ରାଜ୍ୟ

ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍‌ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬ ହଜାର ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏହାଦ୍ୱାରା ରାଜ୍ୟର…

ଓ୍ବେବ୍‌ସାଇଟରେ ପ୍ରଭାବ ଏବଂ ପଇସା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ବର୍ତ୍ତମାନ ୪୨ଟି ବିଭାଗ କାର୍ଯ୍ୟ କରୁଛି। ସେ ସମସ୍ତ ବିଭାଗର ଗୁରୁତ୍ୱପୂର୍ଣ୍ଣ ତଥ୍ୟଗୁଡ଼ିକ କେତେ ମାତ୍ରାରେ ସୁରକ୍ଷିତ ତାକୁ ନେଇ ବର୍ତ୍ତମାନ ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଗୁଞ୍ଜରଣ ଆରମ୍ଭ ହେଲାଣି। ସରକାରଙ୍କ ସବୁ…

ଆଜି ମାଟ୍ରିକ ପରୀକ୍ଷାଫଳ

କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍‌ ବିବୃତି ମାଧ୍ୟମରେ ସୂଚନା ଦିଆଯାଇଛି। ଅପରାହ୍ନ ୪ଟା ବେଳେ କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇବ।…

ଗୋଟିଏ କୋଠରିରେ ୧୫୦ କର୍ମଚାରୀ

ପାଲଲହଡା,୨୫ା୬(ଡି.ଏନ.ଏ.) ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍‌ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ ବଳବତ୍ତର ରହିଛି। ଏପରି କି ବିବାହ ଉତ୍ସବରେ ମଧ୍ୟ ୨୫ରୁ ଅଧିକ ଲୋକଙ୍କୁ ସାମିଲ…

ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି

ବରଗଡ଼ ଅଫିସ୍‌,୨୪।୬: କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ପରେ ରାଜ୍ୟ ସରକାର ସେଲୁନ, ବିୟୁଟି ପାର୍ଲର ଖୋଲିବା ଉପରେ କଟକଣା ଜାରି କରିଥିଲେ। ଏହି କଟକଣା ଯୋଗୁ ବର୍ତ୍ତମାନ ସେଲୁନ, ବିୟୁଟି ପାର୍ଲର କର୍ମଚାରୀଙ୍କ ଜୀବନ ଦୁର୍ବିସହ ହୋଇପଡିଲାଣି। ବାରିକଙ୍କୁ କୌଣସି…

ଡିଭାଇଡରରେ ପିଟିହେଲା କାର୍‌: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ

ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍‌କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍‌ର ପି.ଲକ୍ଷ୍ମୀ (୪୫) ଓ ତାଙ୍କ ପୁଅ ପି.ଜଗନ (୧୯)। ବ୍ରହ୍ମପୁର ବଡ ମେଡିକାଲ ଫାଣ୍ଡି ପୋଲିସ ମୃତଦେହ…

୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ

ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ ପାଠପଢା ଆରମ୍ଭ କରିଛନ୍ତି। ହେଲେ ନେଟୱର୍କ ସମସ୍ୟା ମାଓବାଦୀ ପ୍ରବଣ ତୁରେକେଲା ବ୍ଳକର ହଲନଭଟା,…

ଅତ୍ୟଧିକ କାର୍ଯ୍ୟ ଚାପରେ ଜୀବନ ହାରିଲେ ମହିଳା ଯନ୍ତ୍ରୀ

ଭଞ୍ଜନଗର,୨୪ା୬: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ମହିଳା ଯନ୍ତ୍ରୀ ଜେ. ଅନିତା(୩୩) ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏଷ୍ଟିମେଟର ଭାବେ କାର୍ଯ୍ୟ କରୁଥିଲେ। ଲଣ୍ଡେଇସାହି ୟୁନିଟ୍‌ ୩ ସ୍ଥିତ ଭଡ଼ାଘରେ ଝୁଲନ୍ତା…

ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୨୪।୬: ରାଜ୍ୟ ସରକାର ଆଇପିଏସ୍‌ ସ୍ତରରେ ଗୁରୁବାର ଅଦଳବଦଳ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ବରିଷ୍ଠ ଆଇପିଏଏସ୍‌ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଗୃହ ବିଭାଗ ସ୍ବତନ୍ତ୍ର ଅଧିକାରୀ ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି ଲଲିତ ଦାସଙ୍କୁ…

ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ସତର୍କ ସୂଚନା ଜାରି…

ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା

ଭୁବନେଶ୍ୱର,୨୪।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ଗୁରୁବାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି । ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ବାବଦକୁ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ…

‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍‌ ପ୍ୟାଡ୍‌ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍‌ରେ ଦୂରଗାମୀ ସବ୍‌ସୋନିକ କ୍ରୁଜ ମିସାଇଲ ‘ନିର୍ଭୟ’ର ସଫଳ ପରୀକ୍ଷଣ ହୋଇଛି। ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri