ରାଜ୍ୟ

ପୂର୍ବତନ ଡିଜିପି ଏସ୍‌.କେ ଚାଟାର୍ଜୀଙ୍କ ପରଲୋକ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ଓଡ଼ିଶାର ପୂର୍ବତନ ଡିଜିପି ଏସ.କେ ଚାଟାର୍ଜୀଙ୍କର ଶନିବାର ରାତିରେ ନୂଆଦିଲ୍ଲୀ ଠାରେ ଦେହାନ୍ତ ହୋଇଛି। ଏନେଇ ଓଡ଼ିଶା ଡିଜିପି ଅଭୟ ରବିବାର ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି । ୧୯୬୬ ବ୍ୟାଚର ଏହି ଆଇପିଏସ ଅଧିକାରୀ ୨୦୦୧ ଏପ୍ରିଲ...

ପାର୍କ ନିର୍ମାଣ ପାଇଁ ମାଟି ଖୋଳିଲା ବେଳେ ବାହାରିଲେ ମହାଦେବ, ଗାଁରେ ଚାଲିଛି ପୂଜାର୍ଚ୍ଚନା

ପଦ୍ମପୁର,୧୫ା୧୧(ଡି.ଏନ୍‌.ଏ.): ଭଦ୍ରକ ବ୍ଲକ ଅଧୀନ ଗୋରାମାଟିର ଲଦିଆପଦାଠାରେ ପାର୍କ ନିର୍ମାଣ ପାଇଁ ଟ୍ରାକ୍ଟର ମାଟି ଖୋଳିବା ବେଳେ ଗାଡ଼ି ବନ୍ଦ ହୋଇଯାଇଥିଲା। ସେଠାରେ ଲୋକମାନେ ଅଧିକ ଖୋଳିବାରୁ ମହାଦେବଙ୍କ ଲିଙ୍ଗ ବାହାରିଲେ। ଗ୍ରାମବାସୀ ସେଠାରେ ଏବେ ପୂଜାର୍ଚ୍ଚନା ଆରମ୍ଭ କରିଛନ୍ତି।

ଭୁବନେଶ୍ୱରରୁ ଆଜି ପୁଣି ୫୭ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୪୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ରାଜଧାନୀରୁ ବସ୍‌ ଚୋରି, ବ୍ରହ୍ମପୁରରୁ ଜବତ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଏକ ବସ୍‌କୁ କେହି ଚୋରି କରି ନେଇଥିବା ବେଳେ ଏହା ବ୍ରହ୍ମପୁରୁର ଜବତ ହୋଇଥିବା ସୂଚନା ମିଳିଛି। ଶନିବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍‌ ବରମୁଣ୍ଡା ବସଷ୍ଟାଣ୍ଡରୁ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ବସ...

୧୮ରେ ସର୍ବଦଳୀୟ ବୈଠକ: ଶୀତକାଳୀନ ଅଧିବେଶନ ପରିଚାଳନା ନେଇ ହେବ ଆଲୋଚନା

ଭୁବନେଶ୍ୱର,୧୫ା୧୧: ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ଆସନ୍ତା ୧୮ ତାରିଖରେ ସର୍ବଦଳୀୟ ବୈଠକ ବସି। ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି। ବିଧାନସଭା ଶୀତକାଳୀନ ଅଧିବେଶନ ପରିଚାଳନା କିପରି ହେବ ସେ ନେଇ ବୈଠକରେ ଆଲୋଚନା ହେବ। ମୁଖ୍ୟତଃ ଚଳିତ...

ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ଆଉ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ; ଭୁବନେଶ୍ୱରରୁ ସର୍ବାଧିକ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): କମୁଛି ସଂକ୍ରମଣ ହେଲେ କମୁନି ମୃତ୍ୟୁ ସଂଖ୍ୟା। ରାଜ୍ୟରେ ଆଉ ୧୭ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବରଗଡ଼ର ୩୩ ବର୍ଷୀୟ ବ୍ୟକ୍ତି, ୫୮ ବର୍ଷୀୟ ମହିଳା, ବୌଦ୍ଧର ୧୨ ବର୍ଷର ନାବାଳିକା, ଭୁବନେଶ୍ୱରର ୬୩ ବର୍ଷୀୟ...

ଆଜି ଚିହ୍ନଟ ହେଲେ ୭୫୩ କରୋନା ଆକ୍ରାନ୍ତ, ରହିଛି ୩୧୯ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ରବିବାର ୭୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୪୩୪ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୩୧୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା...

ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୧୫।୧୧- ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଦ୍ୱିତୀୟ ଦିନରେ ରବିବାର ମହାକାଳୀ ବେଶରେ ମା’ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ଆଦ୍ୟାଶକ୍ତି ମା ଭଦ୍ରକାଳୀ ରବିବାର ମହାକାଳୀ ବେଶରେ ନାଲି ପାଟ ବସ୍ତ୍ର ପରିଧାନ କରିବା ସହ...

ରାଜଧାନୀରେ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭୧

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ ମାତ୍ର ୫୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬...

ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆଜି ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି ଯେ, ପବିତ୍ର କାଳୀପୂଜା ଏବଂ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ...

ସବୁ ଚାଷୀଙ୍କୁ ମିଳିବ ପରିଚୟପତ୍ର

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ସମସ୍ତ ଚାଷୀଙ୍କୁ କୃଷକ ପରିଚୟପତ୍ର ଦିଆଯିବ। ଏଥିପାଇଁ କୃଷକ ଓଡ଼ିଶା କାର୍ଯ୍ୟକ୍ରମରେ ରାଜ୍ୟର ୭୬ ଲକ୍ଷ ଚାଷୀଙ୍କୁ ନେଇ କୃଷକ ଡାଟାବେସ୍‌ ଆରମ୍ଭ କରାଯାଇଛି। ଏହି ଡାଟାବେସ୍‌ର ଯାଞ୍ଚ ପ୍ରକ୍ରିୟା ୧୦୦ ଦିନ ମଧ୍ୟରେ ସମ୍ପୂର୍ଣ୍ଣ କରାଯାଇ...

ରାଜଧାନୀ ଜଗିବେ ୧୭ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ଆଜି ଦୀପାବଳି। ହେଲେ ମହାମାରୀ କରୋନା ପାଇଁ ଏଥର ଏହି ଆଲୋକର ପର୍ବ ଫିକା ପଡ଼ିବାକୁ ଯାଉଛି। ବାଣ ଫୁଟାଇ ଧୁମ୍‌ଧାମ୍‌ରେ ଦୀପାବଳି ପାଳନ ଉପରେ ରୋକ ଲଗାଯାଇଛି। କେବଳ ଦୀପ ଜାଳିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri