ରାଜ୍ୟ

ଛଟ୍‌ ଘାଟରେ ବୁଡି ନାବାଳକ ନିଖୋଜ

ରାଉରକେଲା,୨୬।୧୦(ସଙ୍ଗୀତା ଜେନା): ରାଉରକେଲା ସେକ୍ଟର ୧୯ଥାନା ଅନର୍ଗତ ହମିରପୁର ଛଟ୍‌ ଘାଟରେ ରବିବାର ସକାଳେ ଜଣେ ନାବାଳକ ବୁଡି ନିଖୋଜ ହୋଇଛନ୍ତି। ନାବାଳକ କୋଏଲ ନଦୀରେ ବୁଡି ନିଖୋଯ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ ପହଁଞ୍ଚି ଉଦ୍ଧାର କାର୍ଯ୍ୟ…

ଇକୋ ରିଟ୍ରିଟ୍‌ କାର୍ଯ୍ୟ ତଦାରଖ କଲେ ବିଡିଓ, ତୁରନ୍ତ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇ…

ଦାରିଙ୍ଗବାଡ଼ି,୨୬ା୧୦(ଅରୁଣ ସାହୁ): ପର୍ଯ୍ୟଟନ ଋତୁକୁ ନଜରରେ ରଖି ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରର ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବା ପାଇଁ ବିଡିଓ ପ୍ରୀତିରଞ୍ଜନ ରଥ କାର୍ଯ୍ୟ ଚାଲିଥିବା ପର୍ଯ୍ୟଟନକ୍ଷେତ୍ରକୁ ରବିବାର ପରିଦର୍ଶନ କରିଛନ୍ତି। ସେ କନ୍ଧମାଳ ଜିଲାପାଳ ବେଦ ଭୂଷଣଙ୍କ ନିର୍ଦ୍ଦେଶ କ୍ରମେ କଫି…

ଚମକାଇଲା ବାତ୍ୟା ଖବର! ପୁରୀରେ ହାଇ ଆଲର୍ଟ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ। ଆଗାମୀ ୧୨ ଘଣ୍ଟାରେ ବାତ୍ୟା । ଆଜି ସକାଳ ୫ଟା ୩୦ ମିନିଟ ବେଳର ଉପଗ୍ରହ ପର୍ଯ୍ୟବେକ୍ଷଣ ଅନୁଯାୟୀ ଗତକାଲିର ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଆଜି…

୩ ଦିନରେ ହେବ ଜିଏସ୍‌ଟି ପଞ୍ଜୀକରଣ

ଭୁବନେଶ୍ୱର,୨୬।୧୦: କେନ୍ଦ୍ର ସରକାର ନଭେମ୍ବର ପହିଲାରୁ ସାମଗ୍ରୀ ଓ ସେବା କର (ଜିଏସ୍‌ଟି) ପାଇଁ ଏକ ନୂଆ ଓ ସରଳ ପଞ୍ଜୀକରଣ ପ୍ରଣାଳୀ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ବ୍ୟବସ୍ଥା ଅନୁଯାୟୀ, ନୂଆ ଆବେଦନକାରୀମାନଙ୍କୁ କେବଳ ୩ କାର୍ଯ୍ୟ ଦିବସ ଭିତରେ…

ଆହୁରି ଭୟଙ୍କର ହେଲା ବାତ୍ୟା! ଠିକ୍‌ ଏହି ଯାଗାରେ କରିବ ଲ୍ୟାଣ୍ଡଫଲ୍‌

ଆଜି ଗଭୀର ଅବପାତ, ସନ୍ଧ୍ୟାରେ ନେବ ବାତ୍ୟାର ରୂପ । ୨୮ ତାରିଖ ସଂଧ୍ୟାରୁ ମଧ୍ୟରାତ୍ର ଭିତରେ ଲ୍ୟାଣ୍ଡଫଲ୍ ସମ୍ଭାବନା । ଆନ୍ଧ୍ରପ୍ରଦେଶ କାକିନାଡ଼ା ପାଖରେ ଅତିକ୍ରମ କରିବ ସ୍ଥଳଭାଗ । ୧୦୦ କିମି ବେଗରେ ବହିପାରେ ପବନ । ଗଭୀର…

୫ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ: ୬ ସହରରେ ଗଡ଼ିବ ୨୦୦ ଇ-ବସ୍‌

ଭୁବନେଶ୍ୱର,୨୬ା୧୦(ରବିନାରାୟଣ ଜେନା): ରାଜ୍ୟରେ ବିମାନ ଚଳାଚଳ କ୍ଷେତ୍ରର ଭିତ୍ତିଭୂମି ବିକାଶ ସହ ଏହାକୁ ଅଧିକ ପ୍ରଶସ୍ତ କରିବା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମେ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ…

ପାଖେଇଲା ବାତ୍ୟା: ଓଡ଼ିଶାର ଏହି ୭ଜିଲାକୁ ବଡ଼ ବିପଦ!

ଭୁବନେଶ୍ୱର,୨୬ା୧୦: ସ୍ପଷ୍ଟ ହେଲା ବାତ୍ୟା ‘ମୋନ୍ଥା’ର ଗତିପଥ। ୨୮ ତାରିଖ ମଙ୍ଗଳବାର ସଂଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି.…

ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏଇଠି ବୁଲିଯିବ ବାତ୍ୟା? ଓଡ଼ିଶାକୁ…

ଭୁବନେଶ୍ୱର/ ଛତ୍ରପୁର (ବନ୍ଦନା ସେଠୀ /ରବିନାରାୟଣ ଜେନା/ ଦିଲ୍ଲୀପ ସାମଲ), ୨୬ା୧୦: ସ୍ପଷ୍ଟ ହେଲା ବାତ୍ୟା ‘ମୋନ୍ଥା’ର ଗତିପଥ। ୨୮ ତାରିଖ ମଙ୍ଗଳବାର ସନ୍ଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ।…

ବାତ୍ୟା ‘ମୋନ୍ଥା’: ୨୭ରୁ ରାଜ୍ୟରେ ପ୍ରବଳ ବର୍ଷା: ଏସବୁ ଜିଲା ପାଇଁ ଜାରି ହେଲା ରେଡ୍‌ ଓ୍ବାର୍ନିଂ, ବନ୍ଦରଗୁଡିକରେ…

ଭୁବନେଶ୍ୱର, ୨୫ା୧୦(ବନ୍ଦନା ସେଠୀ) – ସ୍ପଷ୍ଟ ହେଲା ବାତ୍ୟା ‘ମୋନ୍ଥା’ର ଗତିପଥ। ୨୮ ତାରିଖ ମଙ୍ଗଳବାର ସନ୍ଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳର ମଛଲିପାଟନମ୍‌ ଏବଂ କଳିଙ୍ଗପାଟନମ୍‌ ମଧ୍ୟଦେଇ ‘ମୋନ୍ଥା’ ଅତିକ୍ରମ କରି ଲ୍ୟାଣ୍ଡଫଲ୍‌ କରିବ। ‘ମୋନ୍ଥା’ ସ୍ଥଳଭାଗ ଛୁଇଁବା ସମୟରେ…

ଭଡ଼ା ଘରୁ ଗୁରୁତର ଅବସ୍ଥାରେ ଥିବା ଯୁବତୀ ଉଦ୍ଧାର, ମେଡିକାଲରେ ଭର୍ତ୍ତି

ବଲାଙ୍ଗୀର,୨୫।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରୁଗୁଡିପଡାର ଏକ ଭଡା ଘରେ ରହୁଥିବା ଜଣେ ଯୁବତୀଙ୍କୁ ଶନିବାର ରାତିରେ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ସୂଚନା ଅନୁଯାୟୀ ସେହି ଭଡ଼ା ଘରେ ଦୁଇ ଭଉଣୀ ରହୁଥିଲେ । ଜଣେ ଘରେ…

ପେନ୍‌ସନ୍‌ ଟଙ୍କା କରାଇ ଦେବାକୁ କହି ନେଉଥିଲେ ଲାଞ୍ଚ

ଜୟପୁର,୨୫ା୧୦(ପବନ ପାଣିଗ୍ରାହୀ): ଏରିୟର୍‌ ଏବଂ ପେନ୍‌ସନ୍‌ ଟଙ୍କା କରାଇ ଦେବାକୁ କହି ସ୍ବତନ୍ତ୍ର କୋଷାଗାରର ପିଅନ ହରିଶ୍ଚନ୍ଦ୍ର ମହାପାତ୍ର ଲାଞ୍ଚ ନେଉଥିବା ବେଳେ କୋରାପୁଟ ଜିଲା ଜୟପୁର ଭିଜିଲାନ୍ସ ଟିମ୍‌ ଶନିବାର ଚଢ଼ାଉ କରିଛି। ହରିଶ୍ଚନ୍ଦ୍ର ଜଣେ ବ୍ୟକ୍ତଙ୍କଠାରୁ ୪୭ ହଜାର…

ସରକାରୀ ଜମିକୁ ନେଇ ଦୁଇ ଗାଁ ମଧ୍ୟରେ ବିବାଦ ଚରମ ସୀମାରେ: ଫସଲରେ ଚରାଇଲେ ଗୋରୁପଲ, ମୁତୟନ ହେଲା…

ଦିଗପହଣ୍ଡି/ପାଟପୁର, ୨୫।୧୦ (ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ତହସିଲ ଅନ୍ତର୍ଗତ ପୋଡ଼ାମାରି ରାଜସ୍ବ ସର୍କଲର ସାମନ୍ତରାପୁର ମୌଜାର ଖାତା ନଂ.୧୫୪ ରେ ଥିବା ଅଳ୍ପ କିଛି ସରକାରୀ ଜମିକୁ ବତାଗଡ଼ ଏବଂ ପୋଡ଼ାମାରି ଗ୍ରାମର ବହୁ ସଂଖ୍ୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri