ଅଧାରେ ଅଟକିଛି ଜଗଦଳା ଜଳସେଚନ ପ୍ରକଳ୍ପ
ଝୁମ୍ପୁରା, ୫।୭ (ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ମଲଦା ପଞ୍ଚାୟତରେ ରହିଛି ଜଗଦଳା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ। ଏହାର ଉନ୍ନତୀକରଣ କାମ ଅଧାରେ ଅଟକିଛି। ଉକ୍ତ ଡ୍ୟାମ୍ ଉପରେ ବହୁ ଗ୍ରାମର ଚାଷୀ ନିର୍ଭର କରୁଥିଲେ ମଧ୍ୟ କାର୍ଯ୍ୟ ଅଧାପନ୍ତରିଆ…
ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ
ଭୁବନେଶ୍ୱର,୫।୭(ବ୍ୟୁରୋ): କରୋନା ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ରବିବାର କହିଛନ୍ତି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ ହେବେ ବୋଲି ଆଶଙ୍କା କରାଯାଉଥିବାରୁ ସରକାର ଏକ ଏସ୍ଓପି ପ୍ରସ୍ତୁତ କରିଛନ୍ତି। ସମସ୍ତ…
ମା’-ବାପାଙ୍କଠୁ ଅଲଗା କଲା ମଦ
ଜାମଟିକ୍ରା,୪ା୭ : ମଦ କାରଣରୁ ମା’-ବାପାଙ୍କ ଠାରୁ ଅଲଗା ହୋଇଯାଇଛି ୧୦ ବର୍ଷର ବାଳକ। ବରଗଡ଼ ଜିଲା ଭେଡେନ ଥାନା ତାଲମେଣ୍ଡା ପଞ୍ଚାୟତର ରଙ୍ଗାଟିକ୍ରା ଗ୍ରାମରେ ଘଟିଛି ଏଭଳି ଘଟଣା। ଗତ ଜୁନ୍ ୨୯ ରାତିରେ ରଙ୍ଗାଟିକ୍ରା ଗ୍ରାମର ଟିକେଶ୍ୱର ଖରସେଲ…
ଯୁବତୀଙ୍କୁ ପ୍ରତାରଣା କରି ପୋଲିସ ଅଧିକାରୀ ଗିରଫ
ଧର୍ମଶାଳା,୪ା୭: ଜଣେ ଯୁବତୀଙ୍କୁ ପ୍ରତରଣା କରିବା ଅଭିଯୋଗରେ ଯାଜପୁର ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ଧର୍ମଶାଳା ଥାନାରେ ଏକ ମାମଲା(ନଂ.୩୫୦/୨୧) ରୁଜୁ ହୋଇଛି । ସୂଚନା ଅନୁଯାୟୀ, ଧର୍ମଶାଳା ଥାନା ଅଞ୍ଚଳର ଯୁବତୀଙ୍କ ସହିତ…
ମାଲ ବୋଝେଇ ଟ୍ରକ୍ରୁ ୭.୮କୁଇଣ୍ଟାଲ ଗଞ୍ଜେଇ ଜବତ
ମୁନିଗୁଡ଼ା/ରାୟଗଡ଼ା ଅଫିସ,୪।୭: ଏକ ମାଲ୍ ବୋଝେଇ ଟ୍ରକ୍ରୁ ରାୟଗଡ଼ା ଜିଲା ମୁନିଗୁଡ଼ା ପୋଲିସ ଶନିବାର ୭୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହି ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ସମେତ ୬ ଜଣଙ୍କୁ ଗିରଫ କରାଯିବା ସହ ଏକ ଟ୍ରକ୍, ଟ୍ରାକ୍ଟର…
ଯାଉଥିଲେ କାର୍ଯ୍ୟରେ ଯୋଗଦେବାକୁ ଚାଲିଗଲା ଜୀବନ
ଖଡିଆଳ,୪।୭: ନୂଆପଡ଼ା ଜିଲା ଖଡ଼ିଆଳ ସାନମହେଶ୍ୱର ଗ୍ରାମ ୩୫୩ ନଂ. ଜାତୀୟ ରାଜପଥରେ ରବିବାର ଏକ ଗାଡି ଧକ୍କାରେ ବାଇକ୍ ଚାଳକ ବଳଦେବ ନିଆଲ(୪୫)ଙ୍କ ମୃତ୍ୟୁ ଘଟିଛି। ମୃତକ କଳାହାଣ୍ଡି ଜିଲା ପାଷ୍ଟିଗୁଡିର ବୋଲି ଜଣାପଡିଛି। ସେ ପୂର୍ବତଟ ରେଲୱେ ମୁରିବାହାଲ…
ଯୁବତୀଙ୍କୁ ବଳାତ୍କାର କରି ଗିରଫ ହେଲେ ବନପାଳ
ମାଲକାନଗିରି,୪।୭: ମାଲକାନଗିରି ଜିଲା ଓର୍କେଲ ଥାନା ଅଞ୍ଚଳର ଜଣେ ଯୁବତୀ ବଳାତ୍କାର ଅଭିଯୋଗ ଆଣିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ମାଲକାନଗିରି ବନପାଳ ମୁରଲୀଧର ଅନୁଗୁଳିଆଙ୍କୁ ରବିବାର ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଯୁବତୀଙ୍କ ସହ ମୁରଲୀଙ୍କ ପୂର୍ବରୁ ପରିଚିତ…
କ୍ଷେତରେ ଚାଲିଗଲା ଚାଷୀଙ୍କ ଜୀବନ
ସଇଁତଳା,୪।୭: ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବେଲଗାଁ ପଞ୍ଚାୟତ ଅନ୍ତର୍ଗତ ପିପୃଟ କୁସମମୁଣ୍ଡା ଗାଁରେ ବଜ୍ରପାତ ଘଟି ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଧନୁ ରଣା (୪୫)। ମିଳିଥିବା ସୂଚନା ମୁତାବକ, ଧନୁ ଜମିରେ ହଳ କରୁଥିବା…
କାଟି ନେଇଗଲେ ମହିଳାଙ୍କ ମୁଣ୍ଡ
ଠାକୁରମୁଣ୍ଡା,୪ା୭: ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏକ ଧାରୁଆ ଅସ୍ତ୍ରରେ ହତ୍ୟାକାରୀ ମହିଳାଙ୍କ ମୁଣ୍ଡ କାଟି ନେଇଯାଇଥିବା ଜଣାପଡିଛି। ପୋଲିସ ମୁଣ୍ଡବିହୀନ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ…
ରାଜ୍ୟରେ ପ୍ରଥମ ଡୋଜ୍ ଟିକା ନେଲେଣି ୧ କୋଟି ଲୋକ
ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ୧ କୋଟି ଲୋକ ପ୍ରଥମ ଡୋଜ ଟିକା ନେଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ବର୍ତ୍ତମାନ ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ତୃତୀୟ ଲହର ଆସିପାରେ…
୨୦୨୨ରୁ ପୁରୀରୁ ଉଡ଼ିବ ବିମାନ
ପୁରୀ ଅଫିସ,୪ା୭: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ୨୦୨୨ରୁ ପୁରୀରୁ ବିମାନ ଉଡ଼ିବା ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୁରୀକୁ ଦେଶ ବିଦେଶରୁ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକମାନେ ଆସିଥାନ୍ତି। ଯଦିଓ କରୋନା ମହାମାରୀ ଯୋଗୁ…
ମାସ୍କ ପିନ୍ଧିବା ଜୀବନଶୈଳୀର ଅଂଶ ହେଉ: ଡା. ଗୀତାଞ୍ଜଳୀ
ରାଜ୍ୟରେ ଏବେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଜାରି ରହିଛି। ପ୍ରତିଦିନ ୩ ହଜାର ଉପରେ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କ ମୃତ୍ୟୁ ଘଟୁଛି। ସେପଟେ ତୃତୀୟ ଲହର ଆସିବ ବୋଲି ଆଶଙ୍କା କରାଯାଉଥିବାବେଳେ ଇତିମଧ୍ୟରେ ଲକ୍ଡାନ୍ କଟକଣା…
Archives


