ରାଜ୍ୟ

ସବୁ ଜିଲାରେ ଗାଡ଼ି ପଞ୍ଜୀକରଣ, ବିକ୍ରୟକୁ ଅନୁମତି

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ଲକ୍‌ଡାଉନ୍‌ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସମସ୍ତ ଜିଲାରେ ଅଟୋମୋବାଇଲ୍‌ ଶୋ’ରୁମ୍‌ଗୁଡ଼ିକ ଖୋଲାଯିବା ସହ ନୂତନ ଗାଡ଼ି ପଞ୍ଜୀକରଣ ଓ ବିକ୍ରୟ ପାଇଁ ଅନୁମତି ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ପକ୍ଷରୁ ଟୁଇଟର…

୩ ପରୀକ୍ଷାଫଳ ଆଧାରରେ ମୂଲ୍ୟାୟନ

ଭୁବନେଶ୍ୱର,୧୭ା୬ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରେ ମୂଲ୍ୟାୟନ ପଦ୍ଧତି କ’ଣ ରହିବ ତାହାକୁ ନେଇ ଏବେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍କଣ୍ଠା ଲାଗି ରହିଛି। ଏପରିସ୍ଥଳେ ୧୩ ଜଣିଆ କମିଟି ଗଠନ ହୋଇଥିବାବେଳେ…

ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ

ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ ଗୁରୁବାରଠାରୁ ତଦନ୍ତ ଆରମ୍ଭ ହେବ। ଏ ସଂକ୍ରାନ୍ତରେ ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ ଅଫ୍‌…

ପେଟ୍ରୋଲ ୨୬, ଡିଜେଲ ୧୪ ପଇସା ବଢ଼ିଲା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗୋଟିଏ ଦିନର ବିରତି ପରେ ବୁଧବାର ପୁଣି ଥରେ ତେଲ ଦର ବୃଦ୍ଧି ହୋଇଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୨୬ ପଇସା ବଢ଼ି ୯୭.୪୨ ଟଙ୍କା ଏବଂ ଡିଜେଲ ୧୪ ପଇସା ଊର୍ଦ୍ଧ୍ୱରେ ରହି ୯୫.୨୫ଟଙ୍କାରେ ବିକ୍ରି…

କମୁଛିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୩୯ ଜୀବନ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ଗତ ୨୪ ଘଣ୍ଟାରେ ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗୁରୁବାର ରାଜ୍ୟରେ କରୋନାଜନିତ ୩୯ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ…

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର ରାଜ୍ୟରେ ୩,୫୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ସାମାନ୍ୟ…

ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌

ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇଛି। ଘଟଣାସ୍ଥଳରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଗାଡ଼ିରେ ଥିବା ଡ୍ରାଇଭରଙ୍କ…

ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ

କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ ପୁଅ ଦେବାଶିଷ ପାତ୍ର ଅଡୁଆରେ ପଡ଼ିଛନ୍ତି। ମାମଲା ଚପାଇ ଦେବା ପାଇଁ ପ୍ରତାରଣାର ଶିକାର…

‘ମଦ ପାଇଁ ଟଙ୍କା ଦିଅ ନ ହେଲେ ଡେଇଁଲି’

ଝାରସୁଗୁଡ଼ା ଅଫିସ,୧୬ା୬: ଏକା ଜିଦ୍‌ ମଦ ପିଇବି। ମଦ ପାଇଁ ଟଙ୍କା ଦିଅ ନହେଲେ ଡେଇଁଲି। ଅଗ୍ନିଶମ କର୍ମୀଙ୍କ ଆଗରେ ଏଭଳି ସର୍ତ୍ତ ରଖିଥିଲେ ଟେଲିଫୋନ ଟାଓ୍ବାରରେ ଚଢ଼ିଥିବା ଝାରସୁଗୁଡ଼ା ସଦର ଥାନା ଏକାତାଳି ଗ୍ରାମର ଉଦ୍ଧବ ପଟେଲଙ୍କ ପୁଅ କ୍ରିଷ୍ଣା…

ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ

ବରଗଡ଼ ଅଫିସ୍‌,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍‌ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ବୁଧବାର ସୂଚନା ଦେଇଛନ୍ତି । ଅନ୍ୟପକ୍ଷେ…

ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ

ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ କଙ୍ଗାରୁ କୋର୍ଟରେ ଦୋଷୀଙ୍କୁ ଦଣ୍ଡ ଦେଉଛନ୍ତି। ଏଭଳି ଏକ ଘଟଣା ଘଟିଛି ଝାରସୁଗୁଡ଼ା ଜିଲା…

ଜୁଲାଇ ୨୫ ପର୍ଯ୍ୟନ୍ତ ମିଳିବ ନାହିଁ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୬।୬: ପୁରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ ୧୭ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥିବା ବେଳେ ଏହାର ଅବଧିକୁ ଆହୁରି ବୃଦ୍ଧି କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri