ଆସୁଛି ବାତ୍ୟା ମୋନ୍ଥା! ପାରାଦୀପରେ ସତର୍କ ସୂଚନା, ୨୯ ତାରିଖ ଯାଏ…
ଭୁବନେଶ୍ୱର,୨୫।୧୦: ଭୀଷଣ ବାତ୍ୟା ‘ମୋନ୍ଥା’ ପାଇଁ ପାରାଦୀପରେ ସତର୍କ ସୂଚନା ଜାରି କରାଯାଇଛି। ମାଇକ ଦାରା ସତର୍କ କରାଇଲେ ମତ୍ସ୍ୟ ବିଭାଗ ଓ ସାମୁଦ୍ରିକ ପୋଲିସ। ନେହରୁବଙ୍ଗଳା ଫିସିଂ ହାର୍ବର, ଅଠରବାଙ୍କି, ଷଣ୍ଢକୁଦରେ ପ୍ରଚାର ଯୋଗେ ସତର୍କ କରାଯାଇଛି। ନୂଆବଜାର, ଚୌମୁହାଣି…
ସୃଷ୍ଟି ହେଲା ଅବପାତ: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ, ଜାରି ହେଲା ଓ୍ବାର୍ନିଂ
ଭୁବନେଶ୍ୱର, ୨୫।୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ।୨୭ ତାରିଖ ସକାଳେ ବାତ୍ୟାର ରୂପ ନେବ ବୋଲି ଜଣାପଡିଛି। ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା…
ଆଜି ରାଜ୍ୟ କ୍ୟାବିନେଟ୍: ୭ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର,୨୫ା୧୦(ସୁନିତ୍ ମିଶ୍ର): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲା କନ୍ଫରେନ୍ସ ହଲ୍ଠାରେ ଅପରାହ୍ନ ୫ଟା ସମୟରେ ହେବାକୁ ଥିବା ଏହି ବୈଠକରେ ୭ଟି ପ୍ରସ୍ତାବ…
ଘରୁ ଘୋଷାଡି ଆଣି ଦଳିଦେଲେ ହାତୀ , ମୃତକଙ୍କ ପରିବାରକୁ ସହାୟତା ପାଇଁ ନିର୍ଦ୍ଦେଶ ଦେଲେ ବିଧାୟକ
ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୂଜାଗଡ ରେଞ୍ଜ ବେଲାଟୁଣି ଗ୍ରାମର ବିକ୍ରମ ନାୟକଙ୍କୁ (୪୦)ଙ୍କୁ ଶୁକ୍ରବାର ରାତିରେ ହାତୀପଲ ଘରୁ ଘୋଷାଡି ଆଣି ବିଲରେ ଦଳି ଚକଟି ମାରିଦେଇଛନ୍ତି। ଏହି ଘଟଣା ସମ୍ପୃକ୍ତ ଅଞ୍ଚଳରେ ଆତଙ୍କ…
ଆସୁଛି ବାତ୍ୟା, ଜାଣନ୍ତୁ ଓଡ଼ିଶାରେ କ’ଣ ରହିବ ପ୍ରଭାବ
ଭୁବନେଶ୍ୱର, ୨୫ା୧୦(ବନ୍ଦନା ସେଠୀ):ବଙ୍ଗୋପସାଗରରେ ଆସୁଛି ବାତ୍ୟା। ଏହାର ନାମ ଥାଇ ଭାଷାରେ ‘ମୋନ୍ଥା’। ଇତିମଧ୍ୟରେ ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ୩ କି.ମି. ବେଗରେ ଗତି କରୁଛି। ଶନିବାର ସୁଦ୍ଧା…
ରାଜ୍ୟ ସରକାରଙ୍କ ବଡ଼ଘେୋଷଣୋ: ରାଜ୍ୟରେ ଖାଲିପଡ଼ିଥିବା ୪୨୧୯ କନଷ୍ଟେବଳ ପଦ ସିଧାସଳଖ ପୂରଣ ହେବ
ଭୁବନେଶ୍ୱର,୨୪ା୧୦(ରବିନାରାୟଣ ଜେନା): ରାଜ୍ୟରେ ଖାଲି ପଡ଼ିଥିବା ୪୨୧୯ କନଷ୍ଟେବଲ ପଦକୁ ସିଧାସଳଖ ପୂରଣ କରାଯିବ ବୋଲି ଗୃହ ବିଭାଗ ପକ୍ଷରୁ କୁହାଯାଇଛି। ଶୁକ୍ରବାର ଏ ସଂକ୍ରାନ୍ତରେ ଗୃହବିଭାଗ ଉପସଚିବ ତରୁଣ କୁମାର ପଣ୍ଡା ପୋଲିସ ମହାନିର୍ଦ୍ଦେଶକ ଏବଂ ଆଇଜିଙ୍କୁ ପତ୍ର ଲେଖି…
ପଞ୍ଚାୟତ ସମିତି ବୈଠକରେ ଉଠିଲା ନୂଆ ପ୍ରସଙ୍ଗ
ଦାରିଙ୍ଗବାଡ଼ି,୨୪ା୧୦(ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍ ସଭାଗୃହଠାରେ ଶୁକ୍ରବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବ୍ଲକ୍ ଅଧକ୍ଷ ସୁଶାନ୍ତ ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ବିଡ଼ିଓ ପ୍ରୀତି ରଞ୍ଜନ ରଥ ପରିଚାଳନା କରିଥିଲେ। ବୈଠକରେ ସ୍ବାସ୍ଥ୍ୟ ବିଭାଗ ବିଷୟରେ ଆଲୋଚନା…
ବଡ଼ ଖବର: ବଦଳିଲା ବାତ୍ୟାର ଗତିପଥ! ଉପକୂଳକୁ ବିପଦ
ଭୁବନେଶ୍ୱର,୨୪।୧୦: ବାତ୍ୟା ଉପରେ ପଶ୍ଚିମାଝଡ଼ର ପ୍ରଭାବକୁ ନେଇ ବିଶେଷଜ୍ଞ କରୁଛନ୍ତି ଆକଳନ । ପଶ୍ଚିମାଝଡ଼ ଆସିଲେ ଗତିପଥ ବଦଳାଇପାରେ ବାତ୍ୟା । ଏପରି ହେଲେ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିବାର ଯଥେଷ୍ଟ ସମ୍ଭାବନା । ବଢ଼ି ଯାଇପାରେ ପବନର ଗତି…
ମହିଳାଙ୍କ ସହ ଏକୁଟିଆ ଦେଖିବା ପରେ ଜୋତାମାଳ ପିନ୍ଧାଇ ମାରିଥିଲେ ନିର୍ଧୁମ ମାଡ଼, Video ଭାଇରାଲ ପରେ…
ଆନନ୍ଦପୁର,୨୪।୧୦(ସୁଶାନ୍ତ କୁମାର ସାହୁ): ପରକ୍ରିୟା ପ୍ରୀତି ସନ୍ଦେହରେ ଜୋତା ମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ମହଙ୍ଗା ପଡିଲା। ଭିଡିଓ ଭାଇରାଲ ପରେ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଆନନ୍ଦପୁର ପୋଲିସ। ଏଭଳି ଘଟଣା ଘଟିଛି ଆନନ୍ଦପୁର…
ମାଡ଼ି ଆସୁଛି ବାତ୍ୟା ମୋନ୍ଥା, ନାଁ ପଛର କାରଣ ଜାଣିଲେ ହେବେ ତାଜୁବ
ଭୁବନେଶ୍ୱର,୨୪।୧୦: ଭାରତୀୟ ପାଣିପାଗ ବିଭାଗ ଅନୁମାନ କରିଛି ଯେ ସମ୍ଭାବ୍ୟ ବାତ୍ୟା ୨୭ ସକାଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ । ବଙ୍ଗୋପସାଗରରେ ଆସୁଛି ବାତ୍ୟା । ୨୭ ସକାଳେ ବାତ୍ୟାର ରୂପ ନେବ ଲଘୁଚାପ । ସ୍ପଷ୍ଟ କଲା ଭାରତୀୟ ପାଣିପାଗ…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଆଳୁ, ଡାଲିରେ ହେବ ଓଡ଼ିଶା ଆତ୍ମନିର୍ଭର
ଭୁବନେଶ୍ୱର,୨୪।୧୦: ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ରାଜ୍ୟରେ କୃଷି ବିଭାଗ ପକ୍ଷରୁ ରବି କ୍ୟାମ୍ପେନ ଆରମ୍ଭ ହୋଇଥିବା ସେ କହିଛନ୍ତି। ଡାଲି ଏବଂ ତୈଳବିଜ ଚାଷ ପାଇଁ ରବି କ୍ୟାମ୍ପେନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହା…
ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍: ଏଇଠି କରିବ ଲ୍ୟାଣ୍ଡଫଲ! ଜାଣନ୍ତୁ ବାତ୍ୟାର ଗତିପଥ
ଭୁବନେଶ୍ୱର,୨୪।୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ ଏବଂ ୨୬ ତାରିଖ ସୁଦ୍ଧା ଗଭୀର…
Archives


