ରାଜ୍ୟ

ଓଡ଼ିଶାରେ ଡେଲଟା ପ୍ଲସ

ଭୁବନେଶ୍ୱର,୨୫।୬: ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଦେଶରେ ଡେଲଟା ପ୍ଲସ ମାମଲା ୪୮ରେ ପହଞ୍ଚିଛି। ମହାରାଷ୍ଟ୍ରରେ ୨୦ ଡେଲଟା ପ୍ଲସ ମାମଲା ଚିହ୍ନଟ…

ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍‌ରେ ପାସ ହାର ୯୭.୮୯% ରହିଛି। ସେଥି ମଧ୍ୟରୁ…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ଏହାକୁ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍‌ରେ ପାସ ହାର…

ଜୁଲାଇ ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱର ୧ ନମ୍ବର ହାଟ ବନ୍ଦ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭୁବନେଶ୍ୱର ୧ ନମ୍ବର ହାଟକୁ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ଜୁଲାଇ ପହିଲା ପର୍ଯ୍ୟନ୍ତ ହାଟ ବନ୍ଦ କରାଯାଇଛି। ଉଭୟ ହୋଲ୍‌ସେଲ୍‌ ଓ ରିଟେଲ ବ୍ୟବସାୟୀଙ୍କ ପାଇଁ ହାଟ ବନ୍ଦ କରାଯାଇଛି । କରୋନା ସଂକ୍ରମଣ ବଢ଼ିବା ଆଶଙ୍କା କରି ଭୁବନେଶ୍ୱର…

ୟୁଜି-ପିଜି ପରୀକ୍ଷା, ଜଣେ ପିଲାଙ୍କୁ ଜଣେ ଶିକ୍ଷକଙ୍କ ଦାୟିତ୍ୱ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନେଇ ଶୁକ୍ରବାର ଏକ ବୈଠକ ବସିଥିଲା । ଏଥିରେ ୟୁଜି ଓ ପିଜି ପରୀକ୍ଷା ନେଇ ଆଲୋଚନା ହୋଇଛି। ଭର୍ଚୁଆଲ ବୈଠକରେ ଜୁଲାଇ କିମ୍ବା ଅଗଷ୍ଟ ପରେ କିଭଳି ପରୀକ୍ଷା କରାଯିବ ସେନେଇ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ…

ଘରୋଇ ହସ୍ପିଟାଲକୁ ଟିକା ଯୋଗାଣ ବନ୍ଦ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଘରୋଇ ହସ୍ପିଟାଲକୁ ମାଗଣାରେ କୋଭିଡ୍‌-୧୯ ଟିକା ଯୋଗାଣ ବନ୍ଦ ହେବ। ଯଦି କୌଣସି ଘରୋଇ ହସ୍ପିଟାଲରେ ଟିକା ଗଚ୍ଛିତ ଥିବ ତେବେ ସେଗୁଡ଼ିକୁ ତୁରନ୍ତ ଫେରାଇ ଆଣିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଗୁରୁବାର ସ୍ବାସ୍ଥ୍ୟ ଓ…

ଆଜି ଆଉ ୪୦ ଜୀବନ ନେଲା କରୋନା, ୩୮୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୦ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା…

ଖୁସି ଖବର: ଆଜି ୩୦୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୯୧୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୯୩,୫୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬୭୫ ଜଣ ଚିହ୍ନଟ…

ବିଆର୍‌ପିଏଲ୍‌ ବିରୋଧରେ ଏନ୍‌ଜିଟି ମାମଲା: ଏସ୍‌ପିସିବିର ଲୋକଦେଖାଣିଆ ତଦନ୍ତ

ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍‌ପିଏଲ୍‌) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ତଦନ୍ତ କରାଯାଇଛି। ଏହି ତଦନ୍ତରେ ଏସ୍‌ପିସିିବି ପକ୍ଷରୁ ପରିବେଶବିତ୍‌ ହିରଣ୍ୟ କୁମାର…

ଆଜି କ୍ରୋମାଇଟ୍‌ ନିଲାମ

ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍‌ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ ପାଇଁ ରଖାଯାଇଥିବା ପ୍ରାୟ ୬ ଲକ୍ଷ ମେଟ୍ରିକ ଟନ୍‌ କ୍ରୋମାଇଟ ବିକ୍ରୀ ହୋଇ ନ…

ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ

କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଶିବପ୍ରସନ୍ନ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଧିକ ତଦନ୍ତ ପାଇଁ ଏସ୍‌ଟିଏଫ୍‌ର…

୨୭ ଯାଏ ବର୍ଷା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri