ରାଜ୍ୟ

ବିଲୁପ୍ତି ପଥେ ତାଳପତ୍ର ଜାତକ

ଖୋର୍ଦ୍ଧା ଅଫିସ,୨୬।୩: ଭାରତୀୟ ସଂସ୍କୃତି, ପରମ୍ପରାରେ ତାଳପତ୍ରର ବହୁଳ ବ୍ୟବହାର ରହିଛି। ପ୍ରାଚୀନ କାଳରୁ ସଂସ୍କୃତି, ଶାସ୍ତ୍ରୀୟ ମତ ବିଚାର, ଗ୍ରନ୍ଥ ଆଦି ତାଳପତ୍ରରେ ଲେଖାଯାଇଛି। ମୁନିଋଷିମାନେ ମଧ୍ୟ ତାଳପତ୍ର ଓ ଲେଖନୀକୁ ବ୍ୟବହାର କରି ରାମାୟଣ, ମହାଭାରତ, ପୁରାଣ, ଶାସ୍ତ୍ର…

ବିଭିନ୍ନ ପ୍ରକଳ୍ପ ପାଇଁ ଓଏମ୍‌ବିଏଡିସିର ୧୪ ହଜାର କୋଟି ମଞ୍ଜୁର

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଗାମୀ ବର୍ଷରେ ବିଭିନ୍ନ ଜିଲାରେ ଓଡ଼ିଶା ଖଣିଜ ଅଞ୍ଚଳ ବିକାଶ ନିଗମ (ଓଏମ୍‌ବିଏଡିସି) ପରିଚାଳନା ମଣ୍ଡଳୀଙ୍କ ଅନୁମୋଦନ କ୍ରମେ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଦେବଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, ଅନୁଗୋଳ ଓ କୋରାପୁଟ ଜିଲାରେ…

ଲକ୍‌ଡାଉନରେ ସରକାର ହରାଇଛନ୍ତି ୩୧୫କୋଟି

ଭୁବନେଶ୍ୱର,୨୬।୩ (ବ୍ୟୁରୋ)- ରାଜ୍ୟରେ କରୋନା ମହାମାରୀ ଯୋଗୁ ୨୯,୪୯୨ଟି ଟ୍ରକ୍‌, ବସ, ଡମ୍ପର ଓ ଅନ୍ୟାନ୍ୟ ଯାନଗୁଡ଼ିକ ଚାଲିବା ବନ୍ଦ ରହିଥିଲା। ଏଥିଯୋଗୁ ୩୧୫କୋଟି ଟଙ୍କାର ମୋଟର ଯାନ ଟିକସ କ୍ଷତି ହୋଇଛି। ଆଗାମୀ ଆର୍ଥିକବର୍ଷ ପାଇଁ କେତେ ଆଦାୟ ଲକ୍ଷ୍ୟ…

‘କରୋନାଠାରୁ ବେକାରି ବଡ଼ ମହାମାରୀ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): କରୋନା ମହାମାରୀଠାରୁ ବେକାରି ମହାମାରୀ ବଢ଼ିଯାଇଛି। ଲକ୍ଷ ଲକ୍ଷ ବେକାର ଯୁବତୀଯୁବକ କାମଧନ୍ଦା ନ ପାଇ ମାଓବାଦୀ ହେବାକୁ ପସନ୍ଦ କରୁଛନ୍ତି। ଅନେକେ କାମଧନ୍ଦା ନ ପାଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା ଗଞ୍ଜାମରୁ ବହୁସଂଖ୍ୟକ…

ଏପ୍ରିଲରୁ ‘କାରାଗାର ଅଦାଲତ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆସନ୍ତା ଏପ୍ରିଲରୁ ଓଡିଶାରେ ଆରମ୍ଭ ହେବ କାରାଗାର ଅଦାଲତ। କୋର୍ଟରେ ଅନେକ କେସ୍‌ ବିଚାରଧୀନ ଅବସ୍ଥାରେ ପଡ଼ିରହିଛି। ଏଥିମଧ୍ୟରୁ ଅଧିକାଂଶ ଛୋଟ ମାମଲା ରହିଛି, ଯାହାର ସମାଧାନ ଖୁବ୍‌ କମ୍‌ ସମୟରେ ହୋଇପାରିବ। ହେଲେ କୌଣସି କାରଣରୁ ଏହି ମାମଲାଗୁଡ଼ିକର…

‘ଚଳଚ୍ଚିତ୍ର ଜଗତରେ ବୃହତ୍‌ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଗକୁ ପୁଣି ଥରେ ନୂଆ ରୂପରେ ଝଲସିବ କଳିଙ୍ଗ ଷ୍ଟୁଡିଓ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଳିଙ୍ଗ ଷ୍ଟୁଡିଓର ପୁନର୍ବିକାଶ ଲାଗି ଶିଳାନ୍ୟାସ କରିଛନ୍ତି। ଷ୍ଟେଟ୍‌ ଅଫ୍‌ ଦି ଆର୍ଟ ଭିତ୍ତିିଭୂମି ସହ ଷ୍ଟୁଡିଓକୁ ବିକଶିତ କରାଯିବ। ଏହି ପ୍ରକଳ୍ପ…

‘ବନ୍ଦ ହେବନି ଟିଟିପିଏସ୍‌ର ୩ୟ ପର୍ଯ୍ୟାୟ ସମ୍ପ୍ରସାରଣ କାମ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): ତାଳଚେର ତାପଜ ବିଦ୍ୟୁତ୍‌ କେନ୍ଦ୍ର(ଟିଟିପିଏସ୍‌)ର ତୃତୀୟ ପର୍ଯ୍ୟାୟ ସମ୍ପ୍ରସାରଣକୁ ତ୍ୱରାନ୍ବିତ କରାଯିବ। ଏହାସହ ଭବିଷ୍ୟତରେ ଏହି ପ୍ରକଳ୍ପ ବନ୍ଦ ହେବନାହିଁ ବୋଲି କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର.କେ ସିଂହ ପ୍ରତିଶ୍ରୁତି ଦେଇଥିବା ଟୁଇଟ୍‌ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା…

କଳାପଥର ଉତ୍ତୋଳନ:୫ ମାମଲାରେ ପେଞ୍ଚ

ଯାଜପୁର ଅଫିସ,୨୬।୩: ଯାଜପୁର ଜିଲା ରାଜସ୍ବ ବିଭାଗର ଛତ୍ରଛାୟା ତଳେ ଚାଲିଥିବା ବେଆଇନ କଳାପଥର ଲୁଟ୍‌ ଘଟଣା ଦିନକୁଦିନ ଅଣାୟତ୍ତ ହେବାରେ ଲାଗିଛି। ତହସିଲ କୋର୍ଟରୁ ଆରମ୍ଭ କରି ଏନ୍‌ଜିଟି, ହାଇକୋର୍ଟ ଓ ଲୋକାୟୁକ୍ତଙ୍କ ନିକଟରେ ଏନେଇ ଅଭିଯୋଗ ହେଉଥିଲେ ହେଁ…

ଆଜି ଭାରତ ବନ୍ଦ

ଭୁବନେଶ୍ୱର, ୨୬ା୩(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ଆଇନ ବିରୋଧରେ ଆନ୍ଦୋଳନକୁ ଜୋର୍‌ଦାର କରିବା ଲାଗି ଶୁକ୍ରବାର ଭାରତ ବନ୍ଦ ଡାକରା ଦେଇଛି ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌)। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ…

ଓଡ଼ିଶାର ୧୪ ଖଣି ନିଲାମ ହେବ

ଭୁବନେଶ୍ୱର,୨୬ା୩(ବ୍ୟୁରୋ):କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟରେ ଗୁରୁବାର ୬ ରାଜ୍ୟର ୬୭ଟି କୋଇଲା ଖଣିକୁ ବ୍ୟବସାୟିକ ଉତ୍ପାଦନ ଲାଗି ନିଲାମ କରିବାକୁ ଚୂଡ଼ାନ୍ତ ନିଷ୍ପତ୍ତି ନେଇଛନ୍ତି। ଛତିଶଗଡ଼, ଝାଡ଼ଖଣ୍ଡ, ଓଡ଼ିଶା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଏବଂ ଆନ୍ଧ୍ର ପ୍ରଦେଶର ଉକ୍ତ କୋଇଲା ଖଣିଗୁଡ଼ିକୁ ନିଲାମ…

ସ୍କୁଲରେ ପାଠପଢ଼ାକୁ ବନ୍ଦ କଲା ଶିକ୍ଷା ବିଭାଗ

ବରଗଡ଼ ଅଫିସ୍‌,୨୫।୩: କରୋନା ସଂକ୍ରମଣ ଯୋଗୁ ଗତବର୍ଷରୁ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ ରହିଛି । କେବଳ ସେତିକି ନୁହେଁ, ଏଥର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପରୀକ୍ଷା ହେବ ନାହିଁ ଏବଂ ବିନା ପରୀକ୍ଷାରେ ସମ୍ପୃକ୍ତ ଶ୍ରେଣୀର ଛାତ୍ରୀଛାତ୍ର ପରବର୍ତ୍ତୀ…

ଭାଇଜାନଙ୍କ ଫିଲ୍ମ ‘ରାଧେ’ରେ ଓଡ଼ିଆ ଅଭିନେତା ରାମ ସିର୍କା

କେନ୍ଦୁଝର, ୨୫ା୩ : ଇଛା ଥିଲେ ହାସଲ କରିହେବ ସବୁ କିଛି। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ବଲିଉଡ୍‌ରେ ପରିଚୟ ସୃଷ୍ଟି କରିଥିବା ଆଦିବାସୀ ଯୁବକ ରାମ ସିର୍କା। ଆସନ୍ତା ଇଦ୍‌ରେ ରିଲିଜ ହେବାକୁ ଥିବା ପ୍ରଭୁଦେବାଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ବହୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri