ରାଜ୍ୟ

ମାସ୍କ ପିନ୍ଧିବା ଜୀବନଶୈଳୀର ଅଂଶ ହେଉ: ଡା. ଗୀତାଞ୍ଜଳୀ

ରାଜ୍ୟରେ ଏବେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଜାରି ରହିଛି। ପ୍ରତିଦିନ ୩ ହଜାର ଉପରେ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କ ମୃତ୍ୟୁ ଘଟୁଛି। ସେପଟେ ତୃତୀୟ ଲହର ଆସିବ ବୋଲି ଆଶଙ୍କା କରାଯାଉଥିବାବେଳେ ଇତିମଧ୍ୟରେ ଲକ୍‌ଡାନ୍‌ କଟକଣା…

ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୪ା୭(ବ୍ୟୁରୋ): ଓଡ଼ିଶା ସମେତ ୬ଟି ରାଜ୍ୟରେ କରୋନା ସଂକ୍ରମଣ କମୁ ନ ଥିବାରୁ ଏ ନେଇ କେନ୍ଦ୍ର ସରକାର ଏସବୁ ରାଜ୍ୟକୁ ସ୍ବତନ୍ତ୍ର ଟିମ୍‌ ପଠାଇଛନ୍ତି । ଓଡ଼ିଶା ଆସୁଥିବା ବିଶେଷଜ୍ଞ ଦଳର ନେତୃତ୍ୱ ନେଉଥିବା ଏଆଇଆଇଏଚ୍‌ ଆଣ୍ଡ୍‌ ପିଏଚ୍‌ର ବିଶେଷଜ୍ଞ…

ଭିତରକନିକାରେ ଶୁଭିଲାଣି ଦେଶୀୟ ପକ୍ଷୀଙ୍କ କଳରବ

ରାଜନଗର,୪ା୭(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଏବେ ଦେଶୀୟ ପକ୍ଷୀଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ଼ ଜମିଛି। ଭିତରକନିକାର ମଠଆଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଏବେ ପ୍ରାୟ ୬୦ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ…

୧୨ରେ ଲଘୁଚାପ, ୧୦ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୪।୭(ବ୍ୟୁରୋ): ଆସନ୍ତା ୧୨ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟରେ ୧୦ ତାରିଖରୁ ବର୍ଷାର ପରିମାଣ…

ବିଧାୟକଙ୍କ ବିବାହରେ କୋଭିଡ୍‌ ନିୟମ ଉଲ୍ଲଂଘନ

ଭଦ୍ରକ ଅଫିସ, ୪।୭: ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟଙ୍କ ବିବାହ ସମାରୋହରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ‘ଚିଲିକା ରିସର୍ଟ’ରେ ଅନୁଷ୍ଠିତ ବିବାହ ଉତ୍ସବର ଏକ ଭିଡିଓ ଏବେ ସାମାଜିକ…

ସାପୁଆ ନଦୀ ପ୍ରଦୂଷଣ ମୁକ୍ତ ଦାବି

ଆଠଗଡ,୪ା୭(ସ୍ବ.ପ୍ର.): ସାପୁଆ ନଦୀକୁ ପ୍ରଦୂଷଣ ମୁକ୍ତ ଓ ଗୋଡ଼ିଝରିଆ ଜଳ ଯୋଗାଣ ପ୍ରକଳ୍ପରୁ ପାନୀୟଜଳ ଯୋଗାଇବାକୁ ଆଠଗଡ କଂଗ୍ରେସ ପକ୍ଷରୁ ଶନିବାର ଦାବି କରାଯାଇଛି। ଏନେଇ ଦଳୀୟ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ବିଧାୟକ ଉମାବଲ୍ଲଭ…

ମାନ୍ଦା ବେଳେ ମହଙ୍ଗା ମାଡ଼

କାମାକ୍ଷାନଗର, ୪।୭: ଦୀର୍ଘ ଦେଢ଼ବର୍ଷ ହେଲା କରୋନା କଷଣରେ ଘାଣ୍ଟି ହେଉଛନ୍ତି ସାଧାରଣ ଜନତା। ହାତରେ କାମ ନାହିଁ। ସାଇତିଥିବା ଧନ ସରିଗଲାଣି। ଏଭଳି ସମୟରେ ଗରିବ ଏବଂ ମଧ୍ୟବିତ୍ତ ପରିବାର ଉପରେ ଦରଦାମ ବୃଦ୍ଧି ବୋଝ ଉପରେ ନଳିତା ବିଡ଼ା ସଦୃଶ…

ଇଞ୍ଜେକ୍ସନ ନେବା ପରେ ନବବଧୂଙ୍କ ମୃତ୍ୟୁ: ବିବାହର ମାତ୍ର ୧୦ ଦିନରେ ଜଳିଲା ଜୁଇ

ଭୁବନେଶ୍ୱର,୪।୭(ବ୍ୟୁରୋ): ପାଦରୁ ଅଳତା, ହାତରୁ ମେହେନ୍ଦି ଲିଭିନି। ବିବାହର ମାତ୍ର ୧୦ ଦିନରେ ଜଣେ ନବବଧୂଙ୍କ ଜୁଇ ଜଳିଛି। ଇଞ୍ଜେକ୍ସନ ନେବାର ମାତ୍ର କିଛି ସମୟ ଭିତରେ ନବବଧୂ ଜଣକ ଯନ୍ତ୍ରଣାରେ ଛଟପଟ ହୋଇ ଆଖିବୁଜି ଦେଇଛନ୍ତି। ଶନିବାର ଭୁବନେଶ୍ୱରର ଏକ…

ଦୁର୍ଗାଦେବୀ ଅଞ୍ଚଳରେ ପ୍ରାଚୀନ ସହର: ସ୍ଥିତି ଅନୁଧ୍ୟାନ କଲେ ତହସିଲଦାର

ବାଲେଶ୍ୱର ଅଫିସ, ୪।୭- ବାଲେଶ୍ୱର ଜିଲା ରେମୁଣା ତହସିଲ ଦୁର୍ଗାଦେବୀ ଅଞ୍ଚଳରେ ପ୍ରାଚୀନ ସହର ଓ ପ୍ରାକ୍‌ ଐତିହାସିକ ସଭ୍ୟତାର ସନ୍ଧାନ ମିଳିଛି। ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ପ୍ରାକ୍‌ ଐତିହାସିକ ସଭ୍ୟତାଠାରୁ ଆରମ୍ଭ କରି ବୌଦ୍ଧ, ଜୈନ ଓ ନୌବାଣିଜ୍ୟର…

ପ୍ରଣବଙ୍କ ଆଗୁଆ ଜାମିନ ହାଇକୋର୍ଟରେ ଖାରଜ

ଭୁବନେଶ୍ୱର,୪।୭(ବ୍ୟୁରୋ): ସୁବର୍ଣ୍ଣପୁର ଜାତୀୟ ମିଶନ (ଏନଏଚ୍‌ଏମ୍‌) ବ୍ୟାଙ୍କ ଆକାଉଣ୍ଟରୁ ୫ କୋଟି ୧ଲକ୍ଷ ୫୦ ହଜାର ଟଙ୍କା ଠକେଇ ଘଟଣାରେ ଅନ୍ୟତମ ଅଭିଯୁକ୍ତ ନୟାପଲ୍ଲୀର ପ୍ରଣବ କୁମାର ରାଏ ଏବେ ବି ଫେରାର ଅଛନ୍ତି। କ୍ରାଇମବ୍ରାଞ୍ଚର ଗିରଫଦାରିରୁ ନିଜକୁ ବଞ୍ଚାଇବା ପାଇଁ…

୩ ମାସ ଧରି ଘରେ ଅଛି କାର୍‌, ଅନ୍‌ଲାଇନ୍‌ରେ ଫାଇନ୍‌ ଆସିଛି ୩୦୦୦ ଟଙ୍କା

ଭଦ୍ରକ ଅଫିସ,୪ା୭: ଆରଟିଓ ଏବଂ ପୋଲିସ ବିଭାଗର ଅଜବ ନିୟମ। ଦୀର୍ଘ ତିନି ମାସ ଧରି ଘରେ ଥିବା ଏକ କାର୍‌ ଉପରେ ଲାଗିଛି ୩ ହଜାର ଟଙ୍କା ଫାଇନ୍‌। ଯାହାକୁ ନେଇ ଏବେ ଚିନ୍ତାରେ କାର୍‌ ମାଲିକ। ସୂଚନାନୁଯାୟୀ, ଭଦ୍ରକ…

ଭର୍ଚୁଆଲ ଟୁର୍‌ରେ ସାନ୍ତାଳ ଘର ବୁଲି ଦେଖିବେ ଦର୍ଶକ

ଭୁବନେଶ୍ୱର,୪।୭ (ବ୍ୟୁରୋ): ଓଡ଼ିଶାର ସାନ୍ତାଳ ଜନଜାତିମାନେ ମୁଖ୍ୟତଃ ମୟୂରଭଞ୍ଜ, ବାଲେଶ୍ବର, କେଉଁଝର ଜିଲାରେ ବସବାସ କରନ୍ତି। ଦେଶର ଜନଜାତିଙ୍କ ମଧ୍ୟରେ ଏମାନଙ୍କ ସଂଖ୍ୟା ତୃତୀୟ ସ୍ଥାନରେ ରହିଛି। ସାନ୍ତାଳଙ୍କ ବସତିରେ ଗୃହଗୁଡ଼ିକ ସମାନ୍ତରାଳ ଭାବେ ଧାଡ଼ି କରି ନିର୍ମାଣ କରାଯାଇଥାଏ। ଘରଗୁଡ଼ିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri