ରାଜ୍ୟ

ମାଛ ନିଲାମରେ କେଳେଙ୍କାରୀ: ଗହୀରମଥା ବନପାଳ ନିଲମ୍ବିତ

ରାଜନଗର,୩ା୧୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସମୁଦ୍ର ମାଦଳିମାଉଥ ନିକଟ ନିଷିଦ୍ଧାଞ୍ଚଳରେ ପଶି ମାଛ ମାରୁଥିବାବେଳେ ନଭେମ୍ବର ୨୯ରେ ବନ ବିଭାଗର ପାଟ୍ରୋଲିଂ ଟିମ୍‌ ଲକ୍ଷ୍ମୀ ତାରିଣୀ-୩ ନାମକ ଟ୍ରଲରକୁ ଜବତ କରିଥିଲା। ଜବତ ଟ୍ରଲରରେ ଭଦ୍ରକ ଅଞ୍ଚଳର ୯ ମତ୍ସ୍ୟଜୀବୀଙ୍କୁ...

ରାଜ୍ୟରେ ପୁଣି ୪୩୪ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ...

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢାଉ

ଟିଟିଲାଗଡ଼,୩।୧୨(ଡି.ଏନ.ଏ): ବଲାଙ୍ଗୀର ଜ଼ିଲା ଟିଟିଲାଗଡ଼ରେ ଗୁରୁବାର ସକାଳୁ ମୁରିବାହାଲ ରେଞ୍ଜର ପ୍ରଶାନ୍ତ ନାୟକ ଘରେ ଭିଜିଲାସନ୍ସ ଚଢାଉ ହୋଇଛି। ଡିସପି ଦାଶରଥି ସେଠଙ୍କ ନେତୃତ୍ୱରେ ରେଞ୍ଜରଙ୍କ ଟିଟିଲାଗଡ଼ ବାସଭବନ, ମୁରିବାହାଲ ଅଫିସ, ବେଲପଦର ଫିରମ୍ଭହାଉସରେ ଚଢାଉ ଜାରି ରହିଛି। ସୂଚନାଯୋଗ୍ୟ,...

ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡ଼ାଯାଉଛି: ଭାଜପା

ଭୁବନେଶ୍ୱର,୩।୧୨(ବ୍ୟୁରୋ):ଆଇନ ଆଗରେ ସାନ ବଡ଼ କିଛି ନାହିଁ। ପରୀ ଜଣେ ଗରିବ ଅଟୋ ଡ୍ରାଇଭରଙ୍କ ଝିଅ ଥିଲା। ପରୀ ଅପହରଣ ଓ ହତ୍ୟା ଛୋଟ ଘଟଣା ନୁହେଁ। ପରୀକୁ ନ୍ୟାୟ ଦେବା ପର୍ଯ୍ୟନ୍ତ ସରକାରଙ୍କୁ ଚାପରେ ରଖିବା ଲାଗି ବିଧାନସଭାରେ...

ଜମି ବଢ଼ିନି, ବଢ଼ିଲେ ଚାଷୀ

ଯାଜପୁର ଅଫିସ,୩।୧୨:ଯାଜପୁର ଜିଲାର ବ୍ରାହ୍ମଣୀ ଓ ବୈତରଣୀ ନଦୀରେ ଅଗଷ୍ଟ ଶେଷବେଳକୁ ପ୍ରଳୟଙ୍କରୀ ବନ୍ୟା ଆସିଥିଲା। ଏଥିଯୋଗୁ ପ୍ରାୟ ୭୪ ହଜାର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଥିଲା। ପରବର୍ତ୍ତୀ ସମୟରେ ପାଗ ଅନୁକୂଳ ରହିଥିଲେ ହେଁ ଧାନ ଉପତ୍ାଦନ...

୧୦ରୁ ବଢ଼ିବ ଶୀତ

ଭୁବନେଶ୍ୱର,୩।୧୨(ବ୍ୟୁରୋ):ଆସନ୍ତା ୧୦ ତାରିଖରୁ ରାଜ୍ୟରେ ଥଣ୍ଡା ବୃଦ୍ଧିପାଇବ। ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ତଳକୁ ଖସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା...

୩ ଦିନିଆ ରିମାଣ୍ଡରେ ପାଠକ ବାପ, ପୁଅ

ଭୁବନେଶ୍ୱର,୩।୧୨(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ରାଜ୍ୟ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ ଠକେଇ ର଼୍ୟାକେଟ୍‌ର ଗୁମର ଖୋଲିବ ଭିଜିଲାନ୍ସ। ପାଠକ ବାପପୁଅଙ୍କ କଳା ସାମ୍ରାଜ୍ୟର...

ଆଠଗଡ଼ ସମବାୟ ବ୍ୟାଙ୍କ ଋଣ ଜାଲିଆତିି ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୩।୧୨:କଟକ ଜିଲା ଆଠଗଡ଼ ସମବାୟ ବ୍ୟାଙ୍କରେ ଋଣ ପ୍ରଦାନରେ ହୋଇଥିବା ଅନିୟମିତତା ଘଟଣାର ସିବିଆଇ କିମ୍ବା କୋର୍ଟଙ୍କ ନିରୀକ୍ଷଣରେ ଏସ୍‌ଆଇଟି ତଦନ୍ତ କରିବା ଦାବିରେ ହାଇକୋର୍ଟରେ ମଙ୍ଗଳବାର ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଭାରତୀୟ ବିକାଶ ପରିଷଦ...

୪୦୦ ଟଙ୍କାରେ ଆର୍‌ଟିପିସିଆର୍‌

ଭୁବନେଶ୍ୱର,୩।୧୨(ବ୍ୟୁରୋ):ରାଜ୍ୟ ସରକାର କରୋନା ପରୀକ୍ଷା ମାଗଣାରେ କରୁଛନ୍ତି। କିନ୍ତୁ ଘରୋଇ ଲାବରେଟୋରି ବା ହସ୍ପିଟାଲ ପାଇଁ ଧାର୍ଯ୍ୟ ହୋଇଥିବା ଆର୍‌ଟିପିସିଆର୍‌ ଟେଷ୍ଟ୍‌ ମୂଲ୍ୟରେ ସରକାର ପୁଣି ହ୍ରାସ କରିଛନ୍ତି। ପୂର୍ବରୁ ଏଥିପାଇଁ ୧୨ଶହ ଟଙ୍କା ନିଆଯାଉଥିବାବେଳେ ଏଣିକି ସର୍ବାଧିକ ୪୦୦...

ଫି’ ଛାଡ଼ ମାମଲା: ଘରୋଇ ସ୍କୁଲ ଉପରେ କର୍ତ୍ତୃତ୍ୱ ନାହିଁ

ଘରୋଇ ସ୍କୁଲ ଫି’ ସମସ୍ୟା ଦୂର କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୨୦୧୮ରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଥିଲା। ସେହି କମିଟିରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଅଧ୍ୟକ୍ଷ ଥିବାବେଳେ ଆଇନ ବିଭାଗ ଓ ଅର୍ଥ...

ଆଗରେ ରହିବ ଅନୁଗୋଳ

ଅନୁଗୋଳ ଅଫିସ, ୩।୧୨: ଅନୁଗୋଳକୁ କରାଯିବ ମଡେଲ୍‌ ସିଟି। ରାଜ୍ୟର ପ୍ରଥମ ହେଲ୍‌ଥ କରିଡର ଏଠାରେ ନିର୍ମାଣ ହେବ। ଏଥିସହ ସହରକୁ ଏପରି ନବରୂପ ଦିଆଯିବ ଯେ ଅନ୍ୟମାନେ ଏହାକୁ ଅନୁସରଣ କରିବେ। ଅନୁଗୋଳର ଏପରି ସୌନ୍ଦର୍ଯ୍ୟକରଣ ପାଇଁ ଜିଲା ପ୍ରଶାସନ...

ଭିଜିଲାନ୍ସ ଜାଲରେ କୋଟିପତି ମହିଳା କିରାଣି  

ଜଗତ୍‌ସିଂହପୁର ଅଫିସ, ୨ା୧୨-ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଗତ୍‌ସିଂହପୁର ଜିଲା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ (ଜିପିଓ) ସେକ୍ସନ୍‌ ଅଫିସର ସଞ୍ଜୁକ୍ତା ଦାସ। ଭିଜିଲାନ୍ସ ଟିମ୍‌ ବୁଧବାର ତାଙ୍କ ଜଗତ୍‌ସିଂହପୁର ସାତପୁରାସ୍ଥିତ ପୈତୃକ ବାସଭବନ ସମେତ ସ୍ଥାନୀୟ ପାଣିଶାଳିଆସ୍ଥିତ ଘର, କଟକ ମହାନଦୀ ବିହାରସ୍ଥିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri