ହେଲ୍ମେଟ ପାଇଁ ଗର୍ଭବତୀଙ୍କୁ ରାସ୍ତାରେ ଚଲାଇବା ଘଟଣା: ଥାନା ଓଆଇସିଙ୍କୁ ବହିଷ୍କାର ଲାଗି ଏନ୍ଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର,୫।୪(ବ୍ୟୁରୋ): ହେଲମେଟ୍ ପିନ୍ଧି ନ ଥିବାରୁ ମୟୂରଭଞ୍ଜ ଜିଲା ଶରତ ଥାନାର ଓଆଇସି ରୀନା ବକ୍ସଲା ଜଣେ ୮ମାସର ଗର୍ଭବତୀଙ୍କୁ ୩ କି.ମି. ଚଲାଇବା ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ (ଏନ୍ଏଚ୍ଆର୍ସି)ଙ୍କ ନିକଟରେ ଅଭିଯୋଗ ହୋଇଛି। ସମ୍ପୃକ୍ତ ଓଆଇସିଙ୍କୁ ଚାକିରିରୁ…
ବିଜେବି ଛାତ୍ର କରୋନା ପଜିଟିଭ
ଭୁବନେଶ୍ୱର, ୫।୪(ବ୍ୟୁରୋ): କରୋନା ପୁଣିଥରେ ନିଜର କାୟା ବିସ୍ତାର କରି ଚାଲିଛି। ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ବର୍ତ୍ତମାନ ସ୍କୁଲ ଓ କଲେଜରେ କରୋନା ସଂକ୍ରମିତ ଚିହ୍ନଟ ଖବର ସାମ୍ନାକୁ ଆସୁଛି । ତେବେ ଏହାରି…
କୋଟିଆର ତିନି ଗ୍ରାମରେ ଆନ୍ଧ୍ର କରିବ ଜିଲା ପରିଷଦ ନିର୍ବାଚନ
ପଟ୍ଟାଙ୍ଗୀ,୫।୪(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ତିନି ଗ୍ରାମ ତଳ ଗଞ୍ଜେଇ ପଦର, ଫଗୁଣସିନେରି ଓ ଫାଟୁସିନେରିରେ ଆନ୍ଧ୍ର ପଞ୍ଚାୟତ ନିର୍ବାଚନ ଗତ ଫେବୃୟାରୀ୧୩ରେ କରିଥିଲା। ଏହାକୁ ନେଇ ଏବେବି ବାଦ ବିବାଦ ଲାଗିରହିଥିବାବେଳେ…
ପିପିଲି ପ୍ରଚାରରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ସବୁ ଦଳର ନେତା ଓ କର୍ମୀ ଓ୍ବାର୍ଡସ୍ତରରୁ ଦାୟିତ୍ୱ ନେଇ ସେଠାରେ ଡେରା ପକାଇ ରହିଲେଣି। ଏହି ଉଷ୍ଣତାକୁ ଆହୁରି ସରଗରମ କରିଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର…
ଆଜି ରାଜ୍ୟରେ ୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୫୭୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୩,୨୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…
ବଲାଙ୍ଗୀର ମ୍ୟୁନିସିପାଲଟି ରାସ୍ତାରେ ଡ୍ରେନ୍ ପାଣି: ଜିଲାପାଳ ଦୃଷ୍ଟି ଦେବାକୁ ଦାବି
ବଲାଙ୍ଗୀର ଅଫିସ, ୫।୪: ବଲାଙ୍ଗୀର ପୌରପରିଷଦ ଅନ୍ତର୍ଗତ ୱାର୍ଡ ନଂ. ୧୮ ତୁଲସୀନଗର ପଡ଼ାରେ ଏକ ଡ୍ରେନ ନିର୍ମାଣ କାମ ଅଧା ପଡ଼ିଥିବାରୁ ରାସ୍ତା ଉପରେ ଡ୍ରେନ ପାଣି ସୁଅ ଛୁଟୁଛି । ପ୍ରତିଦିନ ଏହି ରାସ୍ତା ଦେଇ ଯାତାୟାତ କରୁଥିବା…
କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
କଟକ ଅଫିସ,୫।୪: କଟକ ଫ୍ୟାମିଲି କୋର୍ଟରେ ସୋମବାର ହାଜର ହୋଇଛନ୍ତି ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅଭିନେତା ସ୍ବାମୀ ତଥା ଏମ୍ପି ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ ନେଇ ବର୍ଷା କୋର୍ଟରେ ହାଜର ହୋଇଥିବା ଜଣାପଡ଼ିଛି। ଦିଲ୍ଲୀ ପଟିଆଲା ହାଉସ କୋର୍ଟ…
ରାଜଧାନୀରେ ସିଲ୍ ହେଲା ଘରୋଇ କୋଚିଂ ସେଣ୍ଟର
ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ କେତେକ ଘରୋଇ ଶିକ୍ଷାନୁଷ୍ଠାନ କୋଭିଡ୍ ନିୟମ ଉଲ୍ଲଂଘନ କରୁଥିବା ଯାଞ୍ଚ ବେଳେ ଜଣାପଡ଼ିଥିଲା। ତେବେ ବିଏମ୍ସି କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜଧାନୀର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଚଢ଼ାଉ କରାଯାଇଛି। ଜୋନାଲ ଡେପୁଟି କମିଶନର…
ଏସ୍ସିବିରୁ ପୁଣି ୩ ଦଲାଲ ଗିରଫ
କଟକ ଅଫିସ,୫।୪: କଟକ ଏସ୍ସିବି ମେଡିକାଲରୁ ରବିବାର ପୁଣି ୩ ଜଣ ଦଲାଲଙ୍କୁ ମଙ୍ଗଳାବାଗ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଏସ୍ସିବି କ୍ୱାର୍ଟର୍ସ ନଂ.୩ ଧୋବିଲେନ ଅଞ୍ଚଳର ମୁକେଶ ନାୟକ(୩୩), ମଙ୍ଗଳାବାଗ ଥାନା ସଗଡିଆ ସାହି ଅଞ୍ଚଳର…
ପିପିଲି ଉପନିର୍ବାଚନ: ଜୋର ଧରୁଛି ପ୍ରଚାର ତାତି
ଭୁବନେଶ୍ୱର,୫।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି ଆଉ ୧୨ ଦିନ ବାକି। ଏଥିରେ ୧୦ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ ହେବ । ହେଲେ ୩ ପ୍ରମୁଖ ଦଳ ବିଜେଡିର ରୁଦ୍ରପ୍ରତାପ ମହାରଥି, ଭାଜପାର ଆଶ୍ରିତ ପଟ୍ଟନାୟକ ଏବଂ କଂଗ୍ରେସର ଅଜିତ ମଙ୍ଗରାଜଙ୍କ…
ସାମ୍ପ୍ରଦାୟିକ ରାଜନୀତି କରୁଛନ୍ତି ମମତା: ଧର୍ମେନ୍ଦ୍ର
ଭୁବନେଶ୍ୱର,୫।୪(ବ୍ୟୁରୋ): ଜୟ ଶ୍ରୀରାମ ନାରାକୁ ଶୁଣି ଚିହିଁକି ଉଠୁଥିବା ମମତା ଦିଦି ସାମ୍ପ୍ରଦାୟିକ ରାଜନୀତି କରୁଛନ୍ତି ବୋଲି ରବିବାର ପଶ୍ଚିମବଙ୍ଗର କମାରହାଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏହି…
ବିଦ୍ୟୁତ୍ ଦର ବୃଦ୍ଧିକୁ ବିରୋଧ
ଭୁବନେଶ୍ୱର,୫।୪(ବ୍ୟୁରୋ): ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ବାନକ୍ରମେ ରବିବାର ସନ୍ଧ୍ୟାରେ ୩୦ ମିନିଟ୍ ବିଜୁଳି କାଟ କରାଯାଇଛି। ବିଭିନ୍ନ ସ୍ଥାନରେ ବିଦ୍ୟୁତ୍ ଉପଭୋକ୍ତାମାନେ ୩୦ ମିନିଟ୍ ପର୍ଯ୍ୟନ୍ତ ବିଜୁଳି ବନ୍ଦ କରି ନୀରବ ପ୍ରତିବାଦ କରିଛନ୍ତି।…
Archives


