ରାଜ୍ୟ

ବନ୍ଦ ହେବନି ସରକାରୀ ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର, ୨୯।୩(ବ୍ୟୁରୋ): ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ କରୋନା ହୋଇନି। ଯାହା ହୋଇଛି ଘରୋଇ ଶିକ୍ଷାନୁଷ୍ଠାନରେ। ତେଣୁ ନବମ ଏବଂ ଏକାଦଶ କ୍ଲାସ ବନ୍ଦ ହେବ ନାହିଁ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତ। ଏନେଇ ମନ୍ତ୍ରୀ କହିଛନ୍ତି,…

ପାରାଦୀପ ବନ୍ଦରରେ ଲାଗିଲା ଜାହାଜ: ୧୫ କରୋନା ପଜିଟିଭ, ୨ ଗୁରୁତର

ପାରାଦୀପ,୨୯।୩(ସ୍ବ:ପ୍ର.): ପାରାଦୀପ ବନ୍ଦରକୁ ଆସିଥିବା ଏମ୍‌ଭି ଏପିଜେ କାୟର୍ସ ନାମକ ପଣ୍ୟବାହୀ ଜାହାଜରେ ଥିବା ୨୮ଜଣ ନାବିକଙ୍କ ମଧ୍ୟରୁ ୧୫ ଜଣଙ୍କ ଠାରେ କରୋନା ଭୂତାଣୁ ଥିବା ଜଣାପଡିଛି। ପରେ ସମସ୍ତ ଆକ୍ରାନ୍ତଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ପିପିଲି ଉପନିର୍ବାଚନରେ ହେବ ତ୍ରିମୁଖୀ ଲଢ଼େଇ: ଶେଷରେ ଅଜିତ ମଙ୍ଗରାଜଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ପୁରୀ ଅଫିସ,୨୯।୩: ଭାଜପା ଓ ବିଜେଡି ପରେ ପିପିଲି ଉପନିର୍ବାଚନ ପାଇଁ ଶେଷରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ତେବେ ଦଳ ଏଥର ପୁଣି ବରିଷ୍ଠ ନେତା ଅଜିତ ମଙ୍ଗରାଜଙ୍କ ଉପରେ ଭରସା କରି ତାଙ୍କୁ ପ୍ରାର୍ଥୀ କରିଛି। ୨୦୧୯ ସାଧାରଣ…

ଗଡ଼ିଲାନି ମୋ ବସ୍‌

ଭୁବନେଶ୍ୱର,୨୮।୩(ବ୍ୟୁରୋ): ମୋ ବସ ସେବା ସୋମବାର ବନ୍ଦ ରହିଛି। ହୋଲିକୁ ଦୃଷ୍ଟିରେ ରଖି ଏହାକୁ ବନ୍ଦ କରାଯାଇଛି। କେବଳ ପ୍ରଥମାର୍ଦ୍ଧରେ ଏହା ବନ୍ଦ ରହିବ। ହେଲେ ଅପରାହ୍ନ ୩ଟାରୁ ପୁଣି ଏହି ସେବା ଆରମ୍ଭ ହେବ। ମାଷ୍ଟର କ୍ୟାଣ୍ଟିନରେ ଥିବା ପାସ…

କରୋନା ମାଡ଼ରେ ଫିକା ହୋଲି

ଭୁବନେଶ୍ୱର,୨୮।୩(ବ୍ୟୁରୋ): ଆଜି ରଙ୍ଗର ପର୍ବ ହୋଲି। ହୋଲିକୁ ଆନନ୍ଦର ପର୍ବ ଭାବି, ମାନ ଅଭିମାନ ଭୁଲି ଜଣେ ଅନ୍ୟ ଜଣଙ୍କୁ ରଙ୍ଗ ଲଗାଇଥାଏ। ଯେପରି ରଙ୍ଗ ବିନା ହୋଲି ଅଧୁରା। ଏହି ପର୍ବରେ ଲେକୋ ରାଧା ଦାମୋଦରଙ୍କୁ ସୁସଜ୍ଜିତ ବିମାନରେ ବସାଇ…

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ: ଭୁବନେଶ୍ୱର- ପୁରୀ ରାସ୍ତା ୨ଘଣ୍ଟା ବନ୍ଦ

ପୁରୁଣା ଭୁବନେଶ୍ୱର,୨୮/୩,(ଡି.ଏନ. ଏ.)- ୩୧୬ନଂ ପୁରୀ ଭୁବନେଶ୍ୱର ଜାତୀୟ ରାଜପଥର ଦୟା ବ୍ରିଜ ଉପରେ ରବିବାର ରାତି ୧୦ପାଖାପାଖି କାର ଦୁର୍ଘଟଣାରେ ମନୋଜ କୁମାର ବେହେରା(୪୦)  ନାମକ ଜଣେ  ଯୁବକଙ୍କର ମୃତ୍ୟୁ ଘଟିଥିଲା। ଏହାକୁ କେନ୍ଦ୍ରକରି ସ୍ଥାନୀୟ ଲୋକେ ପ୍ରାୟ ୨…

ନୂଆପଡ଼ା ଜିଲାର ଗୋଟିଏ ଗାଁରୁ ୧୪ ଚିହ୍ନଟ

ନୂଆପଡ଼ା,୨୮।୩: ନୂଆପଡ଼ା ଜିଲାରେ ଦିନକୁ ଦିନ କରୋନା ଉଗ୍ରରୁପ ଦେଖାଉଛି। ଜିଲାର କୋମନା ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତ ତୁକୁଲାପଡ଼ା ଗ୍ରାମରୁ ରବିବାର ୧୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ସିନାପାଲିରୁ ୪, ଖଡିଆଳରୁ ୩, ନୂଆପଡ଼ା ମୁଖ୍ୟ ଡାକ୍ତରଖାନାରୁ…

ରାଉରକେଲା ଅଖା ଗୋଦାମରେ ଅଗ୍ନିକାଣ୍ଡ

ରାଉରକେଲା,୨୮।୩: ରାଉରକେଲା ପାଓ୍ବାର ହାଉସ୍‌ ରୋଡ୍‌ ଏକ ଇଂଲିଶ ମିଡିୟମ ସ୍କୁଲ ନିକଟରେ ଥିବା ଅଖା ଗୋଦାମରେ ରବିବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଦମକଳବାହୀନୀର ୫ଟି ଦଳ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି।…

ପୋଖରୀରେ ବୁଡ଼ି ଶିଶୁ ମୃତ

ପରଜଙ୍ଗ,୨୮।୩: ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପଥରଖମ୍ବ ସ୍ଥିତ ବଡ଼ଥାଳିଆ ପୋଖରୀରେ ବୁଡ଼ି ରବିବାର ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସ୍ଥାନୀୟ ମୁଣ୍ଡାସାହିର ବିଭୁ ପିଙ୍ଗୁଆଙ୍କ ୪ ବର୍ଷର ପୁଅ ରୋଶନ। ମଧ୍ୟାହ୍ନରେ ରୋଶନ ସାଙ୍ଗମାନଙ୍କ ସହ ପୋଖରୀକୁ…

ମରାମତି ନାମରେ କାଟିଦେଲେ ଶତାଧିକ ଗଛ

ସରଣ୍ଡା,୨୮।୩: ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖାଇରପାଲି ରେଳଲାଇନପଡ଼ା। ଏହି ପଡାରେ ୫୦ ପରିବାରର ରହୁଛନ୍ତି। କାମଧନ୍ଦା କରି ସେମାନେ ଚଳନ୍ତି। ପଡ଼ାବାସୀଙ୍କ ସମ୍ମୁଖରେ ଖାଇରପାଲି-ସରଣ୍ଡା କେନାଲ ଯାଇଛି। ପଡାବାସୀ ଖରାରୁ ରକ୍ଷା ପାଇଁ କେଲାନ ହୁଡାରେ ଶାଗୁଆନ, ଡୁମ୍ବେର,…

ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଅଡୁଆରେ ବିଜେଡି ପଦାଧିକାରୀ

ଚନ୍ଦାହାଣ୍ଡି, ୨୮।୩: ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଜିଲା ବିଜେଡି ସଂଯୋଜକ ଏବେ ଅଡୁଆରେ। କଂଗ୍ରେସ କର୍ମୀ ଜିଲା ସଂଯୋଜକ ପ୍ରମୋଦ ପାଢୀଙ୍କ ଗିରଫ ଦାବି କରି ଚନ୍ଦାହାଣ୍ଡି ଥାନାରେ ଏତଲା ଦେଇଛନ୍ତି। ସୂଚନା ଅନୁଯାୟୀ, ଗତ…

କାଲି ବନ୍ଦ ରହିବ ମୋ ବସ୍‌ ସେବା, ହେଲେ…

ଭୁବନେଶ୍ୱର,୨୮।୩(ବ୍ୟୁରୋ): ସୋମବାର ରଙ୍ଗର ପର୍ବ ହୋଲି। ଏଥିନିମନ୍ତେ ପ୍ରଥମାର୍ଦ୍ଧରେ ମୋ ବସ ସେବା ବନ୍ଦ ରହିବ । ହେଲେ ଅପରାହ୍ନ ୩ଟାରୁ ପୁଣି ଏହି ସେବା ଆରମ୍ଭ ହେବ। ମାଷ୍ଟର କ୍ୟାଣ୍ଟିନରେ ଥିବା ପାସ କାଉଣ୍ଟର ମଧ୍ୟ ସୋମବାର ବନ୍ଦ ରହିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri