ରାଜ୍ୟ

ଆଇଏଫ୍‌ଏସ୍‌ ଅଭୟକାନ୍ତଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୭।୧୧(ବ୍ୟୁରୋ)-ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା।...

ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର...

ମଇଁଷି ପଲ ଉପରେ ଚଢିଗଲା ଟ୍ରେନ : ୩୧ ମଇଁଷି ମୃତ

ଢେଙ୍କାନାଳ ଅଫିସ, ୨୭।୧୧-ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ରୋଡ୍‌ ରେଳଷ୍ଟେଶନ ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୧୧ରେ ଛାତିଥରା ଦୁର୍ଘଟଣା ଘଟିଛି। ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ଧକ୍କାରେ ୩୧ ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷି ମୃତଦେହ ରେଳଧାରଣା...

ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ

ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ। ମେଡିକାଲ କଲେଜର ଛାତ୍ରଛାତ୍ରୀଙ୍କ ପାଠପଢା ପାଇଁ କଲେଜ ଖୋଲିବ। ଏ ନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। କରୋନା ଗାଇଡଲାଇନ...

ରାଜ୍ୟରେ ସୁସ୍ଥ ହେଲେ ୯୦୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୬୫, କଟକରୁ ୬୩, ମୟୂରଭଞ୍ଜରୁ ୫୬, ସୁନ୍ଦରଗଡରୁ ୫୪, ଝାରସୁଗୁଡାରୁ ୫୧, କେନ୍ଦୁଝରରୁ ୫୧, ବାଲେଶ୍ୱରରୁ...

ଭୁବନେଶ୍ୱରରୁ ଆଜି ୩୮ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୭

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୮କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ବିଧାନସଭା ସମ୍ମୁଖରେ ୩ ଚାଷୀଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ)-କଡ଼ା ସୁରକ୍ଷା ବଳୟ ଭେଦ କରି ବିଧାନସଭା ଆଗରେ ପୁଣି ଆତ୍ମାହୁତି ଉଦ୍ୟମ। ଗତ ମଙ୍ଗଳବାର ନୟାଗଡ଼ ପରୀ ହତ୍ୟା ମାମଲାରେ ତାଙ୍କ ବାପା ଓ ମା’ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବାବେଳେ ଶୁକ୍ରବାର ଆଉଏକ ଘଟଣା ଘଟିଛି।...

ପରୀ ହତ୍ୟା ମାମଲାର ତଦନ୍ତ କରିବେ ଆଇନଶୃଙ୍ଖଳା ଏଡିଜି ଯଶୋବନ୍ତ ଜେଠଓ୍ବା

ନୟାଗଡ ଅଫିସ,୨୬।୧୧: ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ତଦନ୍ତ ପାଇଁ ଶୁକ୍ରବାର ନୟାଗଡ଼ରେ ପହଞ୍ଚିଛନ୍ତି ରାଜ୍ୟ ପୋଲିସ ଆଇନଶୃଙ୍ଖଳା ଏଡିଜି ଯଶୋବନ୍ତ ଜେଠୱା । କ୍ରାଇମବ୍ରାଞ୍ଚ ଏଡିଜି ଭାବେ ଅତିରିକ୍ତ ଦାୟିତ୍ୱ ନେଇ ପରୀ ହତ୍ୟା ମାମଲା ତଦନ୍ତର...

ପରୀ ହତ୍ୟା ମାମଲାର ହେବ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ନୟାଗଡ଼ ପରୀ ହତ୍ୟା ମାମଲାରେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସେ ଏହି ଘୋଷଣା କହିଛନ୍ତି।...

ନାଗାର୍ଜୁନ ବେଶରେ ଝଲସୁଛନ୍ତି ମହାପ୍ରଭୁ

ପୁରୀ ଅଫିସ,୨୭।୧୧: ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଦୁର୍ଲଭ ନାଗାର୍ଜୁନ ବେଶକୁ ନେଇ ଚାଲଥିବା ଚର୍ଚ୍ଚା, ଆଲୋଚନାରେ ବି ପୂର୍ଣ୍ଣଛେଦ ପଡିଛି। ବୀର ବେଶରେ ସଜେଇ ହୋଇଛନ୍ତି ମହାପ୍ରଭୁ । ଝଲସିଉଠୁଛି ଶ୍ରୀମନ୍ଦିର ରତ୍ନସିଂହାସନ। କିନ୍ତୁ ବିଡ଼ମ୍ବନା ଦୀର୍ଘ...

ରାଜ୍ୟରେ ପୁଣି ୫୯୪ କରୋନା ପଜିଟିଭ୍‌ ଚିହ୍ନଟ, ୧୪ ମୃତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ...

ଖବରଦାତାଙ୍କ ମୃତ୍ୟୁ ହେଲେ ୪ ଲକ୍ଷ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): କାର୍ଯ୍ୟରତ ଖବରଦାତାଙ୍କୁ ସହାୟତା କରିବା ପାଇଁ ରାଜ୍ୟ ସରକାର ‘ଓଡିଶା ରାଜ୍ୟ କାର୍ଯ୍ୟରତ ଖବରଦାତା କଲ୍ୟାଣ ପାଣ୍ଠି ରୁଲ-୨୦୦୬’କୁ ସଂଶୋଧନ କରିଛନ୍ତି। ଏଥିସହ ଓଡ଼ିଶା ରାଜ୍ୟ କାର୍ଯ୍ୟରତ ଖବରଦାତା କଲ୍ୟାଣ ପାଣ୍ଠି ରୁଲ୍‌-୨୦୨୦ କାର୍ଯ୍ୟକାରୀ କରିଛନ୍ତି। ଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri