ପ୍ରତାପ ଷଡ଼ଙ୍ଗୀ ଇସ୍ତଫା ଦେଇଥିବା ସୂଚନା ମିଳିଛି। ସଂପ୍ରସାରଣ ଅବସରରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏମ୍‌ଏସ୍‌ଏମ୍‌ଇ ଓ ପଶୁସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଥିଲେ ପ୍ରତାପ । ଲୋକ ସଭା ନିର୍ବାଚନରେ ସେ ବାଲେଶ୍ୱରୁ ନିର୍ବାଚିତ ହେବା…

କଟକଣା କୋହଳ ହେବାରୁ ଲୋକେ ଏନଜୟ କଲେଣି

ଭୁବନେଶ୍ୱର,୭।୭(ବ୍ୟୁରୋ): ଭ୍ୟାକ୍ସିନ ନେଇଥିବା ବ୍ୟକ୍ତିଙ୍କ ଇନ୍‌ଫେକ୍ସନ ରେଟ ୦.୧୩ ପ୍ରତିଶତ ରହିଥିବା ବେଳେ ଏ ନେଇ ମଲ୍ଟିପୁଲ ଷ୍ଟଡି କରାଯାଉଛି । ଏହାସହ ଗର୍ଭବତୀ ମହିଳାଙ୍କ ଟିକାକରଣ ପାଇଁ ନିର୍ଦ୍ଦିଷ୍ଟ ଏସ୍‌ଓପି ଅଛି । ଛୁଆଙ୍କ ଉପରେ ଏହାର ପ୍ରଭାବ ପଡ଼ିପାରେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri