ବଡ଼ ଘୋଷଣା: ସବୁ ଜରୁରୀ ସହାୟତା ପାଇଁ ଏଣିକି ଡାଏଲ କରିବେ ‘୧୧୨’
ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜନସାଧାରଣଙ୍କ ସୁବିଧା ତଥା ତ୍ୱରିତ ସେବା ଯୋଗାଣକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ସହାୟତା ନମ୍ବର ଯଥା ୧୦୦, ୧୦୧, ୧୦୨, ୧୦୪, ୧୦୮, ୧୮୧ ଓ ୧୦୯୮ ଏସବୁକୁ ଏକୀଭୂତ କରି...
କରୋନା ଟେଷ୍ଟ ଫି’ ନିର୍ଦ୍ଧାରଣ କଲେ ସରକାର, ୪୦୦ ଟଙ୍କାରେ ହେବ ଟେଷ୍ଟ
ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଘରୋଇ ଲ୍ୟାବ୍ରେ କରୋନା ଟେଷ୍ଟ ଫି’ ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ସରକାର। ଘରୋଇ ଲ୍ୟାବ୍ରେ ଆରଟିପିସିଆର ଟେଷ୍ଟ ପାଇଁ ଏଣିକି ସର୍ବାଧିକ ୪୦୦ ଟଙ୍କା ଦେବାକୁ ପଡ଼ିବ। ଜିଏସ୍ଟି ସହ ଟେଷ୍ଟ ଫି’ ୪୦୦ ଟଙ୍କା ଧାର୍ଯ୍ୟ...
ଆକାଶଙ୍କ ନାଁରେ ୬୫ ଲକ୍ଷ ଠକେଇ ଅଭିଯୋଗ ଆଣିଲା ସ୍କାଏ କିଙ୍ଗ୍ ସଂସ୍ଥା
ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଆକାଶ ପାଠକ ଠକେଇ ମାମଲାରେ ପୋଲିସ ଖୋଳତାଡ କରୁଛି। ଆୟ ବହିର୍ଭୂତ ସମ୍ପତି ଠୁଳ ନେଇ ଖୋଳତାଡ ଚାଲିଥିବା ବେଳେ ଭୁବନେଶ୍ୱର ଟ୍ରାଭେଲ ଏଜେନ୍ସୀ ସ୍କାଲ କିଙ୍ଗ୍ ଆଣିଛି ୬୫ ଲକ୍ଷ ଟଙ୍କାର ଠକେଇ ଅଭିଯୋଗ। ବିମାନରେ...
ମୃତ୍ୟୁ ସହ ସଂଗ୍ରାମ କରୁଛି ମାଈହାତୀ
ଦେବଗଡ଼,୨ା୧୨(ଡି.ଏନ.ଏ): ଦେବଗଡ ବନଖଣ୍ଡ ଓ ଦେବଗଡ ବନାଞ୍ଚଳ କଂସର ସେକ୍ସନ ଅନ୍ତର୍ଗତ ବିରିୟାମ ଗ୍ରାମର ଏକ ନାଳରେ ପଡି ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛି ଏକ ମାଈହାତୀ । ହାତୀଟି ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ସୋମବାର ବିରିୟାମ ଗ୍ରାମକୁ ଚାଲିଆସିଥିଲା।...
ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୮୦ କରୋନା ପଜିଟିଭ୍ , ୬ ମୃତ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ ସଂଖ୍ୟା ସଂଖ୍ୟା କମିବାରେ ଲାଗିଛି। ବୁଧବାର ରାଜ୍ୟରେ ୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୬ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୨୦୪...
ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି: ୪ଟି ସ୍ଥାନରେ ଚାଲିଛି ରେଡ୍
ଭୁବନେଶ୍ୱର,୨।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଲେ ଜଗତସିଂହପୁର ଜିଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣି ସଂଯୁକ୍ତା ଦାଶ। ସଂଯୁକ୍ତାଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ରେଡ୍ କରିଛି। ଜଗତ୍ସିଂପୁର କାର୍ଯ୍ୟାଳୟ, ସାତପୁରାରେ ଥିବା...
‘ସମ୍ପର୍କୀୟଙ୍କୁ ଥାର୍ଡ ଡିଗ୍ରୀ ପ୍ରୟୋଗ କରାଯାଉଛି’
ଭୁବନେଶ୍ୱର,୨।୧୨(ବ୍ୟୁରୋ): ବିଜେଡିରୁ ବହିସ୍କୃତ ହେବା ପରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ତାଙ୍କର ସମ୍ପର୍କୀୟଙ୍କୁ ପୋଲିସ ଥାନାକୁ ଡକାଇ ଥାର୍ଡ ଡିଗ୍ରୀ ପ୍ରୟୋଗ କରୁଛି। ତାଙ୍କ ବିରୋଧରେ କୌଣସି ଏତଲା କିମ୍ବା ଅଭିଯୋଗ ହୋଇ ନ...
ପ୍ରଦୀପଙ୍କ ଜନବିରୋଧୀ କାର୍ଯ୍ୟର ଜବାବ ଦେଲା ବିଜେଡି
ଭୁବନେଶ୍ୱର,୨ା୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ରବିବାର ବହିସ୍କୃତ କରାଯାଇଛି। ତେବେ କେଉଁ ଜନବିରୋଧୀ କାର୍ଯ୍ୟ ସ୍ବାମୀ କରିଛନ୍ତି ସେ ବିଷୟରେ ଗଣମାଧ୍ୟମକୁ ବିଜେଡି ପକ୍ଷରୁ ଜଣାଯିବା ଦରକାର ବୋଲି ପ୍ରଦୀପଙ୍କ ସ୍ତ୍ରୀ...
ଫ୍ଲାଇଟ ବୁକିଂରେ ୬୫ଲକ୍ଷ ଟଙ୍କା ଠକେଇ
ଭୁବନେଶ୍ୱର,୨।୧୨ (ବ୍ୟୁରୋ): ଆଇଏଫ୍ଏସ୍ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ କଳା କାରନାମା ଶେଷ ହେବାର ନାଁ ଧରୁନାହିଁ। ଠକେଇ ଅଭିଯୋଗରେ ଉଭୟଙ୍କ ବିରୋଧରେ ଆଉ ଏକ ମାମଲା ରୁଜୁ ହୋଇଛି। ମିଛ ପ୍ରମାଣପତ୍ର ମାଧ୍ୟମରେ ଫ୍ଲାଇଟ ବୁକିଂ...
ପରୀକୁ ନେଇ ଥମୁନି ତାତି
ଭୁବନେଶ୍ୱର,୨ା୧୨(ବ୍ୟୁରୋ): ପରୀ ମୃତ୍ୟୁ ଘଟଣାରେ ଏସ୍ଆଇଟି ତଦନ୍ତ ନିର୍ଦ୍ଦେଶ ପରେ ବି ଏହି ମାମଲା ଥମିବାର ନାଁ ନେଉନି। ଭାଜପାର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସୋମବାର ନୟାଗଡ଼ ଜିଲା ଯଦୁପୁର ଗାଁକୁ ଯାଇ ପରୀ ମା’ ଓ ବାପାଙ୍କୁ...
ଓଟିଡିସିର ‘ଚନ୍ଦ୍ରଭାଗା ବିଚ୍ କାଫେ’
ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଚିତ ପୁରୀର ଚନ୍ଦ୍ରଭାଗା ବେଳାଭୂମିରେ ଖୋଲିଛି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) କାଫେଟେରିଆ। ପୁରୀ ପରେ ଓଟିଡିସି ପକ୍ଷରୁ ଚନ୍ଦ୍ରଭାଗାରେ ଏହି ନୂତନ କାଫେଟେରିଆ ଖୋଲାଯାଇଛି। ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ...
ଏଣିକି ଏକସଙ୍ଗେ ଗର୍ଭବତୀଙ୍କ ଏଚ୍ଆଇଭି, ସିଫିଲ୍ସ ପରୀକ୍ଷଣ
ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଏଣିକି ଗର୍ଭବତୀ ମହିଳାଙ୍କର ଏଚ୍ଆଇଭି ଓ ସିଫିଲ୍ସ ଦ୍ୱୈତ ପରୀକ୍ଷଣ ଏକାସଙ୍ଗେ ହୋଇପାରିବ। ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ମିଶନ ସହଯୋଗରେ ବିକଶିତ ଏଚ୍ଆଇଭି ଓ ସିଫିଲ୍ସ ଦ୍ୱୈତ ପରୀକ୍ଷଣ କିଟ୍କୁ ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ...
Archives


