ରାଜ୍ୟ

ରାଜ୍ୟରୁ ପୁଣି ୪୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର କରୋନା ଆଉ ୪୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି। ଏହି ୪୦…

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ : ଖୋର୍ଦ୍ଧାକୁ କାଟିଲା ବାଲେଶ୍ୱର

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ସରକାରୀ ଜାଗାରେ ସମ୍ପ୍ରସାରଣ

ଅନୁଗୋଳ ଅଫିସ, ୨୯ା୬ ବଢ଼ୁଛି ଅନୁଗୋଳ ସହର। ବଜାରରେ ବୃଦ୍ଧି ପାଉଛି ବ୍ୟବସାୟିକ ପ୍ରତିଷ୍ଠାନ। ପୌରାଞ୍ଚଳ ହୋଇଥିଲେ ବି ଏହା ଉପରେ ପୌରପାଳିକାର ସେପରି କର୍ତ୍ତୃତ୍ୱ ଥିବା ଭଳି ଲାଗୁନାହିଁ। କାରଣ ଡ୍ରେନ୍‌, ରାସ୍ତା ଆଦି ସରକାରୀ ଜାଗାକୁ ମଡ଼ାଇ ଅନେକ…

ରାଜ୍ୟରେ ପୁଣି ଟିକା ଅଭାବ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ରାଜ୍ୟରେ ପୁଣି ଟିକା ଅଭାବ ଦେଖାଦେଲାଣି। ଟିକା କମ୍‌ ଥିବାରୁ ଆଗକୁ ଟିକାକରଣରେ ମଧ୍ୟ ବାଧା ସୃଷ୍ଟି ହେବାର ଆଶଙ୍କା ଉପୁଜିଲାଣି। ତେଣୁ ଟିକାକରଣକୁ ତ୍ୱରାନ୍ବିତ କରିବା ପାଇଁ ତୁରନ୍ତ ଅଧିକ ଟିକା ଯୋଗାଇବାକୁ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ…

୧୦୬ କୋଟି ଟଙ୍କାର ଜାଲ୍‌ ବିଲ୍‌ ର଼୍ୟାକେଟ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ନିଜେ କିଛି କିଣାବିକା କରୁ ନ ଥିଲେ। ଜାଲ୍‌ କାଗଜପତ୍ରରେ କମ୍ପାନୀ କରି ଜାଲ୍‌ ବିଲ୍‌ ପ୍ରସ୍ତୁତ କରୁଥିଲେ। ଉକ୍ତ ଜାଲ୍‌ ବିଲ୍‌ ମାଧ୍ୟମରେ ଅଭିନବ ଉପରେ ଜିଏସ୍‌ଟି ଠକେଇ କରୁଥିଲେ। ରାଜ୍ୟ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ଓ୍ବିଙ୍ଗ୍‌ ବିଭିନ୍ନ ସ୍ଥାନରେ…

ରେଡ୍‌ ଜୋନ୍‌ ଉପରେ ନଜର

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ତଥାପି ଏହା ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସି ନାହିଁ। ଆସନ୍ତା ଜୁଲାଇ ପହିଲାରେ ଆଂଶିକ ଲକ୍‌ଡାଉନ ଅବଧି ଶେଷ ହେବ। ସଂକ୍ରମଣ ହାର ୫ ପ୍ରତିଶତ ତଳେ ଥିବା ‘ଗ୍ରୀନ୍‌ ଜୋନ୍‌’ ଏବଂ…

ରାସ୍ତାକୁ ଓହ୍ଲାଇଲେ ଅସନ୍ତୁଷ୍ଟ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୯।୬: ମାଟ୍ରିକ ପରୀକ୍ଷା ଫଳକୁ ନେଇ ଏବେ ସାରା ରାଜ୍ୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ମୂଲ୍ୟାୟନରେ ଅନିୟମିତତା ଅଭିଯୋଗ କରି ସୋମବାର ଛାତ୍ରୀଛାତ୍ର, ଅଭିଭାବକମାନେ ବିଭିନ୍ନ ସ୍ଥାନରେ ଆନ୍ଦୋଳନ, ଧାରଣା କରିବା ସହିତ ରାସ୍ତା ଅବରୋଧ…

ସୀମାନ୍ତରେ ଯାଞ୍ଚ ହୁଗୁଳା : ୩ୟ ଲହରକୁ ନେଇ ଚିନ୍ତାରେ ଜଳେଶ୍ୱରବାସୀ

ଜଳେଶ୍ୱର, ୨୯।୬(ଡି.ଏନ.ଏ.)-ପ୍ରବାସୀଙ୍କ ଅବାଧ ପ୍ରବେଶକୁ ରୋକିବା ଲାଗି ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ମଧ୍ୟ ଦେଇଯାଇଥିବା ୬୦ନଂ. ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟରେ ବ୍ୟାରିକେଡ କରାଯାଇ ଯାଞ୍ଚ କରାଯାଉଥିଲା। ହେଲେ ଏବେ ଉପାନ୍ତରେ ବ୍ୟାରିକେଡ ହୋଇଥିବା ସମସ୍ତ ରାସ୍ତା ମୁକୁଳା…

ଗଡୁନି ବସ୍‌, ଦୁର୍ଦ୍ଦିନରେ ନିର୍ଭରଶୀଳ ପରିବାର

ବାରିପଦା ଅଫିସ,୨୯।୬- କରୋନାର ଦ୍ୱିତୀୟ ଲହର ସଂକ୍ରମଣ ପାଇଁ ସବୁଆଡ଼େ ଯାତ୍ରୀବାହୀ ବସ୍‌ ବନ୍ଦ ହୋଇଛି। ମୟୂରଭଞ୍ଜ ଜିଲାରେ ମଧ୍ୟ ଶହ ଶହ ଯାତ୍ରୀବାହୀ ବସ୍‌ ଛିଡା ହୋଇଛି। ଲକ୍‌ଡାଉନ ପାଇଁ ବସଷ୍ଟାଣ୍ଡ ଜନଶୂନ୍ୟ ହୋଇପଡିଥିବା ବେଳେ ବସ ମାଲିକଙ୍କ ମେରୁଦଣ୍ଡ…

କରୋନା ବଦଳାଇ ଦେଲା ବେଉସା : ଜଳଖିଆ ଦୋକାନୀ ବିକୁଛନ୍ତି ଫଳ

କେନ୍ଦୁଝର, ୨୯ା୬ (ସ୍ବ.ପ୍ର.): କରୋନା ମହାମାରୀ ବହୁ ଲୋକଙ୍କ ବେଉସା ବଦଳାଇ ଦେଇଛି। ଏଭଳି ଜଣେ ଜଳଖିଆ ବିକି ପେଟ ପୋଷୁଥିବା ଗାନ୍ଧୀ ଛକ ନିକଟରେ ଏବେ ଫଳ ବିକି ପେଟ ପୋଷୁଛନ୍ତି। ସେ ହେଲେ ଏମଡି ଜଉଦ୍ଦିନ। ତାଙ୍କ ଘର…

ହାତୀ-ମଣିଷ ଲଢେଇ

କେନ୍ଦୁଝର, ୨୯ା୬(ଡି.ଏନ.ଏ.): କେନ୍ଦୁଝର ଜିଲାରେ ହାତୀ ଆତଙ୍କ କମିବାର ନାଁ ଧରୁନାହିଁ ା ଗତ ଦୁଇ ବର୍ଷରେ ହାତୀ ଆକ୍ରମଣରେ ୧୫ ଜଣ ବ୍ୟକ୍ତିଙ୍କ ଜୀବନ ଚାଲିଯାଇଥିବାବେଳେ ୯୨ ଜଣ ବ୍ୟକ୍ତି ବିକଳାଙ୍ଗ ହୋଇଥିବା ସରକାରୀ ଭାବେ ଜଣାପଡିଛି ା ଏହି…

କଂଗ୍ରେସ ସଭାପତିଙ୍କ ଗାଡ଼ିକୁ ଆକ୍ରମଣ

ଆନନ୍ଦପୁର,୨୮।୬: କେନ୍ଦୁଝର ଜିଲା ଘସିପୁରା ବ୍ଲକ କଂଗ୍ରେସ ସଭାପତି ସୁବ୍ରତ ଚକ୍ରଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଥିବା ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ ହୋଇଛି। ଗାଡି ଭଙ୍ଗାରୁଜା ନେଇ ରାମଚନ୍ଦ୍ରପୁର ପୋଲିସ ଏକ ମାମଲା (ନଂ.୧୦୬/୨୧) ରୁଜୁ କରି ତଦନ୍ତ ଚଳାଇଛି। ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri