ସୌମ୍ୟ କହିଲେ ଛୋଟ ଘଟଣା, ଲେଖାଶ୍ରୀ ପଚାରିଲେ ବଡ଼ କ’ଣ
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ବିଜେଡି ଉପସଭାପତି ତଥା ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ନାବାଳିକା ପରୀ ହତ୍ୟାକାଣ୍ଡକୁ ଏକ ଛୋଟ ଘଟଣା ବୋଲି ମତ ଦେଇଛନ୍ତି। ଏହାକୁ ନେଇ ଭାଜପା ସୌମ୍ୟଙ୍କୁ କଡ଼ା ସମାଲୋଚନା କରିଛି। ନୟାଗଡ଼ ଜିଲାର ୫ ବର୍ଷର ଝିଅ...
ମିଳିଲାନି ଦର୍ଶନ, କାନ୍ଦିଲା ଭକ୍ତ ପ୍ରାଣ
ପୁରୀ ଅଫିସ,୨୮ା୧୧: କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀଜଗନ୍ନାଥ। ସେ ବିଶ୍ୱନିୟନ୍ତା ପୁଣି ଭାବର ଠାକୁର। ତାଙ୍କ ସେବାପୂଜା, ବେଶ ସବୁକିଛି ସ୍ବତନ୍ତ୍ର। ଦୈନିନ୍ଦିନ ବେଶ ଅପେକ୍ଷା ବର୍ଷତମାମ୍ ବିଭିନ୍ନ ସ୍ବତନ୍ତ୍ର ବେଶରେ ବିଭୂଷିତ ହୋଇଥାନ୍ତି ଚତୁର୍ଦ୍ଧାବିଗ୍ରହ। ତାଙ୍କର ୨ଟି...
ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍ଏସ୍ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର...
୫ବର୍ଷର ଧର୍ମପଦ ପୁରସ୍କାର, ଶିଳ୍ପୀ ସମ୍ବର୍ଦ୍ଧନା ଘୋଷଣା
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ୫ବର୍ଷ ପାଇଁ ଘୋଷଣା କରାଯାଇଛି। ଏହାସହ ଏକାଡେମୀ ତରଫରୁ ସମ୍ବର୍ଦ୍ଧିତ ହେବାକୁ ଥିବା ଶିଳ୍ପୀଙ୍କ...
ମୋବାଇଲରେ ବେଶ ଫଟୋ ଉଠାଇବା ଚର୍ଚ୍ଚା
ପୁରୀ ଅଫିସ,୨୮ା୧୧: ଶ୍ରୀମନ୍ଦିର କର୍ମଚାରୀ, ସେବାୟତ ଏବଂ ସୁରକ୍ଷା କର୍ମଚାରୀ କେହି ବି ମନ୍ଦିର ଭିତରକୁ ମୋବାଇଲ ଫୋନ୍ ନେବେ ନାହିଁ। ସମସ୍ତଙ୍କୁ ଯାଞ୍ଚ କରାଯାଇ ଭିତରକୁ ଛଡ଼ାଯିବ। ସେହିପରି କେହି ବେଶ ବଦଳାଇ ଭିତରକୁ ଯିବାକୁ ଚେଷ୍ଟା କରିବେ...
ବିନା ଭକ୍ତରେ ନାଗାର୍ଜୁନ ବେଶ
ପୁରୀ ଅଫିସ, ୨୮ା୧୧: ଏକ ଆବେଗମୟ ମୁହୂର୍ତ୍ତର ପରିସମାପ୍ତି ଘଟିଛି। ଶୁକ୍ରବାର ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କର ଦୁର୍ଲଭ ନାଗାର୍ଜୁନ ବେଶ ହୋଇଛି। ଦୀର୍ଘ ୨୫ବର୍ଷ ପରେ ପଡ଼ିିଥିବା ଏହି ବେଶ କିନ୍ତୁ ଦେଖିପାରି ନାହାନ୍ତି ଭକ୍ତ। ବିଷାଦ ଓ ଅବସୋସ...
ହାଇକୋର୍ଟରେ ଲକ୍ଷ୍ମୀପ୍ରସାଦ ସରପଞ୍ଚ
କଟକ ଅଫିସ,୨୮ା୧୧: ନୟାଗଡ଼ ପରୀ ହତ୍ୟା ମାମଲାରେ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ନିଜର ଓ ପରିବାରର ସୁରକ୍ଷା ଲୋଡିଛନ୍ତି। ସେ ହାଇକୋର୍ଟରେ ଏକ ରିଟ୍ ପିଟିଶନ ଦାଖଲ କରି ମନ୍ତ୍ରୀ ଅରୁଣ...
ଜଷ୍ଟିସ୍ ବି.କେ. ପଟେଲ ଓଏଚ୍ଆର୍ସି ଅଧ୍ୟକ୍ଷ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଓଡିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ବିଜୟକୃଷ୍ଣ ପଟେଲ ରାଜ୍ୟ ମାନବାଧିକାର ଆୟୋଗ(ଓଏଚ୍ଆର୍ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଜଷ୍ଟିସ୍ ପଟେଲଙ୍କ ନାମ ସୁପାରିସ କରିଥିଲା। ରାଜ୍ୟପାଳ ଶୁକ୍ରବାର ଏହାକୁ ଅନୁମୋଦନ...
ଟ୍ରେନ୍ ଧକ୍କାରେ ୩୧ ମଇଁଷି ମୃତ
ଢେଙ୍କାନାଳ ଅଫିସ, ୨୮।୧୧: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ରୋଡ୍ ରେଳଷ୍ଟେଶନ ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୧୧ରେ ଛାତିଥରା ଦୁର୍ଘଟଣା ଘଟିଛି। ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ଧକ୍କାରେ ୩୧ ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷିଙ୍କ ମୃତଦେହ...
ବିଧାନସଭା ଆଗରେ ୩ ଚାଷୀଙ୍କ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କଡ଼ା ସୁରକ୍ଷା ବଳୟ ଭେଦ କରି ବିଧାନସଭା ଆଗରେ ପୁଣି ଆତ୍ମାହୁତି ଉଦ୍ୟମ। ଗତ ମଙ୍ଗଳବାର ନୟାଗଡ଼ ପରୀ ହତ୍ୟା ମାମଲାରେ ତାଙ୍କ ବାପା ଓ ମା’ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବାବେଳେ ଶୁକ୍ରବାର ଆଉଏକ ଘଟଣା...
ଭାବ ଲଗାଇଲେନି ଭାବବିନୋଦିଆ
ଅନୁଗୋଳ ଅଫିସ, ୨୮।୧୧ ଦୀର୍ଘ ୨୫ ବର୍ଷ ପରେ ଶୁକ୍ରବାର ଅତି ଦୁର୍ଲଭ ନାଗାର୍ଜୁନ ବେଶରେ ସଜ୍ଜିତ ହୋଇଥିଲେ ଶ୍ରୀଜୀଉ। ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ଏହା ଥିଲା ତିନିଠାକୁରଙ୍କ ପ୍ରଥମ ବୀର ବେଶ। ତେଣୁ ଏହି ଦିନକୁ ଅତି ଆତୁର ହୋଇ...
ସଂରକ୍ଷିତ ଜଙ୍ଗଲରେ ଶିକାରୀ ସକ୍ରିୟ
ଢେଙ୍କାନାଳ ଅଫିସ, ୨୮।୧୧ – ସଂରକ୍ଷିତ ଜଙ୍ଗଲରେ ଗର୍ଜୁଛି ବନ୍ଧୁକ। ବିଦ୍ୟୁତ୍ ଫାଶରେ ପଡ଼ି ବନ୍ୟଜନ୍ତୁ ପଡୁଛନ୍ତି ମୃତ୍ୟୁମୁଖରେ। ମାଂସ, ଚମଡ଼ା, ଦାନ୍ତ ଲୋଭରେ ଶିକାରୀମାନେ ଅବାଧ ଜନ୍ତୁ ଶିକାର କରୁଥିବାବେଳେ ଅସୁରକ୍ଷିତ ହୋଇପଡ଼ିଛି ଜୈବ ବିବିଧତାରେ ଭରପୂର ଢେଙ୍କାନାଳର ଅଭୟାରଣ୍ୟ।...
Archives


