ରାଜ୍ୟ

ଟେମରା, କାଉଡୋଳାରେ ଧାନ ମଣ୍ଡି ଖୋଲିଲା

କୋକସରା, ୨୪।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପ୍ୟାକ୍ସ ଅଧୀନ କାଉଡୋଳା ଓ ଟେମରାରେ ସୋମବାରଠୁୁ ଧାନ ମଣ୍ଡି ଆରମ୍ଭ ହୋଇଛି। କୋକସରା ବ୍ଲକର ୧୪ଟି ମଣ୍ଡି ଓ ଉପମଣ୍ଡିରେ ମଧ୍ୟ ଧାନ କିଣା ପ୍ରକ୍ରିୟା ଆରମ୍ଭ...

ସ୍କୁଲ ବନ୍ଦ ପରେ ବସ୍ତାନି ବଦଳରେ ଗୋରୁଗାଈ ଚରାଉଛନ୍ତି ପିଲା

କୋକସରା, ୨୪।୧୧ (ଡି.ଏନ.ଏ.) ଆଜକୁ ପ୍ରାୟ ୭ ମାସରୁ ଊର୍ଦ୍ଧ୍ୱ ହେବ କରୋନା ଯୋଗୁ ସ୍କୁଲରେ ପଡିଛି ତାଲା। ସ୍କୁଲ ବନ୍ଦ ପରେ ବଦଳି ଯାଇଛି ଉପାନ୍ତ ଓ ବନବାସୀ ଅଞ୍ଚଳରେ ପଢ଼ୁଥିବା ପିଲାଙ୍କ ଭାଗ୍ୟ। ଏବେ ବହି ବସ୍ତାନି...

ପ୍ରେରଣା ସାଜିଛନ୍ତି ନନ୍ଦିନୀ

କେନ୍ଦୁଝର,୨୪ା୧୧(ଡି.ଏନ.ଏ.)-ବର୍ତ୍ତମାନ ଯୁଗରେ ପୁରୁଷମାନଙ୍କ ସହିତ ମହିଳାମାନେ ସବୁକ୍ଷେତ୍ରରେ ସମକକ୍ଷ ହେଲେଣି। ସାଧାରଣତଃ ମେଶିନ ଅପରେଟିଂ କିମ୍ବା କୌଣସି କଷ୍ଟସାଧ୍ୟ ଶ୍ରମଦାନ କ୍ଷେତ୍ରରେ ମହିଳାମାନେ ସାମାନ୍ୟ ପଛଘୁଞ୍ଚା ଦେଇଥାନ୍ତି। କିନ୍ତୁ ଜଣେ ଝିଅ ଗାଁରେ ଧାନ କଳ ବସାଇ ନିଜେ ସ୍ବାବଲମ୍ବୀ...

ଚାନ୍ଦିପୁର ବେଳାଭୂମି ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ବାଲେଶ୍ୱର ଅଫିସ-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ମାତ୍ର ୧୫ କି.ମି. ଦୂରରେ ରହିଛି ଚାନ୍ଦିପୁର ବେଳାଭୂମି। ଦୂରଦୂରାନ୍ତରୁ ପର୍ଯ୍ୟଟକମାନେ ଶୀତଋତୁରେ ଏହି ବେଳାଭୂମିକୁ ଆସିଥାନ୍ତି। ପିକ୍‌ନିକ୍‌, ମେଳା, ମହୋତ୍ସବରେ ଭରି ଉଠେ ବେଳାଭୂମି ଅଞ୍ଚଳ। ଚଳିତବର୍ଷ ମହାମାରୀ କରୋନା ପ୍ରଭାବରେ...

‘ବ୍ଲାକ୍‌ ଡାଇମଣ୍ଡ’ କହିବ କୋଇଲା କାହାଣୀ

ଅନୁଗୋଳ ଅଫିସ, ୨୪।୧୧ କୋଇଲାକୁ କାହିଁକି କଳାହୀରା କୁହାଯାଏ। ଏହି ପ୍ରାକୃତିକ ସମ୍ପଦର ଉତ୍ପତ୍ତି କେମିତି। ତା’ ଭିତରେ ଥିବା ଶକ୍ତିର ଆଧାର କ’ଣ। ମାଟିତଳେ ଥିବା କୋଇଲାର ଶଯ୍ୟା କିପରି ଜାଣିହେବ। ବିନା ବିସ୍ଫୋରଣରେ ଉତ୍ପାଦନ କେମିତି ସମ୍ଭବ...

ରାଜ୍ୟରେ ସୁସ୍ଥ ହେଲେ ୯୧୩ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୯୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୧୧୧, କଟକରୁ ୬୬, ଅନୁଗୋଳରୁ ୬୪, ଖୋର୍ଦ୍ଧାରୁ ୬୨, ନୂଆପଡାରୁ ୫୩, ସମ୍ବଲପୁରରୁ ୪୩, ବାଲେଶ୍ୱରରୁ...

ସୀମାନ୍ତରେ ଗୁଳି ବିନିମୟ: ୩ ମାଓବାଦୀ ନିହତ, ଜଣେ ଯବାନ ଆହତ

ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.)-ମାଲକାନଗରି ଜିଲା ସୀମାନ୍ତବର୍ତ୍ତୀ ଛତିଶଗଡରେ ସୋମବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୩ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଛନ୍ତି। ତେବେ ଏହି ଗୁଳିବିନିମୟରେ ଜଣେ ଯବାନ ଆହତ ହୋଇଛନ୍ତି। ଖବରରୁ ଜଣାପଡିଛି,...

୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୋମବାର ରାଜ୍ୟର ୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି। ରମାଦେବୀ ବିଶ୍ୱବିଦ୍ୟାଳୟ ପାଇଁ ଅପରାଜିତା ଚୌଧୁରୀଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ସବିତା ଆଚାର୍ଯ୍ୟଙ୍କ ନାଁ ରହିଛି। ସେହିପରି ଫକୀର...

ଏଣିକି ଧର୍ମଘଟକୁ ଉସୁକାଇଲେ ଜେଲ ଦଣ୍ଡ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ)-ସରକାରୀ କର୍ମଚାରୀ ମନ ଇଚ୍ଛା ଧର୍ମଘଟ କରି ପାରିବେ ନାହିଁ କିମ୍ବା ଏଥିପାଇଁ ପ୍ରୋତ୍ସାହିତ କରି ପାରି ପାରିବେ ନାହିଁ। ବେଆଇନ୍‌ ଧର୍ମଘଟ କଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ୧ ବର୍ଷ ଜେଲ ସହିତ ୫ ହଜାର ଟଙ୍କା...

ଭୁବନେଶ୍ୱରରୁ ଆଜି ପୁଣି ୩୭ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ସ୍କୁଲ ଫି’ ପ୍ରସଙ୍ଗ: କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): କରୋନା ସମୟରେ ଘରୋଇ ସ୍କୁଟ ଫି ଛାଡ କରିବା ମାମଲାର ଶୁଣାଣିକରି ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ। ସ୍କୁଲ ଫି କେତେ ହ୍ରାସ କରିପାରିବ ଜଣାଇବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏ ସମ୍ପର୍କୀତ ସତ୍ୟପାଠ...

ଥରେ ଗିରଫ ପରେ ସୁଧୁରିଲେନି: ପୁଣି ଲାଞ୍ଚ ନେଇ ଡାକ୍ତର ଗିରଫ

ମାଲକାନଗିରି, ୨୩।୧୧(ଡି.ଏନ୍‌.ଏ.): ପୂର୍ବରୁ ଲାଞ୍ଚ ନେଇ ଗିରଫ ହୋଇଥିବା ଜଣେ ଡାକ୍ତର ପୁଣିଥରେ ଲାଞ୍ଚ ନେବା ବେଳେ ଭାଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ହେ ହେଲେ ମାଲକାନଗିରି ଜିଲା ପୋଡିଆ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ପାନୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri