ରାଜ୍ୟ

ସରକାରୀ ଅଧିକାରୀଙ୍କୁ ଅନୁକମ୍ପା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସାଧାରଣ ଲୋକ ଆଇନକୁ ହାତକୁ ନେଲେ ଅଭିଯୋଗର ୨୪ଘଣ୍ଟା ଭିତରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ୍‌ ପଠାଇ ଦେଉଛି। ହେଲେ ସରକାରୀ ପଦପଦବୀରେ ଥିବା ବରିଷ୍ଠ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ଏଭଳି ତତ୍ପରତା ଦେଖାଉ...

‘ବାତ୍ସଲ୍ୟ’ ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ୩ ବର୍ଷରୁ କମ୍‌ ଶିଶୁଙ୍କ ଯତ୍ନ ଏବଂ ଉଦ୍ଦୀପନାକୁ ଆଧାର କରି ସେମାନଙ୍କ ବିକଶିତ ଶୈଶବକୁ ଆନୁଷ୍ଠାନିକ ରୂପରେଖ ପ୍ରଦାନ ଲକ୍ଷ୍ୟରେ ‘ବାତ୍ସଲ୍ୟ’ ଅଭିଯାନ ଆରମ୍ଭ ହୋଇଛି। ମଙ୍ଗଳବାର ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି...

ଯୁବକଙ୍କୁ ଗୋଡ଼ାଇ ପିଟିଲେ ଯୁବତୀ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜମହଲ ଛକର ରାସ୍ତା ମଝିରେ ମଙ୍ଗଳବାର ଅପରାହ୍ନରେ ଜଣେ ଯୁବତୀଙ୍କ ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଥିଲା। ଯୁବତୀ ଜଣକ ସର୍ବସମ୍ମୁଖରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ମାଡ଼ ମାରିଥିଲେ। ଏପରି କି ପଥରରେ ଛେଚି ତାଙ୍କ ମୁଣ୍ଡ ଫଟାଇ...

ଓଟିଭି ସିଇଓଙ୍କୁ ଇଓଡବ୍ଲ୍ୟୁର ଜେରା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସାରୁଅ ଜମି ଦୁର୍ନୀତି ମାମଲାରେ ‘ଓଟିଭି’ ସିଇଓ ତଥା ଓଡ଼ିଶା ଇନ୍‌ଫ୍ରାଟେକ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଅନ୍ୟତମ ନିର୍ଦ୍ଦେଶକ ନିହାର ଭୂୟାଁଙ୍କୁ ମଙ୍ଗଳବାର କ୍ରାଇମବ୍ରାଞ୍ଚ ମାରାଥନ୍‌ ଜେରା କରିଛି। ଇଓଡବ୍ଲ୍ୟୁର ତଦନ୍ତକାରୀ ଟିମ୍‌ ଦିନତମାମ ତାଙ୍କୁ ଜେରା କରିଥିଲା। ପୂର୍ବାହ୍ନ...

ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟ

ପୁରୀ ଅଫିସ,୧୮ା୧୧: ୨୦୨୦-୨୧ ଆର୍ଥିକବର୍ଷ ଲାଗି ଶ୍ରୀମନ୍ଦିର ପାଇଁ ୧୫୪କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି। ମଙ୍ଗଳବାର ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଏହି ବଜେଟ ଅନୁମୋଦନ ଲାଭ କରିଛି। ଚଳିତବର୍ଷ କରୋନା ପାଇଁ ଶ୍ରୀମନ୍ଦିରର ଆୟ କମିଥିବାବେଳେ ବ୍ୟୟ...

ସମ୍ବିତ୍‌ଙ୍କ ଯୋଗୁ ପୁରୀ ପରିଚିତ କହି ଲେଖାଶ୍ରୀ ସମାଲୋଚିତ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ପୁରୀ ଓଡିଶାର ବୋଲି ବାହାରେ କେହି ଜାଣି ନ ଥିଲେ। ଏହା କଲିକତାର ବୋଲି ସମସ୍ତେ ଭାବୁଥିଲେ। ପୁରୀ ଲୋକ ସଭା ଆସନରେ ସମ୍ବିତ ପାତ୍ର ନିର୍ବାଚନ ଲଢିବା ପରେ ଯାଇ ସମସ୍ତେ ଏହା ଓଡିଶାର ବୋଲି...

ଆନ୍ଧ୍ରକୁ ଇଞ୍ଚେ ଜମି ଛଡ଼ାଯିବନି: ମନ୍ତ୍ରୀ

ପଟ୍ଟାଙ୍ଗୀ, ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ପୂର୍ବରୁ କୋଟିଆ ଅଞ୍ଚଳକୁ ନିଜର ବୋଲି ଦାବି କରୁଥିବା ଆନ୍ଧ୍ର ଏବେ ପୁଣି ପଟାଙ୍ଗୀର ସମ୍ବାଇ ପଞ୍ଚାୟତକୁ ନିଜ ଅକ୍ତିଆରକୁ ନେବା ଲାଗି ଚକ୍ରାନ୍ତ କରୁଛି। ଏହି ବିବାଦର ସମାଧାନ ନ ହେଉଣୁ କୋଟିଆ ପଞ୍ଚାୟତର...

‘କ୍ୟୁଆର୍‌ଏସ୍‌ଏଏମ୍‌’ର ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୧୮।୧୧: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍‌ (ସମନ୍ବିତ ପରୀକ୍ଷଣ କେନ୍ଦ୍ର ପରିସର) ୩ନଂ. ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ‘କ୍ୟୁଆର୍‌ଏସ୍‌ଏଏମ୍‌’ (କୁଇକ୍‌ ରିଆକ୍‌ସନ୍‌ ସର୍ଫେସ୍‌ ଟୁ ଏୟାର) କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି। ଏହା ପାଇଲଟ ବିହୀନ ଟାର୍ଗେଟ୍‌ ଏୟାରକ୍ରାଫ୍ଟ...

ଭୋଟର ତାଲିକା ସଂଶୋଧନ ଆରମ୍ଭ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ନିମନ୍ତେ ମଙ୍ଗଳବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି। ରାଜ୍ୟର ସମସ୍ତ ଭୋଟଗ୍ରହଣ କେନ୍ଦ୍ର, ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ...

୬ ଜିଲାରେ ଭାଜପାର ନୂଆ କାର୍ଯ୍ୟାଳୟ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଭାଜପା କାର୍ଯ୍ୟାଳୟ ଏକ କୋଠା ନୁହେଁ ବରଂ ଏହା ଏକ ସଂସ୍କାର କେନ୍ଦ୍ର। ଏହି ଭବନ ମାଧ୍ୟମରେ ଆମେ ଦଳ ସହ ଯୋଡ଼ି ହୋଇ ରହିଥାଉ। ଦଳର ସଂସ୍କାର କାର୍ଯ୍ୟାଳୟରୁ ହିଁ ମିଳିଥାଏ। ବିଶ୍ୱର ସର୍ବବୃହତ ଦଳର...

୧୪ ଜିଲାରେ ୩୫ ନକଲି ଶିକ୍ଷକ

ଯାଜପୁର ଅଫିସ,୧୮ା୧୧:  ରାଜ୍ୟର କୋଣ ଅନୁକୋଣରେ ନକଲି ବିଏଡ୍‌/ସି.ଟି. ଡିଗ୍ରୀଧାରୀ ଶିକ୍ଷୟତ୍ରୀଶିକ୍ଷକ ନିଯୁକ୍ତି ପାଇ ସମସ୍ତ ସରକାରୀ ସୁବିଧାସୁଯୋଗ ହାସଲ କରୁଛନ୍ତି। ଏହାଦ୍ୱାରା ପ୍ରକୃତ ବିଏଡ୍‌/ସି.ଟି. ଡିଗ୍ରୀଧାରୀ ଛାତ୍ରୀଛାତ୍ର ନିଯୁକ୍ତି ସୁଯୋଗରୁ ବଞ୍ଚିତ ହୋଇ ବେକାର ଜୀବନ ଅତିବାହିତ କରୁଛନ୍ତି।...

ଜଗା ଦର୍ଶନ ପାଇଁ ପୁଣି ଅପେକ୍ଷା

ପୁରୀ ଅଫିସ, ୧୮ା୧୧: କେବେ ଖୋଲିବ ଶ୍ରୀମନ୍ଦିର ଦ୍ୱାର ଏବଂ ସେମାନେ ପୁଣି ମହାପ୍ରଭୁଙ୍କ ଆଖି ସହ ଆଖି ମିଳାଇବେ, ଏମିତି ନାନା ଆଶା ଆଶଙ୍କା ମଧ୍ୟରେ ରହିଛନ୍ତି କୋଟି କୋଟି ଜଗନ୍ନାଥପ୍ରେମୀ। ଭକ୍ତ-ଭଗବାନଙ୍କ ମଧ୍ୟରେ ଲକ୍ଷ୍ମଣରେଖା ଟାଣିଛି କରୋନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri