ରାଜ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୯୦୨ କରୋନା ଆକ୍ରାନ୍ତ: ମୋଟ ସଂଖ୍ୟା ୩,୦୭,୯୦୬କୁ ବୃଦ୍ଧି

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୯୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୫୨୩ଟି କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୩୭୯ ଲୋକାଲ କେସ୍‌ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୫୦, ବାଲେଶ୍ୱରରୁ ୩୯, ବରଗଡ଼ରୁ ୩୭, ଭଦ୍ରକରୁ ୮,...

କମୁନି କରୋନା ମୃତ୍ୟୁ ହାର: ରାଜ୍ୟରେ ୧୫ଶହ ଟପିଲା ସଂଖ୍ୟା

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫ ଶହ ଟପିଯାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ଟୋଲ୍‌ ଫି ଲାଭ ଆଗ

ଯାଜପୁର ଅଫିସ,୧୪।୧୧: ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ୨୦୧୬ ଜୁଲାଇରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ୬ ନମ୍ବର ଜାତୀୟ ରାଜପଥ(ଏନ୍‌ଏଚ୍‌ )ରେ ଥିବା କଟକ ମଙ୍ଗୁଳି ଟୋଲ୍‌ପ୍ଲାଜାକୁ ବନ୍ଦାଳ ନିକଟକୁ ସ୍ଥାନାନ୍ତର କାର୍ଯ୍ୟ ପ୍ରାୟ ଶେଷ ହେବାକୁ...

ଢେଙ୍କାନାଳ ଜିଲାରେ ସୀମା ଟପିଲା ବର୍ବରତା: ୪ବର୍ଷର ଶିଶୁକୁ ବଳାତ୍କାର ପରେ ହତ୍ୟା

ଢେଙ୍କାନାଳ ଅଫିସ/କାମାକ୍ଷାନଗର/କାଳିଆପାଣି(ଡି.ଏନ୍‌.ଏ.), ୧୩।୧୧-ଢେଙ୍କାନାଳ-ଯାଜପୁର ସୀମାନ୍ତ କଙ୍କଡ଼ାହାଡ଼ ଥାନା ଖରଖରି ଗ୍ରାମରେ ଜଣେ ୪ବର୍ଷର ଶିଶୁଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ପଥରରେ ଛେଚି ହତ୍ୟା କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି କେତେଜଣ ବ୍ୟକ୍ତି ଏପରି ଜଘନ୍ୟକାଣ୍ଡ ଘଟାଇଥିବା ମୃତ ଶିଶୁକନ୍ୟାଙ୍କ ବାପା...

ଥାନା ଭିତରେ ଲାଠି, ଗୋଇଠା ମାଡ଼ ମାମଲା: ବିବାଦୀୟ ଥାନାଧିକାରୀଙ୍କୁ ୨ ବର୍ଷ ଥାନା ମନା

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ)/ ପାଟଣା (ସ୍ବ.ପ୍ର.) – କେନ୍ଦୁଝର ଜିଲା ପାଟଣା ଥାନା ଭିତରେ ଅଭିଯୁକ୍ତ ଯୁବକଙ୍କୁ ଲାଠିରେ ନିସ୍ତୁକ ପିଟିବା ସହ ଗୋଇଠା ମାଡ଼ ମାମଲାରେ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ୨ବର୍ଷ ଯାଏ...

ବିନ୍ଦୁସାଗରରେ କୂଳରେ ଏଥର ପିଣ୍ଡ ମନା

ଭୁବନେଶ୍ୱର, ୧୩।୧୧ (ବ୍ୟୁରୋ): ମହାମାରୀ କରୋନାକୁ ଲକ୍ଷ୍ୟକରି ଭୁବନେଶ୍ୱର ବିନ୍ଦୁସାଗରରେ ଏବର୍ଷ ପୟା ଶ୍ରାଦ୍ଧ ତଥା ପିଣ୍ଡଦାନକୁ ବନ୍ଦ ରଖାଯାଇଛି। ଲିଙ୍ଗରାଜ ମନ୍ଦିର ସିଂହଦ୍ୱାର ଓ ବିନ୍ଦୁସାଗରରେ ପୟାଶ୍ରାଦ୍ଧ ଏବଂ ପିଣ୍ଡଦାନ କରାଯାଇ ପାରିବ ନାହିଁ। ଲୋକ ଗହଳିକୁ ଦୃଷ୍ଟିରେ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୪ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୫୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୩୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୧୨୭, କଟକରୁ ୧୨୨, ମୟୂରଭଞ୍ଜରୁ ୯୩, ଅନୁଗୋଳରୁ ୭୬, ନୂଆପଡାରୁ ୭୬, ବଲାଙ୍ଗୀରରୁ ୭୫, ପୁରୀରୁ...

ଆସନ୍ତାକାଲି ଅପରାହ୍ନ ୨ଟା ଯାଏଁ ଗଡିବ ମୋ-ବସ୍‌

ଭୁବନେଶ୍ୱର,୧୩।୧୧(ବ୍ୟୁରୋ)-ଆଲୋକର ପର୍ବ ଦୀପାବଳିକୁ ଆଖି ଆଗରେ ରଖି ଆସନ୍ତା ଶନିବାର ମୋ-ବସ ଚଳାଚଳ ଉପରେ କଟକଣା ଲଗାଯାଇଛି। ଆସନ୍ତାକାଲି ୧୫ଟି ରୁଟରେ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୋ-ବସ ଚାଲିବ। ଏହା ପରଠାରୁ ରାତି ଯାଏ ବସ୍‌ ଗଡିବନି ବୋଲି କ୍ରୁଟ...

ଭୁବନେଶ୍ୱରରୁ ଆଜି ୫୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ସାଢେ ଚାରି କୋଟି ଓଡ଼ିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପଢୁଥିବା ଛାତ୍ରୀଛାତ୍ରମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତି...

ଓଡ଼ିଶାରେ ପ୍ରତିଷ୍ଠା ହେବ ୪ ବାଣିଜି୍ୟକ କୋର୍ଟ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ୪ଟି ବାଣଜି୍ୟକ କୋର୍ଟ ପ୍ରତିଷ୍ଠା କରାଯିବ। ବାଣଜି୍ୟକ ମାମଲାଗୁଡିକର ବିଚାର ନିମନ୍ତେ ଏଭଳି କୋର୍ଟ ପ୍ରତିଷ୍ଠା କରାଯାଉଛି। ଓଡିଶା ସିଭିଲ କୋର୍ଟ ଅଧିନିୟମ ୧୯୮୪ର ଧାରା ୩ ଏବଂ ଧାରା ୯ର ଉପଧାରା(୧)ର କ୍ଷମତା ପ୍ରୟୋଗକରି ଧାରା...

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ। ସାଢ଼େ ୪ କୋଟି ଓଡ଼ିଆଙ୍କ ହୃଦୟର ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri