ରାଜ୍ୟ

ଅଭୟକାନ୍ତଙ୍କ ହଜାରେ କୋଟିର ଜାଲିଆତି ଗନ୍ଧ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଗିରଫ ହୋଇ ରିମାଣ୍ଡରେ ଆସିଥିବା ପାଠକ ବାପପୁଅଙ୍କୁ ଶୁକ୍ରବାର ଭିଜିଲାନ୍ସ ମାରାଥନ ଜେରା କରିଛି। ଜେରାବେଳେ ଆଇଏଫ୍‌ଏସ୍‌ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କ ହଜାରେ କୋଟିର...

ସବ୍‌ପ୍ଲଟ୍‌୍‌ ମାଲିକଙ୍କୁ ବିଜ୍ଞପ୍ତି କଣ୍ଟା

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତି ଅନୁଯାୟୀ ଲେ’ ଆଉଟ ପ୍ଲାନ ଅନୁମୋଦନ ହୋଇ ନ ଥିବା ପ୍ଲଟ୍‌ର ସବ୍‌ପ୍ଲଟ୍‌(ଛୋଟ ଜମି)ଗୁଡ଼ିକରେ ଘର ନିର୍ମାଣକୁ ବେଆଇନ ଘୋଷଣା କରାଯାଇଛି। ତଦନୁଯାୟୀ ୨୦୧୭ ମେ’ ପରଠାରୁ ସବ୍‌ପ୍ଲଟ୍‌କୁ...

ସ୍ବାବଲମ୍ବୀ କରିଛି ସିଲେଇ

ଢେଙ୍କାନାଳ ଅଫିସ, ୫।୧୨ ମହିଳା ସ୍ବାବଲମ୍ବୀ ହେଲେ ସୁଦୃଢ଼ ହେବ ପରିବାରର ଆର୍ଥିକସ୍ଥିତି। ଏ କଥାକୁ ଘରେ ଘରେ ପହଞ୍ଚାଇବାକୁ ଅନବରତ ଉଦ୍ୟମ କରୁଛି ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌। କମ୍ପାନୀ ପାର୍ଶ୍ୱବର୍ତ୍ତୀ ୬ ଗ୍ରାମରେ ଆରମ୍ଭ ହୋଇଥିବା...

ଆୟ ବଢ଼ାଇଛି ଅତ୍ୟାଧୁନିକ କୌଶଳ

ଅନୁଗୋଳ ଅଫିସ, ୫।୧୨ ଶିଳ୍ପ ରାଜଧାନୀ ଅନୁଗୋଳରେ ପଥ ହୁଡ଼ିନି ଚାଷ। ଖଣି ଖାଦାନ ଭରା ଏହି ଜିଲାର ଚାଷୀ ଏବେ ବି ଭଲ ଲାଭ କମାଉଛନ୍ତି କୃଷି କ୍ଷେତ୍ରରୁ। ତେବେ ପାରମ୍ପରିକ ପରିବର୍ତ୍ତେ ଅନେକେ ଅତ୍ୟାଧୁନିକ ଜ୍ଞାନକୌଶଳ ଅବଲମ୍ବନ...

କାଉଡୋଳା ମୁଟୁରା ନଦୀ ପଠାରେ ଚାଲିଛି ବେଆଇନ ଇଟାଭାଟି

କୋକସରା, ୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ତହସିଲ ଅନ୍ତର୍ଗତ କାଉଡୋଲା ମୁଦ୍ରା ନଦୀ କୂଳରେ ବେଧଡକ ଭାବେ ଚାଲିଛି ଏବେ ବେଆଇନ ଇଟାଭାଟି। ସରକରୀ ନିୟମ ମୁତାବକ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ଗୁଡିକରେ ପ୍ରଥମେ ରାଜସ୍ବ ଫିସ ଜମା...

ଧାନକିଣା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଜିଲାପାଳ

ଦେବଗଡ଼, ୫।୧୨(ଡ଼ି.ଏନ୍‌.ଏ.)- ଗତ ନଭେମ୍ବର ୧୦ ତାରିଖରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକର ନିଷ୍ପତିମତେ ଶୁକ୍ରବାରଠାରୁ ଦେବଗଡ ଜିଲାରେ ଚାଷୀଙ୍କଠାରୁ ୨୦୨୦-୨୧ ଖରିଫ୍‌ ବର୍ଷ ନିମନ୍ତେ ଧାନକିଣା ଆରମ୍ଭ କରାଯାଇଛି। ବାରକୋଟ ବ୍ଲକ ଅନ୍ତର୍ଗତ କାଦୋପଡା ପ୍ରାଥମିକ...

ପ୍ରତି ଶନିବାର ହାଇକୋର୍ଟ ସମେତ ସବୁ କୋର୍ଟ ବନ୍ଦ

କଟକ ଅଫିସ, ୪ା୧୨- ଚଳିତ ମାସର ପ୍ରତି ଶନିବାର କୋର୍ଟ କାର୍ଯ୍ୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିଷ୍ପତ୍ତିକ୍ରମେ ହାଇକୋର୍ଟ ଏହି ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିୟମ ଓଡ଼ିଶାର ସମସ୍ତ କୋର୍ଟ ଓ ଟ୍ରିବୁନାଲ...

ବୋଲେରୋ ଧକ୍କାରେ ଜଳିଗଲା ବାଇକ୍‌: ସ୍ବାମୀ, ସ୍ତ୍ରୀ ଓ ପୁଅ ମୃତ

ବଲାଙ୍ଗୀର ଅଫିସ/ଗୁଡଭେଲା, ୪ା୧୨(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା-ଦେଉଳଗୁଡି ମୁଖ୍ୟରାସ୍ତାର ଜମ୍ଭେଲ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସାଢ଼େ ୨ଟାରେ ଏକ ବୋଲେରୋ ଗାଡ଼ି ସାମ୍ନାପଟରୁ ଆସୁଥିବା ଏକ ବାଇକ୍‌କୁ ଧକ୍କା ଦେଇଛି। ବାଇକ୍‌ ସମ୍ପୂର୍ଣ୍ଣ ଜଳିଯିବା ସହ ଏହି ମର୍ମନ୍ତୁତ ଦୁର୍ଘଟଣାରେ...

ଛଟେଇ ପରେ ହାରିଲେ ଜୀବନ

ଢେଙ୍କାନାଳ ଅଫିସ, ୪।୧୨-ପେଟପାଟଣା କଥା ବୁଝୁଥିଲା ଠିକା ଚାକିରି। କଷ୍ଟେମଷ୍ଟେ ଚଳିଯାଉଥିଲା ପରିବାର। ଚାକିରିରୁ ଛଟେଇ ପରେ ମାଡ଼ିବସିଲା ଚିନ୍ତା। ଅସହ୍ୟ ହେଲା ଆର୍ଥିକ ଅନଟନ। କରୋନା କାଳରେ ଆର୍ଥିକ ଦୂରାବସ୍ଥା ସାଙ୍ଗକୁ ମାନସିକ ଚାପ ସହି ନ ପାରି...

ରାଜ୍ୟରେ ସୁସ୍ଥ ହେଲେ ୬୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪ା୧୨(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୬୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜ ଜିଲାରୁ ସର୍ବାଧିକ ୭୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୫୪, ବାଲେଶ୍ୱରରୁ ୫୩, ଖୋର୍ଦ୍ଧାରୁ ୫୦, କଟକରୁ ୪୮, ଅନୁଗାଳରୁ ୪୦, ବଲାଙ୍ଗୀରରୁ ୪୦, କଳାହାଣ୍ଡିରୁ ୩୨,...

ପରୀ ହତ୍ୟା ମାମଲା: ନୟାଗଡ଼ ଜିଲାପାଳ ଓ ଏସ୍‌ପିଙ୍କୁ ସମନ

ଭୁବନେଶ୍ୱର,୪।୧୨(ବ୍ୟୁରୋ)-ନୟାଗଡ଼ ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ନୟାଗଡ଼ ଜିଲାପାଳ ଓ ଏସପିଙ୍କୁ ସମନ କରିଛି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (NCPCR)। ଉଭୟଙ୍କୁ ବ୍ୟକ୍ତିଗତ ହାଜିରା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ NCPCR ଅଧ୍ୟକ୍ଷ...

ଭୁବନେଶ୍ୱରରୁ ଆଜି ପୁଣି ୨୭ ପଜିିଟିଭ୍‌ ଚିହ୍ନଟ: ୩୩ ସୁସ୍ଥ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୨୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri