ରାଜ୍ୟ

ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ

ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍‌ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍‌ଆଇଙ୍କୁ ଜଣେ ଜେଲ୍‌ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୯୪/୨୧) ରୁଜୁ କରି ସମ୍ପୃକ୍ତ ଜେଲ ଓ୍ବାର୍ଡରଙ୍କୁ ଅଟକ ରଖିଛି। ଅନ୍ୟପକ୍ଷେ ପୋଲିସ…

ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା

ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ବୈଠକର ନିଷ୍ପତ୍ତି ଅନୁସାରେ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ବନ୍ଦ…

‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍‌ ଆକ୍ରାନ୍ତ’

ଭୁବନେଶ୍ୱର,୧୬।୬: କୋଭିଡ ସଂକ୍ରମଣରୁ ନେଗେଟିଭ୍‌ ହେଲାପରେ ମଧ୍ୟ ଲୋକଙ୍କ ଠାରେ ବିଭିନ୍ନ ଲକ୍ଷଣ ଦେଖାଦେଉଛି। ଲୋକେ ଦୀର୍ଘ ମିଆଦି କୋଭିଡ୍‌ ସମସ୍ୟାରେ ପୀଡିତ ହେଉଛନ୍ତି । ଏନେଇ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କୋଭିଡ ସଚେତନତା କାର୍ଯ୍ୟକ୍ରମରେ ବୁଧବାର କଟକ ଏସ୍‌ବି…

୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍‌ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ଏଥିରେ ୬ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା…

ସମ୍ପୂର୍ଣ୍ଣ ଉଠିଲାନି, ଆଂଶିକ କୋହଳ ହେଲା ଲକ୍‌ଡାଉନ୍‌; ଜାଣନ୍ତୁ ହେଲା କି ପରିବର୍ତ୍ତନ..

ଭୁବନେଶ୍ୱର,୧୬।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲକଡାଉନ୍‌ କଟକଣାକୁ ଆଂଶିକ କୋହଳ କରାଯାଇଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ସଂକ୍ରମଣ ୫% ତଳକୁ ଆସିଛି। ଏଣୁ ଗୁରୁବାର ସକାଳ ୫ଟା ପରଠାରୁ…

ଶ୍ରୀମନ୍ଦିର ହେବ ଆଲୋକୀକରଣ

ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)ର ପାଞ୍ଚଜଣିଆ ବୈଷୟିକ ଟିମ୍‌ ମଙ୍ଗଳବାର ଶ୍ରୀମନ୍ଦିର ଭିତରକୁ ଯାଇ ଆଲୋକୀକରଣ ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି। ନାଟମଣ୍ଡପ,…

ରସୁଲଗଡ଼ ଓଭରବ୍ରିଜ୍‌ରେ ଦୁର୍ଘଟଣା: ପିସିଆର ଭ୍ୟାନକୁ ପଛରୁ ପିଟିଲା ଟ୍ରକ, ୨ ପୋଲିସ କର୍ମଚାରୀ ଆହତ

ଭୁବନେଶ୍ୱର,୧୬ା୬(ବ୍ୟୁରୋ): ରସୁଲଗଡ଼ ଓଭରବ୍ରିଜ ଉପରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ପିସିଆର ଭ୍ୟାନକୁ ପଛ ପଟୁ ଏକ ମାଲ୍‌ବୋଝେଇ ଟ୍ରକ୍‌ ଧକ୍କା ଦେବାରୁ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ଆଉ ୫ ଜଣ…

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୪ ଜୀବନ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୪୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ

ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି। ଡିସିପିଙ୍କ ନିର୍ଦ୍ଦେଶ ପରେ ବନ୍ଦ ହୋଇପଡିଥିବା ୯ବର୍ଷ ତଳର ଏକ ହତ୍ୟା ମାମଲାର ଫାଇଲ୍‌…

କରୋନା ପାଇଁ ବୟସ୍କଙ୍କ ପ୍ରତି ଅତ୍ୟାଚାର ଆଶଙ୍କା ବଢ଼ିଛି

ଭୁବନେଶ୍ୱର, ୧୬।୬(ବ୍ୟୁରୋ):‘ବିଶ୍ୱ ବୟସ୍କଙ୍କ ପ୍ରତି ଦୁର୍ବ୍ୟବହାର ସଚେତନତା ଦିବସ’ ଅବସରରେ ମଙ୍ଗଳବାର ହେଲ୍ପ ଏଜ୍‌ ଇଣ୍ଡିଆର ସର୍ଭେ ରିପୋର୍ଟ ‘ଦ ସାଇଲେଣ୍ଟ ଟର୍‌ମେଣ୍ଟର୍‌: କୋଭିଡ୍‌-୧୯ ଆଣ୍ଡ୍‌ ଏଲ୍ଡର୍‌ଲି’ ପ୍ରକାଶ କରିଛି। ଏହି ରିପୋର୍ଟ ‘ଘରେ’ ଓ ‘ବୃଦ୍ଧାଶ୍ରମରେ’ ରହୁଥିବା ବୟସ୍କଙ୍କ ଜୀବନରେ…

ରାଜ୍ୟରେ ଆଜି ୩,୫୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୫୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୬ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୧୫୧୯ଟି…

ବ୍ଲାକ୍‌ ଫଙ୍ଗସ୍‌: ଔଷଧ ପାଇଁ କେନ୍ଦ୍ର ଉପରେ ନିର୍ଭର କରିବନି ଓଡ଼ିଶା

ଭୁବନେଶ୍ୱର,୧୬ା୬(ବ୍ୟୁରୋ):ରାଜ୍ୟ ସରକାର ମ୍ୟୁକୋରମାଇକୋସିସ୍‌ (ବ୍ଲାକ୍‌ ଫଙ୍ଗସ) ଚିକିତ୍ସା ପାଇଁ କେନ୍ଦ୍ର ଉପରେ ଆଉ ନିର୍ଭର କରିବେ ନାହିଁ। ରାଜ୍ୟ ସରକାର ନିଜେ ସିଧାସଳଖ ଏଥିପାଇଁ ଔଷଧ କ୍ରୟ କରିବେ। ଔଷଧ ନିର୍ମାତା କମ୍ପାନୀଗୁଡ଼ିକଠାରୁ ସିଧାସଳଖ କ୍ରୟ କରାଯାଉଥିବାରୁ ରାଜ୍ୟରେ ଜୀବନ ରକ୍ଷାକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri