ପଦକ୍ଷେପ ବଦଳରେ ଦୋଷୀକୁ ଦୟା
ଭୁବନେଶ୍ୱର, ୨୨ା୩(ବ୍ୟୁରୋ):ବଡ଼ଗଡ଼ ଥାନା ଅନ୍ତର୍ଗତ ବ୍ରହ୍ମେଶରବାଗ ଅଞ୍ଚଳରେ ଏକ ନିର୍ମାଣାଧୀନ ସ୍ବେରେଜ ଲାଇନ୍ ଚାମ୍ବରରେ ଶ୍ୱାସରୁଦ୍ଧ ହୋଇ ୨ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିଲା। ଏହି ସ୍ବରେଜ ଲାଇନ୍ କାର୍ଯ୍ୟ ଓ୍ବାଟର କର୍ପୋରେଶନ ଅଫ୍ ଓଡିଶା(ଓ୍ବାଟକୋ) କରୁଥିବାବେଳେ ଲକ୍ଷ୍ମୀ କନଷ୍ଟ୍ରକ୍ସନ ଠିକା ନେଇଛି।…
ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଣୀ ଚିକିତ୍ସକ
ଭୁବନେଶ୍ୱର, ୨୨ା୩ (ବ୍ୟୁରୋ):କାର୍ଯ୍ୟରତ ପ୍ରାଣୀ ଚିକିତ୍ସକମାନଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ତୁରନ୍ତ ଆଇନ ପ୍ରଣୟନ ସମେତ ବିଭିନ୍ନ ଦାବି ନେଇ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ପ୍ରାଣୀ ଚିକିତ୍ସା ସେବା ସଂଘ। ସଂଘ ଅଭିଯୋଗ କରିଛି ଯେ, ପ୍ରାଣୀଚିକିତ୍ସକମାନେ ବାକ୍ଶକ୍ତିହୀନ ପ୍ରାଣୀମାନଙ୍କର…
ହିଙ୍ଗୁଳା ଖଣିରୁ କୋଇଲା ଚୋରି ଧରିଲା ଏସ୍ଟିଏଫ
ଭୁବନେଶ୍ୱର,୨୨।୩(ବ୍ୟୁରୋ):ରାଜ୍ୟରେ ଥିବା ବିଭିନ୍ନ ଖଣିରୁ କୋଇଲା ଓ ଅନ୍ୟାନ୍ୟ ଖଣିଜ ଚୋରା ଚାଲାଣ ହେଉଛି। ଗତ କିଛିଦିନ ତଳେ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ) ଅନୁଗୋଳ ଅଞ୍ଚଳରୁ ୪୦ ଟନ୍ ଚୋରା କୋଇଲା ଓ ୨ ଟ୍ରକ୍ ଜବତ କରିଥିବାବେଳେ…
ସଂକ୍ରମିତ ରକ୍ତ ଚିହ୍ନଟରେ ନାଟ୍-ପିସିଆର ପଦ୍ଧତି ସଫଳ
ଭୁବନେଶ୍ୱର, ୨୨।୩(ବ୍ୟୁରୋ):ସଂଗୃହୀତ ରକ୍ତକୁ ରୋଗୀଙ୍କୁ ଦେବା ପୂର୍ବରୁ ତାହାକୁ ବିଭିନ୍ନ ପର୍ଯ୍ୟାୟରେ ପରୀକ୍ଷାନିରୀକ୍ଷା କରାଯାଇଥାଏ। ଉକ୍ତ ରକ୍ତ ମ୍ୟାଲେରିଆ, ସିଫିଲିସ୍, ଏଚ୍ଆଇଭି, ହେପାଟାଇଟିସ୍-ବି ଓ ସି ଆଦି ଦ୍ୱାରା ସଂକ୍ରମିତ କି ନୁହେଁ, ତାହାର ଚିହ୍ନଟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। କାରଣ…
ଚାଉଳ ଉତ୍ପାଦନରେ ଓଡ଼ିଶା ବଳକା ରାଜ୍ୟ
ଭୁବନେଶ୍ୱର, ୨୨ା୩(ବ୍ୟୁରୋ): ବିଗତ ଦୁଇ ଦଶନ୍ଧିରେ ରାଜ୍ୟ ସରକାରଙ୍କ ଦ୍ବାରା ଜଳସେଚନର ସୁବିଧା ଓ ସମୟୋଚିତ ଯୋଜନା ଫଳରେ ରାଜ୍ୟ କୃଷି କ୍ଷେତ୍ରରେ ପ୍ରଭୂତ ଉନ୍ନତି ହାସଲ କରିଛି। ଖାଦ୍ୟଶସ୍ୟ ଓ ଅନ୍ୟ କୃଷିଜାତ ଦ୍ରବ୍ୟ ଉତ୍ପାଦନ କ୍ରମାଗତ ଭାବେ ବୃଦ୍ଧି…
ସାତକୋଶିଆରେ କାହ୍ନା ଟିମ୍
ବନ୍ତଳା,୨୨ା୩(ଡି.ଏନ.ଏ.):ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଏନ୍କ୍ଲୋଜର ମଧ୍ୟରେ ଦୀର୍ଘ ଅଢ଼େଇବର୍ଷ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀକୁ ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟକୁ ଫେରାଇ ନିଆଯିବ। ରବିବାର କାହ୍ନା ଅଭୟାରଣ୍ୟର ଏକ ଟିମ୍ ସାତକୋଶିଆରେ ପହଞ୍ଚିବା ପରେ ଦୀର୍ଘଦିନର କଳ୍ପନା…
ଚାଷୀଙ୍କୁ ଭରସା ପବନଚାଳିତ ଶବ୍ଦଯନ୍ତ୍ର
ମହାକାଳପଡ଼ା,୨୨ା୩(ଡି.ଏନ୍.ଏ.):କେନ୍ଦ୍ରାପଡ଼ା ଜିଲା ଉପକୂଳ ବ୍ଲକ ମହାକାଳପଡ଼ା ଅଞ୍ଚଳର ରାମନଗର ପଞ୍ଚାୟତ ସ୍ଥାନୀୟ ବରଜ ବାହାକୁଦ ଗ୍ରାମର ଆମ୍ବଷୋଳଠାରେ କେତେଜଣ ଚାଷୀ ଖରାଦିନିଆ ଡାଳୁଅ ଧାନ ସହ ପନିପରିବା ଚାଷ କରିଛନ୍ତି। ବୁଲା ଗୋରୁ, ବନ୍ୟଜନ୍ତୁ, ପକ୍ଷୀଙ୍କ ଅବାଧ ପ୍ରବେଶରୁ ଚାଷକୁ ରକ୍ଷା…
ଅନିୟନ୍ତ୍ରିତ ବ୍ୟବହାରରୁ ସଙ୍କଟ
ଯାଜପୁର ଅଫିସ,୨୨ା୩: ଜଳବାୟୁ ପରିବର୍ତ୍ତନ ଯୋଗୁ ଭୂପୃଷ୍ଠ ଜଳ ଭୂତଳକୁ ଝରିବା ହ୍ରାସ ପାଇଚାଲିଛି। ଏଭଳି ସ୍ଥଳେ ଭୂତଳ ଜଳର ମାତ୍ରାଧିକ ବ୍ୟବହାର ବଢ଼ିଚାଲିଛି। ଏଥିରୁ ଅନେକ ଅଞ୍ଚଳରେ ଜଳକ୍ଲିଷ୍ଟତା ଦେଖିବାକୁ ମିଳୁଛି। ଅନିୟନ୍ତ୍ରିତ ଭୂତଳ ଜଳ ବ୍ୟବହାରକୁ ରୋକିବା ପାଇଁ…
ଦେଢ଼ଲକ୍ଷ ହେକ୍ଟର ବନୀକରଣ ଲକ୍ଷ୍ୟ
ଭୁବନେଶ୍ୱର, ୨୨।୩(ବ୍ୟୁରୋ):ଚଳିତବର୍ଷ ରାଜ୍ୟରେ ୧ କୋଟି ୭ ଲକ୍ଷ ହେକ୍ଟର ପରିମିତ ଅଞ୍ଚଳରେ ବନୀକରଣ କରାଯାଇଛି। ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ନଗର ଓ ପୌରାଞ୍ଚଳରେ ସ୍ବଚ୍ଛ ସୁନ୍ଦର ସବୁଜିମା ପରିବେଶ ସୃଷ୍ଟି ନିମିତ୍ତ ବ୍ୟାପକ ଚାରା ରୋପଣ କରାଯାଇଛି। ତେବେ…
ଗୋଟିଏ ରାସ୍ତା ପାଇଁ ୨୧ଥର ବିଲ୍
ନୟାଗଡ଼ ଅଫିସ,୨୨ା୩: ନୟାଗଡ଼ ଜିଲା ଭାପୁର ବ୍ଲକରେ ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏସ୍)ରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଛି। ଏହି ବ୍ଲକ୍ ଅଧୀନ ବଡ଼ସରା ପଞ୍ଚାୟତ ଗୋପାଳପ୍ରସାଦ ଗଁାର ପ୍ରାୟ ୮୫୦ମିଟର ରାସ୍ତାକୁ ୩ ଆର୍ଥିକ ବର୍ଷରେ…
‘ମୋ କଲେଜ ଅଭିଯାନ’ ଶୁଭାରମ୍ଭ
ଭୁବନେଶ୍ୱର, ୨୨।୩(ବ୍ୟୁରୋ):‘ମୋ ସ୍କୁଲ୍’ର ସଫଳତା ପରେ ରାଜ୍ୟ ସରକାର ‘ମୋ କଲେଜ ଅଭିଯାନ’ ଆରମ୍ଭ କରିଛନ୍ତି। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅଭିଯାନକୁ ଭିଡିଓ କନଫରେନ୍ସରେ ଉଦ୍ଘାଟନ କରିବା ସହ ‘ମୋ କଲେଜ’ ପୋର୍ଟାଲକୁ ଉନ୍ମୋଚନ କରିଛନ୍ତି। ସମଗ୍ର ବିଶ୍ୱରେ…
ଏକତାର ସହର ରାଉରକେଲା
ରାଉରକେଲା ଅଫିସ୍୍/ସୁନ୍ଦରଗଡ,୨୨।୩ (ଡି.ଏନ୍.ଏ):ରାଉରକେଲାରେ ଆର୍ଏସ୍ପିର ସୁପର ସ୍ପେଶିଆଲିଟି ହସ୍ପିଟାଲ ଓ ମେଡିକାଲ କଲେଜକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ଜାତି ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ଉଦ୍ବୋଧନ ଦେବାବେଳେ ସେ ରାଉରକେଲାକୁ ଏକତାର ସହର ବୋଲି ଅଭିହିତ କରିଛନ୍ତି। ପ୍ରାୟ ୩ଶହ କୋଟି…
Archives


