ଆଦର୍ଶ ଗୁହାଳ ନିର୍ମାଣ ଶେଷକିସ୍ତି ଟଙ୍କା ମିଳିନି
ଦେଓଗାଁ, ୪ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉପରଝର ପଞ୍ଚାୟତ ଅନ୍ତର୍ଗତ ଉପରଝର ଓ ଫଟାମୁଣ୍ଡା ଗାଁର ୭ ଜଣ ଆଦର୍ଶ ଗୁହାଳ ହିତାଧିକାରୀଙ୍କୁ ଶେଷକିସ୍ତି ଟଙ୍କା ମିଳିନି। ନିର୍ମାଣ ସରିବାର ୬ମାସ ପରେ ଟଙ୍କା ନ ମିଳିବାରୁ ଗୁରୁବାର...
ଉନ୍ମୋଚିତ ହେଲା କୋସଲୀ ଲଖିଁପୁରାନ
ବଲାଙ୍ଗୀର ଅଫିସ, ୪ା୧୨ କୋସଲୀ ଭାଷାରେ ଲିଖିତ ଯୁବକବି ଅକ୍ଷୟ ସରାଫଙ୍କ ଲିଖିତ ଲଖିଁପୁରାନ ବଲାଙ୍ଗୀର ଯାଦବ ଭବନଠାରେ ମାଣବସା ଗୁରୁବାର ଦିନ ଉନ୍ମୋଚିତ ହୋଇଯାଇଛି ା ମୁଖ୍ୟଅତିଥି ଗୁରୁଶ୍ରୀ ଡ. ଘାସିରାମ ମିଶ୍ର, ସମ୍ମାନିତ ଅତିଥି ଭାବେ କୋଶଲୀ...
ପ୍ରତି ସପ୍ତାହରେ ବିଦ୍ୟୁତ୍ ଟ୍ରିପ୍ ସମୀକ୍ଷା
ଢେଙ୍କାନାଳ ଅଫିସ, ୪।୧୨ ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳ ଅନ୍ତର୍ଗତ ବେଣୀପଥର ହାତୀ ମୃତ୍ୟୁ ଘଟଣାରେ ବିଦ୍ୟୁତ୍ ବିଭାଗର ଦାୟିତ୍ୱହୀନତାକୁ ଦାୟୀ କରିଛି ବନ ବିଭାଗ। ଅବଗତ କରାଯିବା ସତ୍ତ୍ୱେ ବିଦ୍ୟୁତ୍ ସରବରାହ ବିଚ୍ଛିନ୍ନ କରା ନ ଯିବାରୁ ଏପରି...
ସାମିଲ ହେବ ସବୁ ସ୍କୁଲ
ଅନୁଗୋଳ ଅଫିସ, ୪।୧୨ ସରକାରଙ୍କ ‘ମୋ ସ୍କୁଲ ଅଭିଯାନ’ ଯୋଜନା ଉପରେ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଏବେ ଜୋର୍ ଦିଆଯାଉଛି। ଜିଲାର ମୋଟ୍ ୧,୬୬୬ ବିଦ୍ୟାଳୟ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨ଶହ ଏଥିରେ ଯୋଡ଼ି ହୋଇଥିବା ବେଳେ ବାକି...
ଚାହିଦା ଅଧିକ, ମିଳୁନି ମୂଲ୍ୟ
କେନ୍ଦୁଝର, ୪।୧୨(ସ୍ବ.ପ୍ର.)- କନ୍ଦମୂଳ। ଯେମିତି ମିଠା ସେମିତି ସୁସ୍ବାଦୁ। କେନ୍ଦୁଝର ଜିଲାରେ ଅମଳ ହେଉଥିବା କନ୍ଦମୂଳର ସ୍ବତନ୍ତ୍ର ଚାହିଦା ରହିଛି। ଏହା ସ୍ଥାନୀୟ ଆଦିବାସୀଙ୍କ ପ୍ରିୟ ଖାଦ୍ୟ ହୋଇଥିବା ବେଳେ ସହର ବଜାରରେ ମଧ୍ୟ ଏହା ଭଲ ବିକ୍ରି ହୋଇଥାଏ।...
ଜେଲ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ
ଭୁବନେଶ୍ୱର, ୩ା୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଗୁରୁବାର ସନ୍ଧ୍ୟାରେ କ୍ରାଇମ୍ବ୍ରାଞ୍ଚ ଗିରଫ କରିଛି। ସାଇବର ପୋଲିସ ଷ୍ଟେଶନ କେସ୍ ନଂ. ୨୬/୨୦୨୦(ଆଇପିସି ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦(ବି) ଏବଂ...
ରାଜ୍ୟରେ ସୁସ୍ଥ ହେଲେ ଆଉ ୬୨୯ କରୋନା ଆକ୍ରାନ୍ତ, ଅନୁଗୁଳରୁ ସର୍ବାଧିକ
ଭୁବନେଶ୍ୱର,୩।୧୨ (ବ୍ୟୁରୋ)- ରାଜ୍ୟରେ ଗୁରୁବାର ସୁସ୍ଥ ହୋଇଛନ୍ତି ୬୨୯ କରୋନା ଆକ୍ରନ୍ତ। ଅନୁଗୁଳ ଜିଲରୁ ସର୍ବାଧିକ ୭୩ ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି ସୁନ୍ଦରଗଡ଼ରୁ ୬୫, ଖୋର୍ଦ୍ଧାରୁ ୬୦, ମୟୁରଭଞ୍ଜରୁ ୪୪, ନୂଆପଡ଼ାରୁ ୩୯, ଝାରୁସୁଗୁଡ଼ା ୩୬, ବଲଙ୍ଗୀରରୁ ୩୧,...
ଗିରଫ ହେଲେ ପ୍ରଦୀପ
ଭୁବନେଶ୍ୱର,୩ା୧୨- ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କଲା କ୍ରାଇମ ବ୍ରାଞ୍ଚ। ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧ ଭଳି ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଗୁରୁବାର ସନ୍ଧ୍ୟାବେଳେ ପ୍ରଦୀପଙ୍କୁ ତାଙ୍କ ବାସଭବନରୁ କ୍ରାଇମବ୍ରାଞ୍ଚ ଉଠାଇ...
ଭୁବନେଶ୍ୱରରୁ ପୁଣି ୩୨ ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୪
ଭୁବନେଶ୍ୱର, ୩।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୧ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୮ ଲୋକାଲ କେସ୍ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୪ଜଣ ସୁସ୍ଥ ହୋଇ ଘରକୁ...
ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇନେଲେ
ଭୁବନେଶ୍ୱର, ୩।୧୨(ବ୍ୟୁରୋ): ବିଜେଡିରୁ ବହିଷ୍କୃତ ହୋଇ ଚର୍ଚ୍ଚାରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନିଆଯାଇଛି। କିଛି ଲୋକ କ୍ରାଇମବ୍ରାଞ୍ଚର ପରିଚୟ ଦେଇ ତାଙ୍କୁ ଭୁବନେଶ୍ୱର ସରକାରୀ ବାସଭବନରୁ ଉଠାଇ ନେଇଛନ୍ତି। ଏପରି କହିଛନ୍ତି ପ୍ରଦୀପଙ୍କ ସ୍ତ୍ରୀ ସୁଜାତା...
ଭିଜିଲାନ୍ସ ଜାଲରେ ମହିଳା ସିଡିପିଓ
ଧର୍ମଗଡ଼, ୩।୧୨(ଡି.ଏନ୍.ଏ.): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କୋକସରା ସିଡିପିଓ ଜୟନ୍ତୀ ମହାନ୍ତି। ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବକେୟା ଦରମା କରାଇଦେବା ପାଇଁ ଜୟନ୍ତୀ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କଠାରୁ ବହୁ ଗୁରୁତ୍ୱପୂର୍ଣ୍ଣ...
‘ପରୀ’ ପରିବାରକୁ ସୁରକ୍ଷା ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୩।୧୨(ବ୍ୟୁରୋ): ନୟାଗଡ଼ର ‘ପରୀ’ ହତ୍ୟା ନେଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ କରାଯାଇଥିବା ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଗୁରୁବାର ଶୁଣାଣି ହୋଇଛି। ପରୀ ପରିବାରକୁ ସୁରକ୍ଷା ଦେବାକୁ ନୟାଗଡ଼ ଏସ୍ପିଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମାମଲାର ଅପ୍ଡେଟ୍ ଷ୍ଟାଟ୍ସ...
Archives


