ରାଜ୍ୟ

ଏକ୍‌ମୋ ସପୋର୍ଟରେ ୧୦ରୁ ପ୍ରାୟ ୪ ଜଣ ବଞ୍ଚିଯାଇପାରନ୍ତି

ଭୁବନେଶ୍ୱର, ୧୭ା୬ (ବ୍ୟୁରୋ): କୋଭିଡ୍‌ ରୋଗୀଙ୍କ ପାଇଁ ଏବେ ଜୀବନ ରକ୍ଷକ ସାଜିଛି ଏକ୍‌ମୋ ମେଶିନ। କିନ୍ତୁ ରାଜ୍ୟରେ ଏହି ମେଶିନର ଅଭାବ ଥିବାରୁ ବହୁ ଗୁରୁତର ରୋଗୀ ରାଜ୍ୟ ବାହାରକୁ ଚିକିତ୍ସା ପାଇଁ ଯାଉଛନ୍ତି। ତେବେ ସବୁ ରୋଗୀ ଏକ୍‌ମୋ…

ଭିଡ଼ କଲେ, ବୋହିନେଲେ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ବାର ଅବାର ଯୋଗୁ ରଜରେ ଟିକେ ପାଟିରେ ଆମିଷ ବାଜି ନ ଥିଲା। ଶେଷ ରଜକୁ ଆମିଷ ବାର ପଡ଼ିଲା। ସୁଯୋଗ ହାତ ଛଡ଼ା ନ କରି ରାଜଧାନୀବାସୀ ରାତି ପାହିଛି କି ନାହିଁ ସିଧା ଆମିଷ ବଜାର…

ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି ଆଖି ରହିଛି। ଶିଶୁକନ୍ୟାଟି ମୃତ ଅବସ୍ଥାରେ ଜନ୍ମ ହୋଇଥିବା ଏମ୍‌କେସିଜି ମେଡିକାଲ ବରିଷ୍ଠ ଶିଶୁରୋଗ…

କୋଭିଡ୍‌ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ନବନିଯୁକ୍ତ ୭୮୬ ଡାକ୍ତରଙ୍କ ସହ ଭିଡିଓ କନ୍‌ଫରେନ୍ସରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ…

ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା

ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି କାର୍ଯ୍ୟକ୍ରମ ଅଧୀନରେ ବିଶ୍ୱର ୫୦ଟି ପ୍ରମୁଖ ସହର ମଧ୍ୟରେ ରାଉରକେଲା ସ୍ଥାନ ପାଇଛି। କୋଭିଡ୍‌…

ପରୀ ପରେ ବେବିନାଙ୍କୁ ହତ୍ୟା

ନୟାଗଡ଼ ଅଫିସ/ଦଶପଲ୍ଲା, ୧୭ା୬(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଗଁାର ୫ ବର୍ଷୀୟା ଶିଶୁକନ୍ୟା ବେବିନା ନାୟକଙ୍କୁ ହତ୍ୟା କରାଯାଇଛି। ବେବିନାଙ୍କ ହତ୍ୟା ପରୀ ହତ୍ୟାକାଣ୍ଡକୁ ମନେ ପକାଇ ଦେଇଛି। ଏହି ଘଟଣାରେ ପୋଲିସ…

ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍‌ କମ୍‌ ଦେଖାଯାଏ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ କମିଯିବା, ଛାତି ବଥା, କାଶ, ଧଇଁସଇଁ ଲାଗିବା, ପେଟ କାଟିବା, ମୁଣ୍ଡ ବିନ୍ଧିବା, ଚିଡ଼ିଚିଡ଼ା,…

ଟିକାକରଣ: ରାଶନ କାର୍ଡ ପରିଚୟ ପତ୍ର ହୋଇପାରିବ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ଏଣିକି ରାଶନ କାର୍ଡକୁ ମଧ୍ୟ ଟିକାକରଣବେଳେ ପରିଚୟ ପତ୍ର ଭାବେ ବ୍ୟବହାର କରିହେବ। ଟିକାକରଣ ପାଇଁ କୋଓ୍ବିନ ପୋର୍ଟାଲରେ ୭ ପ୍ରକାରର ପରିଚୟ ପତ୍ରକୁ ହିତାଧିକାରୀମାନେ ବ୍ୟବହାର କରିବା ପାଇଁ ବ୍ୟବସ୍ଥା ରହିଛି। ନିକଟରେ ୟୁନିକ୍‌ ଡିଜାବିଲିଟି ଆଇଡେଣ୍ଟିଫିକେଶନ…

ଓକିଲାତିନାମାରେ ଅତିରିକ୍ତ ଷ୍ଟାମ୍ପ୍‌ ଫି’ ଲାଗୁ ୬ ସପ୍ତାହ ଘୁଞ୍ଚିଲା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଓଡ଼ିଶା ଷ୍ଟେଟ୍‌ ବାର କାଉନ୍‌ସିଲ ଆଡ୍‌ଭୋକେଟ୍‌ସ ଓ୍ବେଲ୍‌ଫେୟାର କର୍ପସ ଫଣ୍ଡ୍‌ ଷ୍ଟାମ୍ପ୍‌ କାର୍ଯ୍ୟକାରିକୁ ସ୍ଥଗିତ ରଖାଯାଇଛି। ପ୍ରତ୍ୟେକ ଓକିଲାତି ନାମାରେ ଏବାବଦକୁ ୧୦୦ ଟଙ୍କାର ଅତିରିକ୍ତ ଷ୍ଟାମ୍ପ୍‌ ଫି’ ଲଗାଇବାକୁ ନୂଆ ନିୟମ କରାଯାଇଛି। ହେଲେ ରାଜ୍ୟର ଆଇନଜୀବୀ ତଥା…

୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ

କଟକ ଅଫିସ,୧୭ା୬: ଓଡ଼ିଶା ପାଲଟିଛି ଚୋରା ବନ୍ଧୁକର ଭଣ୍ଡାର। ଗ୍ୟାଙ୍ଗ୍‌ଷ୍ଟର ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ କରୁକରୁ କମିଶନରେଟ୍‌ ପୋଲିସକୁ ମିଳିଳାଣି ବିପୁଳ ପରିମାଣର ବନ୍ଧୁକ ଓ ଗୁଳି। ଅନୁଗୋଳ ଜିଲା ତାଳଚେରର ଟୁକୁନା ସ୍ବାଇଁ ଧରାପଡିବା ପରେ ଧଳସାମନ୍ତ…

ସବୁ ଜିଲାରେ ଗାଡ଼ି ପଞ୍ଜୀକରଣ, ବିକ୍ରୟକୁ ଅନୁମତି

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ଲକ୍‌ଡାଉନ୍‌ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସମସ୍ତ ଜିଲାରେ ଅଟୋମୋବାଇଲ୍‌ ଶୋ’ରୁମ୍‌ଗୁଡ଼ିକ ଖୋଲାଯିବା ସହ ନୂତନ ଗାଡ଼ି ପଞ୍ଜୀକରଣ ଓ ବିକ୍ରୟ ପାଇଁ ଅନୁମତି ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ପକ୍ଷରୁ ଟୁଇଟର…

୩ ପରୀକ୍ଷାଫଳ ଆଧାରରେ ମୂଲ୍ୟାୟନ

ଭୁବନେଶ୍ୱର,୧୭ା୬ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରେ ମୂଲ୍ୟାୟନ ପଦ୍ଧତି କ’ଣ ରହିବ ତାହାକୁ ନେଇ ଏବେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍କଣ୍ଠା ଲାଗି ରହିଛି। ଏପରିସ୍ଥଳେ ୧୩ ଜଣିଆ କମିଟି ଗଠନ ହୋଇଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri