କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍ଇଟି ସିବିକେ ମହାନ୍ତି କହିଛନ୍ତି । ଡିଏମଇଟି କହିଛନ୍ତି ଯେ, ତୃତୀୟ ଲହର ପାଇଁ ଓଡ଼ିଶା ସରକାର ପ୍ରସ୍ତୁତ…
ଓଡ଼ିଶାର ଐତିହ୍ୟକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ: ସୁର
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସମେତ କଂଗ୍ରେସର ବହୁ ନେତା ଘୋଡ଼ା ମୂର୍ତ୍ତି…
ଇ-ପାଠଶାଳା, ଇ-ମୂଲ୍ୟାଙ୍କନ ପୋର୍ଟାଲ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ଅନ୍ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ମୂଲ୍ୟାୟନ ପାଇଁ ଓପେପା ଦ୍ୱାରା ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମରେ ଦୁଇଟି ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଭର୍ଚୁଆଲ୍ରେ ଏହାକୁ ଉଦ୍ଘାଟନ କରିଛନ୍ତି।…
୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମକୁ ସଫଳ କରିବାକୁ…
ମାଷ୍ଟରକ୍ୟାଣ୍ଟିନ ଛକରୁ ‘ଐତିହ୍ୟ ଘୋଡ଼ା’ ହଟାଇବା ପ୍ରସଙ୍ଗ: ସୌନ୍ଦର୍ଯ୍ୟକରଣ ନାଁରେ ଐତିହ୍ୟକୁ ଅବହେଳା କରା ନ ଯାଉ
ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକରେ ଦଣ୍ଡାୟମାନ ରହିଛି ‘ଐତିହ୍ୟ ଘୋଡ଼ା ଓ ଯୋଦ୍ଧା’ ସ୍ଥାପତ୍ୟ। ଏହା ଓଡ଼ିଶା ଶାସନର ସ୍ମାରକୀ ବହନ କରୁଛି। ବିଶିଷ୍ଟ ପ୍ରସ୍ତର ଶିଳ୍ପୀ ସ୍ବର୍ଗତ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଏହାକୁ ତିଆରି କରିଥିବାବେଳେ ୧୯୮୮ରେ ସେଠାରେ ସ୍ଥାପନ…
ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍ଏସ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍ ଖଣିର ସୁରକ୍ଷା ବ୍ୟବସ୍ଥାକୁ ନେଇ ତଦନ୍ତ ଆରମ୍ଭ ହୋଇଛି। ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ…
ଆଶଙ୍କା ଭିତରେ ଭଲ ଫଳକୁ ଅପେକ୍ଷା
ଭୁବନେଶ୍ୱର,୧୭।୬: ଦେଶରେ କୋଭିଡ୍ ସଂକ୍ରମଣ ଯୋଗୁ ଶିକ୍ଷା ବ୍ୟବସ୍ଥା ବେଶ୍ ପ୍ରଭାବିତ ହୋଇଛି। ୨୦୧୯-୨୧ ଶିକ୍ଷାବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍ଇ) ଦ୍ୱାଦଶ ଛାତ୍ରୀଛାତ୍ରମାନେ ପାଠପଢ଼ାଠାରୁ ଆରମ୍ଭ କରି ପରୀକ୍ଷାଫଳକୁ ନେଇ ଏବେବି ଚିନ୍ତିତ ରହିଛନ୍ତି। ଏଭଳି ସ୍ଥିତିରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ…
ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର
ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍ ଗୁରୁବାର ପ୍ରସ୍ତାବିତ ସ୍ଥାନ ବୁଲି ଦେଖିଛି। କେନ୍ଦ୍ରୀୟ ଅଧିକାରୀମାନେ ସିପସରୁବାଲି ଅଞ୍ଚଳ ବୁଲି ଦେଖିବା ସହ ଏ…
୧୭ ଜିଲାରେ ଆରମ୍ଭ ହେବ ଡିଏଲ୍ ଟେଷ୍ଟ୍
ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା ସଂକ୍ରମଣ ହାର କମିଥିବାରୁ ରାଜ୍ୟ ସରକାର ୧୭ ଜିଲାରେ ଲକ୍ଡାଉନ୍ କଟକଣା କୋହଳ କରିଛନ୍ତି। ତେଣୁ ଏହିସବୁ ଜିଲାରେ ଥିବା ଆର୍ଟିଓ ପକ୍ଷରୁ ଡ୍ରାଇଭିଂ ଓ ଲର୍ନିଂ ଲାଇସେନ୍ସ ଟେଷ୍ଟ୍ ଆରମ୍ଭ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍ଟିଏ)…
ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା…
ରାଜ୍ୟରେ ଆଜି ୩,୮୦୬ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୭୨ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି ୧୬୩୪ଟି…
ପ୍ରାଣୀ ଚିକିତ୍ସା ଦିଗରେ ପଦକ୍ଷେପ ନାହିଁ
ଖମାର,୧୮ା୬ ଚାଷୀଙ୍କ ପକେଟକୁ ଅଧିକ ଅର୍ଥ ଦେବାକୁ ପ୍ରାଣୀଧନ ପାଳନ ନିମନ୍ତେ ପ୍ରୋତ୍ସାହିତ କରୁଛନ୍ତି ସରକାର। ଏଥିପାଇଁ ବିଭିନ୍ନ ଯୋଜନା କରାଯାଇଛି। ବ୍ୟାଙ୍କ ମାଧ୍ୟମରେ କମ୍ ସୁଧରେ ଚାଷୀଙ୍କୁ ଋଣ ପ୍ରଦାନ କରାଯାଉଛି। ସବ୍ସିଡି ବ୍ୟବସ୍ଥାର ସୁଯୋଗ ନେବାକୁ ପରାମର୍ଶ ଦିଆଯାଉଛି।…
Archives


