ରାଜ୍ୟ

ନୂଆବଜାର ଅଞ୍ଚଳରେ ବିଦେଶୀ ପକ୍ଷୀ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ସହରସ୍ଥିତ ନୂଆବଜାର ଅଞ୍ଚଳ ଏବେ ବିଦେଶୀ ପକ୍ଷୀଙ୍କ କିଚିରିମିଚିରି ଶବ୍ଦରେ ପ୍ରକମ୍ପିତ ହୋଇଉଠୁଛି। ସହର ନିକଟରେ କୌଣସି ହ୍ରଦ କିମ୍ବା ମୁହାଣ ନ ଥିଲେ ମଧ୍ୟ ବଡ଼ ବଡ଼ ଗଛରେ ପ୍ରାୟ ୭ ପ୍ରଜାତିର ୫ଶହରୁ ଊର୍ଦ୍ଧ୍ୱ…

କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼

ଭୋଗରାଇ,୧୪।୬- ବାପା ମା’ଙ୍କୁ ଛଡ଼ାଇ ନେଲା ମହାମାରୀ। ଉଜୁଡ଼ିଗଲା ସଂସାର। ଏବେ ପରିବାରରେ କେବଳ ୭ ବର୍ଷର ଝିଅ କ୍ରିଷ୍ଣା ଆଉ ତା’ର ଦେଢ଼ ମାସର ଭାଇ। ଘର ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ନିମାତ୍‌ପୁର ଗାଁରେ। ଖେଳକୁଦ ବୟସରେ ମୁଣ୍ଡରେ…

ରାତି ପାହିଲେ ବାହାରିବେ ବରଯାତ୍ରୀ

ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ। ଏହି କ୍ରମରେ ନନ୍ଦପଡା ଜଗତ୍‌ଜନନୀ ମାତା ପାର୍ବତୀ ଓ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ…

ପୂର୍ବତନ ଜିଲାପାଳଙ୍କ ଘରୁ ନାବାଳିକା ଉଦ୍ଧାର

ଭୁବନେଶ୍ୱର,୧୪।୬ : ନୟାପଲ୍ଲୀ ଆଇଆର୍‌ସି ଭିଲେଜସ୍ଥିତ ଜଣେ ଅବରସରପ୍ରାପ୍ତ ଜିଲାପାଳଙ୍କ ଘରୁ ସୋମବାର ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ଉକ୍ତ ନାବାଳିକାଙ୍କୁ ପ୍ରାୟ ଏକ ବର୍ଷ ହେଲା ଘରେ ଶ୍ରମିକ ଭାବେ କାମ କରାଉଥିଲେ। ଅଭିଯୋଗ ପାଇ ଚଢ଼ାଉ…

ନିଉତା ବାଣ୍ଟିଲେ ହନୁମାନ

ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ ବୀର ହନୁମାନ ଭକ୍ତଙ୍କ ଗହଣରେ ଦେବଦେବୀଙ୍କୁ ନାରିକେଳ, ଗୁଆ, ପଇତା, ହଳଦୀ, ମିଷ୍ଟାନ୍ନ, ବସ୍ତ୍ର…

ରାଜଧାନୀରେ ଆଉ ୪ଟି କେନ୍ଦ୍ରରେ ଦିଆଯିବ ଟିକା

ଭୁବନେଶ୍ୱର,୧୪।୬: ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ଗୁରୁତ୍ୱ ଦେବା ସହ ସମସ୍ତ ସହରବାସୀ କିପରି ସୁବିଧାରେ ଟିକା ନେଇ ପାରିବେ ସେ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସହରର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର, ସ୍ବତନ୍ତ୍ର ଭାବେ କେତେକ…

ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍‌ ୧୯ ନମୂନାରେ ଭାଇରାଲ ଲୋଡ୍‌। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ ଇନ୍‌ଫେକସନର…

ଓଜେଇଇ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ସ୍ଥଗିତ କରାଯାଇଛି। ଏହି ପରୀକ୍ଷା ସମ୍ଭବତଃ ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା। କିନ୍ତୁ ବର୍ତ୍ତମାନ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଏ…

କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଠପଢ଼ା ଖର୍ଚ୍ଚ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷାଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ୍‌ ଯୋଜନାରେ ସାମିଲ ହେବେ। ସେମାନଙ୍କ ମେଡିକାଲ ବା ଇଞ୍ଜିନିୟରିଂ ଶିକ୍ଷା ଖର୍ଚ୍ଚ ବି ସରକାର ବହନ କରିବେ। ଏମିତିକି ଘରୋଇ…

୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍‌ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି। ପର୍ଯ୍ୟଟକଙ୍କ ଆଗମନ ଦେଖି ନିର୍ଦ୍ଦିଷ୍ଟ ଏସ୍‌ଓପି ପାଳନ କରାଯିବ। ଏପ୍ରିଲ ୧୫ ତାରିଖରୁ ରାଜ୍ୟର…

ଏଥର ଫିକା ପଡିଛି ରଜ

ଭୁବନେଶ୍ୱର,୧୪।୬(ବ୍ୟୁରେ): ଆଜି ପହିଲି ରଜ । ହେଲେ କରୋନା ପାଇଁ ଓଡ଼ିଶାର ଗଣ ପର୍ବ ରଜ ଏଥର ଫିକା ପଡ଼ିଛି। ଏଥର ସେତେଟା ଚଳଚଞ୍ଚଳ ନାହିଁ ନା ଗାଁ ନାଁ ସହର। କୋଭିଡ କଟକଣା ପାଇଁ ଫିକା ପଡିଛି ରଜ ସଜବାଜ।…

ରାଜ୍ୟବାସୀଙ୍କୁ ‘ରଜ’ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ରଜ ପର୍ବ ପାଳନ ଉପରେ କଟକଣା ଜାରି କରାଯାଇଛି। ଫଳରେ ଘରେ ରହି ଲୋକେ ପହିଲି ରଜ ପାଳିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ‘ରଜ ପର୍ବ’ର ଶୁଭେଚ୍ଛା ଜଣାଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri