ରାଜ୍ୟ

ଆନ୍ତଃ ଜିଲା କଟକଣା ବସ୍‌ ପାଇଁ ଅଡୁଆ

ଭୁବନେଶ୍ୱର,୧।୭(ବ୍ୟୁରୋ): ଦୀର୍ଘଦିନ ଧରି ବସ୍‌ ସେବା ବନ୍ଦ ହେବା ପରେ ରାଜ୍ୟ ସରକାର ଜୁଲାଇ ପହିଲାରୁ ୨୦ଟି ଜିଲାରେ ଚଳାଚଳ କରିବାକୁ ଅନୁମତି ଦେଇଛନ୍ତି। ତେବେ ଅନ୍ୟ ୧୦ଟି ଜିଲାରେ ସଂକ୍ରମଣ ହାର ଅଧିକ ରହୁଥିବାରୁ ବସ ଚଳାଚଳକୁ ନିଷେଧ କରାଯାଇଛି।…

ବିଶ୍ୱରୂପା ମହାନ୍ତିଙ୍କୁ ୟୁଏଇର ଗୋଲ୍‌ଡେନ୍‌ ଭିଜା

ଭୁବନେଶ୍ୱର, ୧।୭(ବ୍ୟୁରୋ): ମୟୂରଭଞ୍ଜ ଜିଲା ବାରିପଦାର କଳାକାର ବିଶ୍ୱରୂପା ମହାନ୍ତିଙ୍କୁ ୟୁଏଇର ସମ୍ମାନଜନକ ଗୋଲଡେନ୍‌ ଭିଜା ମିଳିଛି। ୟୁଏଇ ସରକାରଙ୍କ ପକ୍ଷରୁ ତାଙ୍କୁ ୧୦ ବର୍ଷ ଲାଗି ଏହି ଭିଜା ପ୍ରଦାନ କରାଯାଇଛି। ଗୋଲଡେନ୍‌ ଭିଜା ପାଇଥିବା ବ୍ୟକ୍ତି କୌଣସି ଜାତୀୟ…

ରାଜ୍ୟରେ ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ଦୈନିକ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର ରାଜ୍ୟରେ ୩,୩୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ହ୍ରାସ…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୫ ଜୀବନ

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୫ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୦୬୩କୁ ବୃଦ୍ଧି ପାଇଛି।…

କାଳ ସାଜିଲା ବଜ୍ରପାତ

ପାରଳାଖେମୁଣ୍ଡି/ହିଞ୍ଜିଳିକାଟୁ/ପୋଲିସରା,୩୦ା୬: ଗଜପତି ଓ ଗଞ୍ଜାମ ଜିଲାରେ ବୁଧବାର ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକ ହେଲେ ଗଜପତି ଜିଲା ତାଟିପୋଟି ଗ୍ରାମର ବି.ଜନାର୍ଦ୍ଦନ ଓ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଚନ୍ଦ୍ରଶେଖର ମାର୍ଗର ଶିବରାମ…

୪ ମାସ ତିଷ୍ଠିଲାନି ପ୍ରେମ ବିବାହ

ରାଜନଗର,୩୦ା୬: ବିବାହକୁ ୪ ମାସ ପୁରି ନ ଥିବା ବେଳେ ଜଣେ ନବବଧୂଙ୍କୁ ଶାଶୁଘର ଲୋକେ ମାନସିକ ଓ ଶାରୀରିକ ନିର୍ଯାତନା ଦେବା ସହ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସର ସୂଚନା ଅନୁଯାୟୀ, ଏଣ୍ଡୁଳାପୁରଗାଁର ନିମାଇଁ ଚରଣ…

ପୂର୍ବତନ ଉପବାଚସ୍ପତି ଗୁରୁତର

ମାଲକାନଗିରି,୩୦ା୬: ପୂର୍ବତନ ଉପ ବାଚସ୍ପତି ତଥା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରହଲ୍ଲାଦ ଦୋରା ମଙ୍ଗଳବାର ରାତିରେ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ ଭୁବନେଶ୍ୱରସ୍ଥିତ ସମ୍‌ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଦୀର୍ଘ ଦିନ ହେବ ସେ…

ସ୍କୁଲ ସାରଙ୍କ କୋଚିଂ ସେଣ୍ଟରର ଛୁଆଙ୍କୁ ଦିଆଯାଇଛି ଅଧିକ ମାର୍କ

ଆସିକା/ବୁଗୁଡ଼ା,୨୯।୬: ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କ କୋଚିଂ ସେଣ୍ଟରରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଅଧିକ ମାର୍କ ଦିଆଯାଇଥିବା ବେଳେ ଅନ୍ୟ ଛାତ୍ରୀଛାତ୍ରଙ୍କୁ ଜାଣିଶୁଣି ଦିଆଯାଇଛି କମ୍‌ ମାର୍କ। ସରକାରୀ ନିର୍ଦ୍ଦେଶକୁ ଅବମାନନା କରି ଟ୍ୟୁଶନ କରୁଥିବାରୁ ପୂର୍ବରୁ ଅଭିଭାବକମାନେ ୨ଥର ଜିଲାପାଳଙ୍କ ନିକଟରେ ଅଭିଯୋଗ…

ଝଡ଼ତୋଫାନ ସହ ହେବ ପ୍ରବଳ ବର୍ଷା

ଭୁବନେଶ୍ବର,୩୦।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଧବାର ସତର୍କ ସୂଚନା ଜାରି କରାଯାଇଛି। କାଳବେଶାଖୀ ସମ୍ଭାବନା ଥିବା ଜିଲାଗୁଡିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,…

ସୋସିଆଲ ମିଡିଆ ବ୍ୟବହାରକାରୀ ରୁହନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ କ୍ରାଇମବ୍ରାଞ୍ଚ ଗାଇଡ୍‌ଲାଇନ୍‌ ଜାରି କରିଛି। ଆକାଉଣ୍ଟ ଖୋଲିବା ସମୟରେ ସତର୍କ ରହିବାକୁ କୁହାଯାଇଛି। ଏହା ସହିତ ସୋସିଆଲ ମିଡିଆରେ ନିଜର ଅତି ଗୋପନୀୟ ତଥ୍ୟ ନ ଦେବାକୁ ପରାମର୍ଶ ଦିଆଯାଇଛି। ସେହିପରି ଅଜଣା ବ୍ୟକ୍ତିଙ୍କୁ…

ଏସବୁ ଜିଲାରେ ବସ୍‌ ଚଳାଚଳକୁ ଅନୁମତି

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ ହ୍ରାସ ପାଉଥିବାରୁ ଅନଲକ୍‌ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ରଣନୀତି ଆପଣାଇଥିଲେ। ରାଜ୍ୟର ସମସ୍ତ ଜିଲାକୁ ୨ ଭାଗରେ ବିଭକ୍ତ କରାଯାଇଥିଲା। ପୂର୍ବପରି ଏଥର ମଧ୍ୟ ସମସ୍ତ ଜିଲାକୁ କାଟାଗୋରୀ‘ଏ’ ଓ କାଟାଗୋରୀ ‘ବି’ରେ…

ଜୁଲାଇ ୧୬ ପର୍ଯ୍ୟନ୍ତ ଆଂଶିକ ଲକ୍‌ଡାଉନ୍‌, ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ବନ୍ଦ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ ହ୍ରାସ ପାଉଥିବାରୁ ଅନଲକ୍‌ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ରଣନୀତି ଆପଣାଇଥିଲେ। ରାଜ୍ୟର ସମସ୍ତ ଜିଲାକୁ ୨ ଭାଗରେ ବିଭକ୍ତ କରାଯାଇଥିଲା। ପୂର୍ବପରି ଚଳିତଥର ମଧ୍ୟ ସମସ୍ତ ଜିଲାକୁ କାଟାଗୋରୀ‘ଏ’ ଓ କାଟାଗୋରୀ ‘ବି’ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri