ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୯୩ ଜଣ ଲୋକାଲ କେସ୍ ଥିବା…
ସିଇଟି ହେବ ଅନୁବନ୍ଧିତ ମହାବିଦ୍ୟାଳୟ
ଭୁବନେଶ୍ୱର, ୪ା୪ (ବ୍ୟୁରୋ): ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବିପିୟୁଟି) ଆଇନ-୨୦୦୨କୁ ସଂଶୋଧନ କରାଯାଇଛି। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ଆଗତ ଏହି ସଂଶୋଧନ ବିଲ୍ ଶନିବାର ବିରୋଧୀଙ୍କ ଅନୁପସ୍ଥିତିରେ ପାରିତ କରାଯାଇଛି। ଏହି ସଂଶୋଧନ ଆଇନ ଅନୁଯାୟୀ ସରକାରୀ…
ଚିକିତ୍ସା ପରିବର୍ତ୍ତେ ରୋଗୀଙ୍କୁ ରେଫର
ଅନୁଗୋଳ ଅଫିସ, ୪ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ଭିତ୍ତିଭୂମି ରହିଛି। ସେଥିପାଇଁ ଜିଲାର ବିଭିନ୍ନ ପ୍ରାଥମିକ, ଗୋଷ୍ଠୀ ଓ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀଙ୍କୁ ଏଠାକୁ ପଠାଯାଉଛି। ଏପରି କି ପଡ଼ୋଶୀ ଜିଲାଗୁଡ଼ିକରୁ ମଧ୍ୟ ବହୁ ରୋଗୀ…
ବଢ଼ିଲା ଆଇନଜୀବୀଙ୍କ ସହାୟତା ରାଶି
ଭୁବନେଶ୍ୱର, ୪ା୪ (ବ୍ୟୁରୋ): ଭୁବନେଶ୍ୱର, ୩।୪(ବ୍ୟୁରୋ)- ଆଇନ୍ଜୀବୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଅଧିବକ୍ତା କଲ୍ୟାଣ ପାଣ୍ଠି ୧୯୮୭ର ସଂଶୋଧନ କରିଛନ୍ତି। ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ଆଗତ ଓଡ଼ିଶା ଅଧିବକ୍ତା କଲ୍ୟାଣ ପାଣ୍ଠି (ସଂଶୋଧନ) ବିଲ୍-୨୦୨୧ ଶନିବାର ବିଧାନସଭାରେ ଗୃହୀତ…
ସୁରକ୍ଷା ଖୋଜୁଛି ଶାଳ ଜଙ୍ଗଲ
କେନ୍ଦୁଝର,୪।୪(ସ୍ବ.ପ୍ର.)- କେନ୍ଦୁଝର ଜିଲାରେ ଗତ ଏକ ଦଶନ୍ଧି ହେଲା ଦ୍ରୁତ ଜଙ୍ଗଲ କ୍ଷୟ ଯୋଗୁ ବ୍ୟାପକ ଶାଳ ଜଙ୍ଗଲ ନଷ୍ଟ ହୋଇଗଲାଣି। ପ୍ରାକୃତିକ ପରିବେଶରେ ଆପେ ଆପେ ଗଛ ଉଠୁଥିବା ଶାଳ ଜଙ୍ଗଲର ବିକଳ୍ପ ନାହିଁ। ଅର୍ଥାତ ଏହି ଗଛ ପ୍ରସ୍ତୁତ…
ନୂଆ ଷ୍ଟ୍ରେନ୍ର ଗତି ପ୍ରଖର, ପଡିଛି ଭାଳେଣି
ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ବହୁଶୀଘ୍ର ଚାରିଆଡକୁ ବ୍ୟାପିଯାଇଛି। ଦୈନିକ ପଜିଟିଭ୍ ସଂଖ୍ୟା ୫ଶହ ପାଖାପାଖି ପହଞ୍ଚତ୍ଥିବାବେଳେ ନୂଆ ଷ୍ଟ୍ରେନ୍କୁ ନେଇ ଭାଳେଣି ପଡିଛି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି, ବର୍ତ୍ତମାନ ଯେଉଁ ଷ୍ଟ୍ରେନ୍ ଆସିଛି,…
ପିଆଇଏଲ୍ ପୂର୍ବରୁ ପ୍ରତିପକ୍ଷଙ୍କୁ ସମୟ ଦିଅ
ଭୁବନେଶ୍ୱର, ୪।୪(ବ୍ୟୁରୋ): ଦିନକୁ ଦିନ ଉଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା(ପିଆଇଏଲ୍)ର ସଂଖ୍ୟା ବଢ଼ିବାରେ ଲାଗିଛି। ବିଶେଷକରି ଅନେକ କ୍ଷେତ୍ରରେ ଆବେଦନକାରୀମାନେ କୌଣସି କର୍ତ୍ତୃପକ୍ଷଙ୍କ ନିକଟରେ ଦରଖାସ୍ତ କରିବା ପରେ ପ୍ରତିପକ୍ଷ ଏହାର କାର୍ଯ୍ୟକାରିତା ନେଇ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ହାଇକୋର୍ଟରେ…
ଲିଭୁନି ଶିମିଳିପାଳ ନିଆଁ
ବାରିପଦା ଅଫିସ,୪।୪: ଶିମିଳିପାଳରେ ଦିନରାତି ନିଆଁ ଜଳୁଛି। ସବୁଜ ସୁନ୍ଦର ଏହି ଅଭୟାରଣ୍ୟକୁ ଗ୍ରାସ କରିଚାଲିଛି ବାନାଗ୍ନି। ସରୀସୃପଠାରୁ ଆରମ୍ଭ କରି ବନ୍ୟଜନ୍ତୁମାନେ ନିଆଁ ଯୋଗୁ ବେଶ୍ ପ୍ରଭାବିତ ହୋଇଛନ୍ତି। ଗତ ୪ ଦିନ ହେଲା ଅଭୟାରଣ୍ୟର ବିଭିନ୍ନ ସ୍ଥାନରେ ନିଆଁ…
ଦୁଇଦିନ ୧୪ ଜିଲାରେ ଝଡ଼ବର୍ଷା
ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ଦୁଇଦିନ ହେବ ବର୍ଷା ହୋଇଥିବାରୁ ଲୋକଙ୍କୁ ଗରମରୁ ଆସ୍ବସ୍ତି ମିଳିଛି। ଶନିବାର ଫୁଲବାଣୀରେ ସର୍ବାଧିକ ୧୬ମିମି ବର୍ଷା ହୋଇଥିବାବେଳେ ଦାରିଙ୍ଗବାଡ଼ି, କେନ୍ଦୁଝରଗଡ଼, ବୌଦ୍ଧରେ ମଧ୍ୟ ବର୍ଷା ହୋଇଛି। ମୟୂରଭଞ୍ଜ, ଗଜପତି, ଗଞ୍ଜାମ, କୋରାପୁଟ, ନୟାଗଡ଼,…
ସିଏଜି ଧରିଲେ ଅନିୟମିତତା
ଭୁବନେଶ୍ୱର, ୪ା୪ (ବ୍ୟୁରୋ): ଓଡ଼ିଶା ରାଜ୍ୟ ମେଡିକାଲ ନିଗମ ଲିମିଟେଡ୍ (ଓଏସ୍ଏମ୍ସିଏଲ୍)ରେ ଚଞ୍ଚକତା ହୋଇଛି। ଔଷଧ, ଚିକିତ୍ସା ସାମଗ୍ରୀ ଓ ବିଭିନ୍ନ ଯନ୍ତ୍ରପାତି କ୍ରୟରେ ଜାଲିଆତି କରାଯାଇଛି। ଶନିବାର ବିଧାନସଭାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ୱାରା ଉପସ୍ଥାପିତ ସାଧାରଣ ଓ ସାମାଜିକ…
ପ୍ରବଳ ବର୍ଷା ସହ କୁଆପଥର ମାଡ଼
ଦାମନଯୋଡ଼ି,୩ା୪: କୋରାପୁଟ ଜିଲା ଦାମନଯୋଡ଼ି ଅଞ୍ଚଳରେ ଶନିବାର ଅପରାହ୍ନ ୪ଟାରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି। ସକାଳୁ ଆକାଶ ମେଘାଚ୍ଛନ୍ନ ଥିବାବେଳେ ଗୁଳୁଗୁଳି ଅନୁଭୂତ ହେଉଥିଲା। ତେବେ ଅପରାହ୍ନରେ ବର୍ଷା ହୋଇଥିଲା। ଏହା ଲୋକଙ୍କୁ ଗରମରୁ କିଛି ପରିମାଣରେ…
ଟିକା ନେବାପରେ ବାପାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ଆଣିଲେ ପୁଅ
ନବରଙ୍ଗପୁର/ଡାବୁଗାଁ/ପାପଡ଼ାହାଣ୍ଡି,୩।୪: କରୋନା ଟିକା ନେଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ନବରଙ୍ଗପୁର ଜିଲା ଡାବୁଗାଁ ଥାନାରେ ଅଭିଯୋଗ ହୋଇଛି। ମୃତକ ହେଲେ ପାପଡ଼ାହାଣ୍ଡି ବ୍ଲକ ହାତୀବେଢ଼ା ପଞ୍ଚାୟତ ଶୁଣ୍ଢିଗୁଡା ଗ୍ରାମର ଟଙ୍କଧର ବିଶୋଇ(୬୬)। ମୃତଦେହ ବ୍ୟବଚ୍ଛେଦ ପାଇଁ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ…
Archives


