ପଦ ହରାଇଲେ ଦୈସିଂ ସରପଞ୍ଚ
ଭଦ୍ରକ ଅଫିସ,୧୭।୪-ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଦୈସିଂ ସରପଞ୍ଚ ପାର୍ବତୀ ମାଝୀ ଓଡ଼ିଆ ଲେଖାପଢ଼ା ଜାଣି ନ ଥିବାରୁ ପଦ ହରାଇଛନ୍ତି। ଜିଲା ଜଜ୍ କୋର୍ଟ ତାଙ୍କୁ ଅଯୋଗ୍ୟ ଘୋଷଣା କରିବା ସହ ଭଦ୍ରକ ବିଡିଓ ତୁରନ୍ତ ସରପଞ୍ଚ ପଦ…
ଆଇନଜୀବୀଙ୍କୁ ଆକ୍ରମଣ, ୨ ଅଟକ
ବାଲେଶ୍ୱର ଅଫିସ,୧୭।୪-ବାଲେଶ୍ୱର କଚେରି ପରିସରରେ ଥିବା ବାର୍ ଆସୋସିଏଶନ ଅଫିସ୍ରେ ଶୁକ୍ରବାର ଅପରାହ୍ନରେ ଆଇନଜୀବୀ ଭବେନ୍ଦୁ ଶେଖର ଉପାଧ୍ୟାୟଙ୍କୁ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଏହି ସମୟରେ ଅନ୍ୟ ଆଇନଜୀବୀମାନ ୨ ଆକ୍ରମଣକାରୀଙ୍କୁ କାବୁ କରି ସହଦେବଖୁଣ୍ଟା ମଡେଲ ଥାନାକୁ ହସ୍ତାନ୍ତର କରିଛନ୍ତି।…
ଗରା ବାଲ୍ଟି ଧରି ରାସ୍ତା ଅବରୋଧ କଲେ ମହିଳା
ଉଦଳା,୧୭ା୪(ଡି.ଏନ.ଏ.)- ଜଳକଷ୍ଟ ସମସ୍ୟାକୁ ନେଇ ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ଶାଳମୁଣ୍ଡଳି ଗ୍ରାମର ଶତାଧିକ ମହିଳା ଗରା ବାଲ୍ଟି ଧରି ରାସ୍ତାକୁ ଓହ୍ଲାଇଛନ୍ତି। ଏହି ଗ୍ରାମର ୮୦ରୁ ଅଧିକ ପରିବାର ଶୁଦ୍ଧ ପାନୀୟ ଜଳ ମୁନ୍ଦାଏ ପାଇଁ ଡହଳବିକଳ ହେଉଛନ୍ତି।…
ରୋଜଗାର ବାଟ ଦେଖାଇଛି ପିଜୁଳିଚାଷ
ଚିତ୍ରଡ଼ା,୧୭।୪(ଡି.ଏନ.ଏ.)- ଦିନେ ଯେଉଁଠି ଦୂବ କଅଁଳୁ ନ ଥିଲା ଏବେ ସେହି ଚାଷ ଜମି ହସୁଛି। ବିସ୍ତୀର୍ଣ୍ଣ ପଡ଼ିଆ ଜମିରେ ପିଜୁଳି ଚାଷ କରି ଉଦାହରଣ ସାଜିଛନ୍ତି ୪୦ ଚାଷୀ। ପ୍ରାୟ ୫୦ ଏକର ଡାହି ପଡ଼ିଆ ଜମିରେ ଉନ୍ନତମାନର ପିଜୁଳି…
କଟକଣା ଭାଙ୍ଗିଲେ କାର୍ଯ୍ୟାନୁଷ୍ଠାନ
ଢେଙ୍କାନାଳ ଅଫିସ, ୧୭।୪ ଭୟଙ୍କର ରୂପ ନେଇ ବାହୁଡ଼ିଛି କରୋନା। ଦେଶ ତଥା ରାଜ୍ୟରେ ସଂକ୍ରମଣ ମାମଲା ରେକର୍ଡ ଭାଙ୍ଗୁଛି। ଦ୍ୱିତୀୟ ଲହରିର ମୁକାବିଲା କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି ଜାରି କରାଯାଇଛି ବିଭିନ୍ନ କଟକଣା। ଏହି ପରିପ୍ରେକ୍ଷୀରେ…
୫-ଟିରେ ଅନୁଗୋଳର ୫୦ ହାଇସ୍କୁଲ
ଅନୁଗୋଳ ଅଫିସ,୧୭ା୪ ଅନୁଗୋଳ ଜିଲାରେ ବଦଳିବ ହାଇସ୍କୁଲ ଶିକ୍ଷାର ଭିତ୍ତିଭୂମି। ଶୈକ୍ଷିକ ବ୍ୟବସ୍ଥାରେ କରାଯିବ ବଡ଼ ପରିବର୍ତ୍ତନ। ନୂଆ ରୂପରେଖ ସହ ଗୁଣାତ୍ମକ ଶିକ୍ଷା ପାଇଁ ସମସ୍ତ ବାତାବରଣ ଏଠାରେ ପ୍ରସ୍ତୁତ ହେବ। ରାଜ୍ୟ ସରକାରଙ୍କ ୫-ଟି ବିଭାଗ ଅଧୀନରେ ଆରମ୍ଭ…
ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ କରୋନା: ରିମାଣ୍ଡ ସ୍ଥଗିତ
ଭୁବନେଶ୍ୱର,୧୭।୪(ବ୍ୟୁରୋ): ୧୨୦ ଘଣ୍ଟା ଘରେ ତେଲେଙ୍ଗାନାରୁ ଗିରଫ ହୋଇଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେଖ ହାଇଦରଙ୍କୁ କରୋନା। ଆରଟି-ପିସିଆର ଟେଷ୍ଟ ପରେ ଶନିବାର ତାଙ୍କର ରିପୋର୍ଟ ପଜିଟିଭ ଆସିଛିି। ଏହାପରେ ହାଇଦରଙ୍କୁୁ ଚୌଦ୍ୱାର ଜେଲ୍ରେ ଆଇସୋଲେଶନ ୱାର୍ଡରେ ରଖାଯାଇଛି ବୋଲି କଟକ ଡିସିପି…
ସ୍ବରେଜ ଦୁର୍ଘଟଣା ପଛରେ ଇଞ୍ଜିନିୟରଙ୍କ ଅବହେଳା
ଭୁବନେଶ୍ୱର,୧୬ା୪(ବ୍ୟୁରୋ): କଟକ ସେକ୍ଟର-୧୦ ଅଞ୍ଚଳରେ ଗୁରୁବାର ସ୍ବେରେଜ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟଜଣେ ଗୁରୁତର ହୋଇଥିଲେ। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍ବେଗ ପ୍ରକାଶ କରିବା ସହ କାର୍ଯ୍ୟରେ ଅବହେଳା କରିଥିବା…
ବରଗଡ଼ କ୍ୟାନସର ହସ୍ପିିଟାଲ ନିର୍ମାଣ ପାଇଁ ମିଳିଲା ଅନୁମୋଦନ
ବରଗଡ଼ ଅଫିସ,୧୬।୪: ବରଗଡ଼ କ୍ୟାନସର ହସ୍ପିଟାଲ ନିର୍ମାଣ ପାଇଁ ଶୁକ୍ରବାର ପ୍ରଶାସନିକ ଅନୁମୋଦନ ମିଳିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପତ୍ରସଂଖ୍ୟା- ୧୧୬୮୮ ତା:୧୬।୪।୨୧ ରିଖରେ ଏହା ଉଲ୍ଲେଖ ରହିଛି। ପ୍ରଥମ ପର୍ଯ୍ୟାୟରେ ୧୦ କୋଟି ୪୯…
ବକେୟା ୨ ହଜାର ଟଙ୍କା ନ ଦେବାରୁ ଠିକାଦାରଙ୍କୁ ହତ୍ୟା
କବିସୂର୍ଯ୍ୟନଗର,୧୬ା୪: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଧୀନ ଏ. ବରିଡ଼ା ଗାଁ ଦାଣ୍ଡରେ ଶୁକ୍ରବାର ଜଣେ ଠିକାଦାରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଠିକାଦାର ବକେୟା ୨ ହଜାର ଟଙ୍କା ନ ଦେବାରୁ ଏ. ବରିଡ଼ାର ଜଣେ ଶ୍ରମିକ ତାଙ୍କୁ ଛୁରି…
ଡ୍ୟାମ୍ରେ ମରିକି ପଡିଛନ୍ତି କୁଇଣ୍ଟାଲ କୁଇଣ୍ଟାଲ ମାଛ
ଖପ୍ରାଖୋଲ,୧୬।୪: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହୁରୁଣ୍ଡି ଅପର ସୁକତେଲ ଡ୍ୟାମରେ ପ୍ରାୟ ୫ ଦିନ ହେଲା ମାଛ ମଡ଼କ ଦେଖିବାକୁ ମିଳିଛି। ଡ୍ୟାମରେ କୁଇଣ୍ଟାଲ କୁଇଣ୍ଟାଲ ମଲା ମାଛ ଭାସୁଥିବା ବେଳେ କାଉ, ବଗ ଖାଉଥିବା ଦେଖିବାକୁ ମିଳିଛି। ଡ୍ୟାମରେ…
ପୁଅ ଆଗରେ ମା’ଙ୍କୁ ହାଣି ହତ୍ୟା
ଦେବଗଡ଼,୧୬।୪: ପୈତୃକ ଜମି ଭାଗବଣ୍ଟାକୁ କେନ୍ଦ୍ରକରି ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତୁଙ୍ଗାମାଳ ଗ୍ରାମରେ ହତ୍ୟାକାଣ୍ଡ ଘଟିଛି। ଦିଅର ଟାଙ୍ଗିଆ ଚୋଟରେ ଭାଉଜ ଗୋଲାପ ସାହୁ(୬୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ପୁତୁରା ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ଶୁକ୍ରବାର…
Archives


