ରାଜ୍ୟ

ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍‌ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ ବିଭିନ୍ନ ଜିଲାରେ ଭାଜପା କର୍ମୀମାନେ ତୀବ୍ର ପ୍ରତିବାଦ କରିଥିବାବେଳେ ଉଭୟ ଦଳର ତୁଙ୍ଗ ନେତାଙ୍କ…

୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍‌ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମିମି ବୃଷ୍ଟିପାତ ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୧୪୬.୮ ମିମିଠାରୁ…

ବିଆର୍‌ପିଏଲ୍‌ରେ ଏସ୍‌ପିସିବିର ତଦନ୍ତ ଆଜି

ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍‌ପିଏଲ୍‌) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ତଦନ୍ତ ଆରମ୍ଭ ହେବ। ଏନେଇ ଏସ୍‌ପିସିବି ପକ୍ଷରୁ କଳିଙ୍ଗନଗର ପରିବେଶ ସୁରକ୍ଷା…

ଗ୍ଲୋବାଲ ଇ-ଟେଣ୍ଡର ବାତିଲ

ଭୁବନେଶ୍ୱର,୨୪।୬(ବ୍ୟୁରୋ): କୋଭିଡ ଟିକା ପାଇଁ ରାଜ୍ୟ ସରକାର ଡାକିଥିବା ଗ୍ଲୋବାଲ ଇ-ଟେଣ୍ଡରକୁ ବାତିଲ କରାଯାଇଛି। ବୁଧବାର ଏ ନେଇ ଓଡ଼ିଶା ରାଜ୍ୟ ଔଷଧ ନିଗମ ଲିମିଟେଡ (ଓଏସ୍‌ଏମ୍‌ସିଏଲ୍‌) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ କେଉଁ କାରଣରୁ ଟେଣ୍ଡର ବାତିଲ ହେଲା…

ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ ମିଳିଛି। ନବମ ଓ ଦଶମ ଶ୍ରେଣୀରେ ଏହି ରାଜ୍ୟ ସଙ୍ଗୀତ ପଢ଼ାଯିବ। ଏ ନେଇ…

କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୭୬୧କୁ ବୃଦ୍ଧି ପାଇଛି।…

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩,୬୫୦ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର ରାଜ୍ୟରେ ୩,୪୫୬ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟା ବୃଦ୍ଧି ପାଇଛି।…

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। କରୋନା କଟକଣାରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି। ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅଧର…

କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ

ବରଗଡ଼ ଅଫିସ୍‌,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି। ଜାଲିଆତି କରି ସାଢ଼େ ୩ କୋଟି ଟଙ୍କାର ସରକାରୀ ରିହାତି ତୋଷରପାତ କରିଥିବା ଅଭିଯୋଗରେ…

‘ଆମ ପାଇଁ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ‘ଡେଲ୍‌ଟା ପ୍ଲସ୍‌’ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ିଲାଣି। ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ଡେଲ୍‌ଟା ପ୍ଳସ୍‌ ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର…

୨୩ ଦିନରେ ୧୫୬.୬ମି.ମି ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍‌ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମି.ମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ବାଭାବିକ ବର୍ଷା ୧୪୬.୮ମିମି ଠାରୁ…

୧୯ ଜିଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ କମ୍‌

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୬୫,୮୪୫ ନମୂନା ପରୀକ୍ଷା ହୋଇଥିବା ବେଳେ ୩,୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ କରୋନା ତଳମୁହାଁ ହୋଇଥିବା ବେଳେ ୧୯ଟି ଜିଲାରେ ସଂକ୍ରମଣ ହାର ୫% ତଳେ ରହିଛି। ସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁସାରେ, ବଲାଙ୍ଗୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri