ରାଜ୍ୟ

୫ରୁ ସ୍ବତନ୍ତ୍ର ଭାବେ ପ୍ରଥମ ଡୋଜ୍‌ ଟିକାକରଣ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଟିକା ନେବାରୁ ବାଦ୍‌ ପଡିଥିବା ହିତାଧିକାରୀଙ୍କ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ଭାବେ ଟିକାକରଣ ହେବାକୁ ଯାଉଛି। ଆସନ୍ତା ୫ରୁ ୧୦ତାରିଖ ପର୍ଯ୍ୟନ୍ତ ସହରର ୧୫ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକାକରଣ କରାଯିବ। ଏଥିରେ ୧୮ରୁ ୪୪ ଓ ୪୫ରୁ ଊର୍ଦ୍ଧ୍ୱ…

ଭିଏସ୍‌ଏସ୍‌ ନଗର ମାର୍କେଟ, ଏକାମ୍ରକାନନ ପାର୍କ ସିଲ୍‌

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଲକ୍‌ଡାଉନ୍‌ କଟକଣା କୋହଳ ହେବା ପରେ ଦିନକୁ ଦିନ ବେପରୁଆ ହୋଇ ପଡୁଛନ୍ତି ରାଜଧାନୀବାସୀ। ହାଟ, ବଜାରରେ ଭିଡ଼ କରୁଛନ୍ତି। ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଏନ୍‌ଫୋର୍ସମେଣ୍ଟ ଟିମ୍‌ ଓ ପୋଲିସ ପକ୍ଷରୁ ମିଳିତ ଭାବେ ବିଭିନ୍ନ…

ରାଜଧାନୀରେ ବ୍ୟାପିଲା ଡେଙ୍ଗୁ

ଭୁବନେଶ୍ୱର, ୩ା୭ (ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ସଙ୍କଟ ଟଳି ନ ଥିବାବେଳେ ଡେଙ୍ଗୁ ଆତଙ୍କ ଦେଖିବାକୁ ମିଳିଛି। ବର୍ଷା ଆରମ୍ଭରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବିଭିନ୍ନ ଓ୍ବାର୍ଡରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ଚନ୍ଦ୍ରଶେଖରପୁର ଓ ନୀଳାଦ୍ରିବିହାର ଅଞ୍ଚଳରେ ୧୨ଜଣ…

ସରକାର ସମସ୍ତ ସମ୍ବଳ ବିନିଯୋଗ କରିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୭(ବ୍ୟୁରୋ): ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହା ହେଉଛି ଆମର ମୂଳମନ୍ତ୍ର। ଶିଶୁମାନଙ୍କୁ ଉପଯୁକ୍ତ ଚିକିତ୍ସା ନିଶ୍ଚିତ କରିବା ଲାଗି ରାଜ୍ୟ ସରକାର ସମସ୍ତ ଉପଲବ୍ଧ ସମ୍ବଳକୁ ବିନିଯୋଗ କରିବେ। ଶୁକ୍ରବାର ଶିଶୁ ବିଶେଷଜ୍ଞ ଡାକ୍ତରମାନଙ୍କ ତାଲିମ କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ…

ଘରୋଇ ହସ୍ପିଟାଲ ଟିକା ୯୫:୫ କରାଯାଉ

ଭୁବନେଶ୍ୱର, ୩ା୭(ବ୍ୟୁରୋ): କେନ୍ଦ୍ର ସରକାର ଘରୋଇ ହସ୍ପିଟାଲକୁ ଯୋଗାଇ ଦେଉଥିବା ଟୀକା ଅନୁପାତକୁ ୭୫:୨୫ ପରିବର୍ତ୍ତେ ୯୫:୫ କରିବା ପାଇଁ ଓଡିଶା ଦାବି କରିଛି। ଏନେଇ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ…

ବାଦ୍‌ ପଡ଼ିବ ୩ ହଜାର ଏଫ୍‌ପିଏସ୍‌ କାଉଣ୍ଟର

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶ୍ରମିକମାନେ କାମଧନ୍ଦା ପାଇଁ ଅନ୍ୟ ରାଜ୍ୟକୁ ଚାଲିଯାଉଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସେହି ଲୋକମାନେ କିପରି ଅନ୍ୟ ରାଜ୍ୟରେ ନିଜର ରାଶନ ପାଇପାରିବେ ସେନେଇ କେନ୍ଦ୍ର ସରକାର ‘ୱାନ୍‌ ନେଶନ ୱାନ୍‌ ରାଶନ’ ବ୍ୟବସ୍ଥା କରିବାକୁ ସମସ୍ତ ରାଜ୍ୟ…

କୁଷ୍ଠ ଯନ୍ତ୍ରଣାରେ କଲବଲ କାଳିଆ

ଢେଙ୍କାନାଳ ଅଫିସ, ୩।୭ ଚିକିତ୍ସା ବିଜ୍ଞାନର ଚମତ୍କାରିତା ପରେ କୁଷ୍ଠ ଆଉ ଦୁରାରୋଗ୍ୟ ବ୍ୟାଧି ହୋଇ ରହିନାହିଁ। କୁଷ୍ଠରୋଗୀଙ୍କୁ ସାମାଜିକ ସ୍ରୋତରେ ସାମିଲ କରିବାକୁ ସରକାର ଅଜସ୍ର ଅର୍ଥ ବ୍ୟୟ କରୁଛନ୍ତି। ଆକ୍ରାନ୍ତଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟକେନ୍ଦ୍ରରେ ନିଃଶୁଳ୍ପ ଚିକିତ୍ସା ବ୍ୟବସ୍ଥା…

ସମିତି ବଢ଼ାଉଛି ବିହନ ସମସ୍ୟା

ପାଲଲହଡ଼ା,୩ା୭ ଚାଷ ପାଇଁ ସଜବାଜ ହେଉଥିବା ଚାଷୀ ପାଇବେ ଧାନ ବିହନ। ଚଳିତବର୍ଷ ଏଥିପାଇଁ ଆଗୁଆ ବ୍ୟବସ୍ଥା କରାଯାଇଛି। ଗୋଟିଏ ପରିବର୍ତ୍ତେ ଦୁଇଟି ଗୋଦାମରୁ ଯୋଗାଣ ହୋଇଛି। ଅତୀତର ତ୍ରୁଟି ଆଉ ଦୋହରାଯିବ ନାହିଁ ବୋଲି ଅନୁଗୋଳ ଜିଲା କୃଷି ବିଭାଗ…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୫ ଜୀବନ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ଶନିବାର ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୫ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୦୧୫୪କୁ ବୃଦ୍ଧି ପାଇଛି।…

ରାଜ୍ୟରେ କମିଲା ସଂକ୍ରମଣ:ଗତ ୨୪ଘଣ୍ଟାରେ ୩ହଜାର ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ଉପରମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୩ହଜାରରୁ ଉପରେ ରହୁଥିଲା। ଯାହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଥିଲା। ତେବେ ଶୁକ୍ରବାର ରାଜ୍ୟରେ ୩,୨୨୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…

ଯାତ୍ରୀ ନାହାନ୍ତି, ତେଲ, ଡ୍ରାଇଭର ଖର୍ଚ୍ଚ ତୁଲାଇବୁ କେମିତି

କୁଚିଣ୍ଡା,୨ା୭: ସରକାରଙ୍କ ନୂଆ ଗାଇଡ୍‌ଲାଇନ୍‌ ଅନୁଯାୟୀ, ଗୁରୁବାରଠାରୁ ରାଜ୍ୟର ୨୦ ଜିଲାରେ ଆରମ୍ଭ ହୋଇଛି ବସ୍‌ ସେବା। କିନ୍ତୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଲୋକେ ବସ୍‌ରେ ଚଢିବାକୁ ଭୟ କରୁଛନ୍ତି। ତେଣୁ ବିନା ଯାତ୍ରୀରେ ଖାଲି ଗଡୁଛି ବସ୍‌। ଏଭଳି…

ପୁଣି ବିବାହ ବନ୍ଧନରେ ବିଧାୟକ ବ୍ୟୋମକେଶ

ଭୁବନେଶ୍ୱର,୨।୭: ଚିଲିକା କୂଳରେ ଥିବା ଏକ ତାରକା ହୋଟେଲରେ ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଶୁକ୍ରବାର ଦ୍ୱିତୀୟ ବିବାହ କରିଛନ୍ତି। ତାଙ୍କର ଜଣେ ଘନିଷ୍ଠ ସହଯୋଗୀଙ୍କ ଝିଅଙ୍କୁ ବିବାହ କରିଛନ୍ତି। ବିବାହର ଏକ ଫଟୋ ଫେସବୁକରେ ଅପ୍‌ଲୋଡ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri