ରାଜ୍ୟ

ଯୁବକଙ୍କୁ ହତ୍ୟା ପରେ ଇବ୍‌ନଦୀରେ ଭସାଇ ଦେଲେ

ଝାରସୁଗୁଡ଼ା ଅଫିସ,୨୬ା୬: ଝାରସୁଗୁଡ଼ା ସଦର ଥାନା ଲହଣ୍ଡାବୁଡ ନିକଟ ଇବ୍‌ନଦୀରେ ଭାସୁଥିବା ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବିଭାଗ ଶନିବାର ଉଦ୍ଧାର କରିଛି ା ମୃତଦେହକୁ ସଦର ଥାନା ପୋଲିସ ଜବତ କରି ରବିବାର ବ୍ୟବଚ୍ଛେଦ ପାଇଁ ପଠାଇବ ବୋଲି…

ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ

ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି ମଧ୍ୟସ୍ତି। ମୃତକ ହେଲେ ଉକ୍ତ ଗାଁର ଦୈତାରୀ ପାତ୍ର। ହତ୍ୟା ମାମଲାରେ ପୋଲିସ ୪ଜଣଙ୍କୁ…

୫ ବର୍ଷ ହେଲା ମିଳୁନି ଦରମା: କର୍ମଚାରୀଙ୍କ ଆତ୍ମହୁତି ଉଦ୍ୟମ

ବାସୁଦେବପୁର, ୨୬।୬ – ଦୀର୍ଘଦିନର ଦରମା ଅଟକ ରହିଥିଲା। ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ମଧ୍ୟ ଶୁଣି ନ ଥିଲେ କେହି। ଶେଷରେ କିଛି ବାଟ ନ ପାଇ ଆତ୍ମହୁତି ଉଦ୍ୟମ କଲେ କର୍ମଚାରୀ। ଭଦ୍ରକ ଜିଲା…

ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ

ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ ହୋଇଥିଲା। ଏନେଇ ଛୋତ୍ରୀଙ୍କ ବାପା ସଦର ଥାନାରେ ଅଭିଯୋଗ କରିଥିଲେ। ସଦର ଥାନା ପୋଲିସ…

୫ଦିନ ବନ୍ଦ ରହିବ ରାଜଧାନୀର ଏସବୁ ମାର୍କେଟ

ଭୁବନେଶ୍ୱର, ୨୬।୬ (ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୟୁନିଟ-୪ ଆମିଷ ମାର୍କେଟ ଓ ବାପୁଜୀ ନଗର ମାର୍କେଟକୁ ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ବିଏମ୍‌ସି ପକ୍ଷରୁ ଶନିବାର ନିର୍ଦ୍ଦେଶ ଜାରି କରାଯାଇଛି। ସୂଚନାଯୋଗ୍ୟ, କୋଭିଡ୍‌…

କେନ୍ଦ୍ରକୁ ଓଡ଼ିଶାର ଚିଠି

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା ଦେବା ଲାଗି ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ…

ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ

ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ। ଗତ ୪ ମାସ ତଳେ ବିବାହ କରିଥିଲେ। ଶୁକ୍ରବାର ସ୍ବାମୀ ଓ ସ୍ତ୍ରୀ ମୋହନାରେ…

ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍‌ ଆକ୍ରାନ୍ତଙ୍କ ଲକ୍ଷଣ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍‌ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯିବା ପରେ ରାଜ୍ୟବାସୀଙ୍କ ମନରେ ଛନକା ପଶିଲାଣି। ତେବେ ସେ…

ଜ୍ୱାଇଁଙ୍କ ମୁଣ୍ଡ କାଟି ଦେଇଥିଲେ ଶ୍ୱଶୁର

ସୋରଡା,୨୬ା୬: ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ନୂଆଁଗଡ଼ ନିକଟ ନଦୀପଠାରୁ ପୋଲିସ ଗତ ମଙ୍ଗଳବାର ଭଗିଆ ବେହେରାଙ୍କ ମୁଣ୍ଡବିହୀନ ମୃତଦେହ ଜବତ କରିଥିଲା। ପୋଲିସ ଭଗିଆ ହତ୍ୟା ଘଟଣାର ଶନିବାର ପର୍ଦ୍ଦାଫାଶ କରିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ମୃତକଙ୍କ ଶାଶୁ, ଶ୍ୱଶୁର ଏବଂ…

ଏହି ନେତାମାନଙ୍କୁ ୩୦ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ବରିଷ୍ଠ ନେତାମାନଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ୬ ଜଣ ନେତାଙ୍କୁ ବିଭିନ୍ନ ଜିଲା ପାଇଁ  ପର୍ଯ୍ୟବେକ୍ଷକ ଭାବରେ ଦଳ ପକ୍ଷରୁ ନିଯୁକ୍ତି ମିଳିଛି। ବିକ୍ରମ କେଶରୀ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲାର…

ପ୍ଲଟ୍‌ ଦେବା ନାଁରେ ୧୫ ଲକ୍ଷ ଠକେଇ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କୁ ଏକ ବିଲ୍ଡର ସଂସ୍ଥା ପ୍ଲଟ ଦେବାକୁ କହି ୧୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଠକେଇ କରିଛି। ଠକେଇ ଅଭିଯୋଗର ଦୀର୍ଘ ୪ ବର୍ଷ ପରେ ମଞ୍ଚେଶ୍ୱର ଥାନା ପୋଲିସ ବିଲ୍ଡର ସଂସ୍ଥାର ଏମ୍‌ଡିଙ୍କୁ ଗିରଫ କରି କୋର୍ଟ…

ଅପହୃତା ନାବାଳିକାଙ୍କୁ ଖୋଜୁନି ପୋଲିସ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ନାବାଳିକା ଝିଅକୁ ଅପହରଣ କରାଯାଇଥିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି ବିଧବା ମା’। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିଥିଲେ ମଧ୍ୟ ତଦନ୍ତ ନ କରି ଚୁପ୍‌ ବସିଛି। ମହିଳା ଜଣକ ୨ ମାସ ହେବ ଥାନାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri