ରାଜ୍ୟ

ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ ୩୬୧ ଜଣଙ୍କ ନମୁନା ପରୀକ୍ଷଣ କରାଯାଇଥିଲା। ରିପୋର୍ଟ ଅନୁଯାୟୀ କରୋନା ଟିକାର ୨ଟି ଡୋଜ୍‌…

ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ୧୯୭୫ ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଦ୍ୱାରା ଦେଶରେ ଜାରି ଜରୁରିକାଳୀନ ପରିସ୍ଥିତିକୁ କେବେ କ୍ଷମା ଦିଆଯାଇପାରିବନି। ରାଜ୍ୟ ଭାଜପା ଭୁବନେଶ୍ୱର ସାଂଗଠନିକ ଜିଲା ପକ୍ଷରୁ ‘ଜରୁରିକାଳୀନ ପରିସ୍ଥିତି’କୁ ନେଇ ଭିଡିଓ କନଫରେନ୍ସିଂ ଜରିଆରେ ଶୁକ୍ରବାର…

ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନାରେ ହୋଇଥିବା ମାମଲାରେ ହାଇକୋର୍ଟ ୨ଲକ୍ଷ…

ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର

ମହାକାଳପଡ଼ା,୨୬।୬(ଡି.ଏନ୍‌.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର। ଜମ୍ବୁ ପଞ୍ଚାୟତରେ ସ୍ଥାନୀୟ କଣ୍ଡରା ପାଟିଆ ମୁଖ୍ୟ ରାସ୍ତାରେ ଏକ ଅଜଣା ମହିଳାଙ୍କ ସନ୍ଦେହଜନକ…

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୮୪୮କୁ ବୃଦ୍ଧି ପାଇଛି।…

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ ୨,୯୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି ପାଇଛି।…

ଭୁବନେଶ୍ୱର ସ୍ମାର୍ଟସିଟିକୁ ୨ଟି ପୁରସ୍କାର

ଭୁବନେଶ୍ୱର,୨୬।୬(ବ୍ୟୁରୋ): କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଇଣ୍ଡିଆ ସ୍ମାର୍ଟସିଟି ଆଓ୍ବାର୍ଡସ କଣ୍ଟେଷ୍ଟ (ଆଇଏସ୍‌ଏସି)-୨୦୨୦ ପ୍ରତିଯୋଗିତାରେ ଭୁବନେଶ୍ୱର ସ୍ମାର୍ଟସିଟିକୁ ଦୁଇଟି ପୁରସ୍କାର ମିଳିଛି। ‘ସୋସିଆଲି ସ୍ମାର୍ଟ ଭୁବନେଶ୍ୱର’ ପାଇଁ ସାମାଜିକ ପର୍ଯ୍ୟାୟ ବର୍ଗରେ ଦେଶରେ ରାଜଧାନୀ…

୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍‌ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ୩୦ ଜିଲାରେ ଅକ୍ସିଜେନ…

ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦ ପ୍ରତିଶତ ହ୍ରାସ ପାଇଛି। ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା ୭୭ରୁ ୯କୁ ଖସିଛି।…

କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର

ବଇଣ୍ଡା,୨୬ା୬ କରୋନାକୁ ନେଇ ସବୁଠି ହାହାକାର। କିଏ ଜୀବନ ତ କିଏ ଜୀବିକା ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ। ଭୋକ, ରୋଗ ଓ ଶୋକକୁ ନେଇ ବଢ଼ିଚାଲିଛି ଲୋକଙ୍କ ଦୁଃଖ। ଏପରି ଅବସ୍ଥାରେ ସରକାର ଦୁର୍ବଳଙ୍କ ବଳ ସାଜିବା କଥା। ଜନତାଙ୍କ ପରିବାର…

କାର୍ଯ୍ୟକ୍ଷମ ହେଲା ଦେଓ ପ୍ରକଳ୍ପ

ବାରିପଦା ଅଫିସ/ଠାକୁରମୁଣ୍ଡା, ୨୬।୬ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ହାତୀବାରିଠାରେ ନିର୍ମାଣାଧୀନ ବହୁ ପ୍ରତିକ୍ଷୀତ ଦେଓ ମଧ୍ୟମ ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ପରୀକ୍ଷାମୂଳକ ଭାବେ ପ୍ରକଳ୍ପରୁ କେନାଲରେ ପାଣି ଛଡ଼ାଯାଇଛି। କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, କରଞ୍ଜିଆ ବିଧାୟିକା…

ସାଧାରଣ ବଚ୍‌ସାରୁ ହତ୍ୟା

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଲହଣ୍ଡାବୁଡ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ଫୁଟବଲ ପଡିଆରେ ସାଧାରଣ କଥାକୁ ନେଇ ଗ୍ରାମର ୨ଜଣ ବ୍ୟକ୍ତିଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଜଣେ ଅନ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri