ରାଜ୍ୟ

କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। କବିସୂର୍ଯ୍ୟନଗର ଓ କୋଦଳା ଏନ୍‌ଏସି ପରିସରରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ କରିବା ପାଇଁ ଏଠାରେ…

ନବମ, ଦଶମ ଶ୍ରେଣୀ ସିଲାବସ୍‌ କମିବ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଚଳିତବର୍ଷ ବି ନବମ,ଦଶମ ଶ୍ରେଣୀର ସିଲାବସ୍‌ କମିବ। ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ ହ୍ରାସ କରାଯିବ। ସିଲାବସ୍‌ ହ୍ରାସ ହେବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସ୍କୁଲ…

ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୬ ଜୀବନ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ମୃତ ୪୬ କରୋନା ଆକ୍ରାନ୍ତଙ୍କ…

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୪୫୬କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍‌ ଥବବାବେଳେ ଆଜି ପୁଣି ହଠାତ୍‌ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା…

ମହିଳା ଉଦ୍ୟୋଗୀଙ୍କ ପାଇଁ ଋଣ ଉପରେ ୫% ସୁଧ ଛାଡ଼ ହେବ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀରେ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଉପରୁ ରାଜ୍ୟ ସରକାର ଋଣ ଭାର କମ୍‌ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ଏମ୍‌ଏସ୍‌ଏମ୍‌ଇ ବିଭାଗ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଏମରଜେନ୍ସି…

ଚାଷୀ ନ ଥାଇ ଧାନ କିଣା

ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଡବ୍ଲ୍ୟୁଏସ୍‌ଏଚଜି) ୪୬୬୧.୨୨ କୁଇଣ୍ଟାଲ ଧାନ ଦୁର୍ନୀତି କରିଛନ୍ତି। ଚାଷୀଙ୍କଠାରୁ ଧାନ ସଂଗ୍ରହ…

୨୬ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି…

୧୯ ମାଛ ୧୮.୬୫ ଲକ୍ଷ

ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ ବାକିଗୁଡ଼ିକର ଓଜନ ୨୦ରୁ ୨୨ କିଲୋମଧ୍ୟରେ ରହିଛି। ନୂଆବଜାର ନୋଳିଆ ବସ୍ତିର ଦଙ୍ଗଲ ରାଜୁ…

ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ୨୦୨୨ ମାର୍ଚ୍ଚ ୧୦ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ କାର୍ଯ୍ୟ ଆରମ୍ଭ କରିନାହାନ୍ତି। ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ…

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର,୨୩।୬(ବ୍ୟୁରୋ)କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମଙ୍ଗଳବାର ମନା କରିଦେଇଛନ୍ତି।…

ଧରାପଡ଼ିଲା ଗୁଗୁଲ୍‌ ପେ’ରେ ଲୁଟୁଥିବା ଲୁଟେରା

ଝାରସୁଗୁଡ଼ା ଅଫିସ,୨୨ା୬: ଝାରସୁଗୁଡ଼ା ଜିଲା ପୋଲିସ ଏକ ଆନ୍ତଃ ଜିଲା ସାଇବର କ୍ରାଇମ୍‌ ଉପରୁ ରହସ୍ୟ ଉଠାଇଛି। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ନୟାଗଡ଼ ଜିଲାରୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେ ହେଲେ ନୟାଗଡ଼ ଜିଲା ବୈଦେଶ୍ୱର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri