ଓଡ଼ିଶାରେ କାମ କରିବାକୁ ଦକ୍ଷିଣ କୋରିଆ କମ୍ପାନୀ ଆଗ୍ରହ
ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଦକ୍ଷିଣ କୋରିଆ ଓ ଓଡ଼ିଶା ମଧ୍ୟରେ ଦ୍ବି-ପାକ୍ଷିକ ବାଣିଜ୍ୟ ସୁଯୋଗ ସୃଷ୍ଟି ଉପରେ ରାଜ୍ୟ ସରକାରଙ୍କ ସହିତ ଇଣ୍ଡିଆନ୍ ଚାମ୍ବର୍ସ ଅଫ୍ କମର୍ସ ଏକ ଗୋଲଟେବୁଲ ବୈଠକର ଆୟୋଜନ କରିଛି ା ବୈଠକରେ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର…
ପରିବା ବିକାଳିଙ୍କୁ ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ର ମାଡ଼
ବଲାଙ୍ଗୀର ଅଫିସ,୨୦।୪: କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ସହରରେ ଭିଡ଼ ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିଯୋଗୁ ସୋମବାର ବଲାଙ୍ଗୀର ମ୍ୟୁନିସିପାଲିଟି ଏନ୍ଫୋର୍ସମେଣ୍ଟ ସ୍କ୍ବାଡ ରାସ୍ତାକଡ଼ ପରିବା ବିକାଳିଙ୍କୁ ସ୍ଥାନାନ୍ତର କରିବାବେଳେ ଅଭାବନୀୟ ଘଟଣ ଘଟିଛି। ମ୍ୟୁନିସିପାଲିଟି ଅଧିକାରୀଙ୍କ ମାଡରେ ଜଣେ…
ଡିସିସିବି ଆର୍ଥିକ ଅନିୟମିତତାକୁ ଚାପି ଦିଆଯାଉଛି
ଯାଜପୁର ଅଫିସ,୨୦।୪: ବଲାଙ୍ଗୀର ଓ କେନ୍ଦୁଝର ଜିଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ(ଡିସିସିବି)ର ଆନନ୍ଦପୁର ଶାଖାରେ ହୋଇଥିବା ଅର୍ଥ ଆତ୍ମସାତ୍ ମାମଲାକୁ ଚାପି ଦିଆଯାଇଛି। ଏଥିରେ ସମ୍ପୃକ୍ତ ପରିଚାଳନା ନିର୍ଦ୍ଦେଶକ ଓ କର୍ମଚାରୀଙ୍କୁ ଦାୟୀ କରି ସେମାନଙ୍କଠାରୁ ଉକ୍ତ ଅର୍ଥକୁ ଆଦାୟଯୋଗ୍ୟ ଦର୍ଶାଯାଇଛି।…
ବାହାର କାଠରୁ ଦର୍ଶନ କଲେ ଶ୍ରଦ୍ଧାଳୁ
ପୁରୀ ଅଫିସ,୨୦।୪: ନୂତନ ଏସ୍ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ସୋମବାର ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ଭିତରେ ଓ ବାହାରେ କଟକଣାକୁ କଡ଼ାକଡ଼ି କରାଯାଇଛି। ଭିତରକାଠ ଦର୍ଶନ ବନ୍ଦ ରହିଛି। ତେଣୁ ବାହାର କାଠ ନିକଟରୁ ଭକ୍ତମାନେ…
ପିପିଲି ଉପନିର୍ବାଚନ: ରାଲି, ସଭାସମିତି କରିବନି ବିଜେଡି
ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ(ବିଜେଡି) ଆସନ୍ତା ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ଶୋଭାଯାତ୍ରା ଓ ସଭାସମିତି ନ କରିବାକୁ ନିଷ୍ପତ୍ତି ନେଇଛି। ସୋମବାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ…
୫୦% କର୍ମଚାରୀରେ ଚାଲିବ ସ୍କୁଲ
ଭୁବନେଶ୍ୱର, ୨୦।୪(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସୋମବାରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବାକୁ ଘୋଷଣା କରିଥିଲେ। ଏଥିସହ ପିଲାଙ୍କ ଶ୍ରେଣୀ ପାଠପଢ଼ା ବନ୍ଦ ହେବ ବୋଲି କହିଥିଲେ। ଶିକ୍ଷାନୁଷ୍ଠାନ ଖୋଲିବ କି ନାହିଁ ଓ…
ରାଜ୍ୟରେ ୯,୦୦୮ କୋଭିଡ୍ ବେଡ୍
ଭୁବନେଶ୍ୱର, ୨୦।୪(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ହୁହୁ ବଢ଼ୁଛି। ଅନୁରୂପ ଭାବେ କୋଭିଡ୍ ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଅନେକ ସ୍ଥାନରେ ବେଡ୍ ଅଭାବ ହେଲାଣି ବୋଲି ଖବର ଆସୁଛି। ବେଡ୍ ନ ପାଇଁ ମୃତ୍ୟୁ ହେଉଥିବା ମଧ୍ୟ ଖବର…
ଆଜି ବିନା ଭକ୍ତରେ ଗଡ଼ିବ ରୁକୁଣା ରଥ
ଭୁବନେଶ୍ୱର,୨୦।୪(ବ୍ୟୁରୋ): ଏବର୍ଷ ଅଶୋକାଷ୍ଟମୀରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ମାଉସୀ ମା’ ଘରକୁ ଗଡ଼ିବ। କୋଭିଡ୍ କଟକଣା ମଧ୍ୟରେ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ ନଜରରେ ରଖି ବିନା ଭକ୍ତରେ ମଙ୍ଗଳବାର ଅପରାହ୍ନ ସାଢ଼େ ୩ଟାରେ ରଥ ଟଣା ହେବ। ଏଥିପାଇଁ…
କଳାବଜାର ବିରୋଧରେ ୨୨ ସ୍କ୍ବାଡ୍
ଭୁବନେଶ୍ୱର,୨୦।୪(ବ୍ୟୁରୋ): ସାରା ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଭୟଙ୍କର ରୂପ ନେଇଛି। ଏପରି ଘଡିସନ୍ଧି ମୁହୂର୍ତ୍ତରେ କୋଭିଡ୍ ଔଷଧ ଓ ଚିକିତ୍ସା ଉପକରଣର ବେଆଇନ୍ ଗଚ୍ଛିତ ସହ କଳାବଜାର ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ରାଜ୍ୟ ପୋଲିସ।…
ଅଶ୍ଳୀଳ ଭିଡିଓ ଭାଇରାଲ, ଶିକ୍ଷକ ନିଲମ୍ବିତ
ପଦ୍ମପୁର,୨୦।୪(ଡି.ଏନ.ଏ.)-ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଓ ସରକାରୀ କାର୍ଯ୍ୟରେ ଅବହେଳା ଅଭିଯୋଗରେ ଭଦ୍ରକ ଜିଲା ସଦର ବ୍ଲକ ଅଞ୍ଚଳର ଏକ ୟୁଜିଏମ୍ଇ ସ୍କୁଲର ଏକ୍ସ କ୍ୟାଡ଼ର ଶିକ୍ଷକ ସପନ କୁମାର ମିଶ୍ରଙ୍କୁ ନିଲମ୍ବିତ କରାଯାଇଛି। ବ୍ଲକ ଶିକ୍ଷାଧିକାରୀ ଶମ୍ଭୁନାଥ ପାଣିଗ୍ରାହୀ ଚିଠି…
ଗଳାବାଟ ଦେଇ ଚାଲିଛି ଆନ୍ତଃ ରାଜ୍ୟ ବସ୍, ଚାରିଚକିଆ ଯାନ
ଜଳେଶ୍ୱର,୨୦।୪(ଡି.ଏନ.ଏ.)-କୋଭିଡ୍-୧୯ ସଂକ୍ରମଣ ଦିନକୁ ଦିନ ଉତ୍କଟ ହେଉଥିବା ବେଳେ ସୋମବାରଠାରୁ ଆନ୍ତଃ ରାଜ୍ୟ ଯାନବାହନ ଚଳାଚଳ ଉପରେ ରାଜ୍ୟ ସରକାରଙ୍କ ପକ୍ଷରୁ ରୋକ ଲଗାଯାଇଛି। ଅନ୍ୟପକ୍ଷରେ ଉପାନ୍ତରେ ଥିବା ବହୁ ଗଳା ରାସ୍ତା ଦେଇ ଏହି ଯାନବାହନଗୁଡ଼ିକ ରାଜ୍ୟ ଭିତର ଓ…
ଓଡ଼ିଶା ମୁହାଁ ବିହାରୀ ମଦ ମାଫିଆ
ଭୋଗରାଇ,୨୦।୪(ଡି.ଏନ.ଏ.)-ବିହାରର ଦାଗୀ ମଦ ବେପାରୀ ଓ ମାଫିଆମାନେ ସେଠାରେ କଳା ତାଲିକାଭୁକ୍ତ ହେବା ପରେ ଏବେ ଓଡ଼ିଶା ମୁହଁା ହୋଇଛନ୍ତି। ନିକଟରେ ଓଡ଼ିଶା ସରକାର ପ୍ରଥମଥର ପାଇଁ ମଦ ଦୋକାନ ଆବେଦନ ବେଳେ ବିନା ସର୍ଭେଲାନ୍ସରେ ଆବେଦନପତ୍ର ଗ୍ରହଣ କରାଯିବା ନେଇ…
Archives


