ରାଜ୍ୟ

ବଢୁଛି ଅନ୍‌ଲକ୍‌ ସମ୍ଭାବନା

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ରାଜ୍ୟରେ ତଳମୁହାଁ ହେଉଛି କରୋନା ସଂକ୍ରମଣ। ଅନେକ ଜିଲାରେ ସଂକ୍ରମଣ ହାର କମ୍‌ ରହୁଥିବାରୁ ଆସନ୍ତା ୧୭ତାରିଖ ସକାଳ ୫ଟାରେ ଲକ୍‌ଡାଉନ ଶେଷ ହେବା ପରେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଯେଉଁ ଜିଲାରେ ସଂକ୍ରମଣ…

ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୪,୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୫୪୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୨୩…

ପାଲଲହଡ଼ାକୁ ଅଣଦେଖା

ପାଲଲହଡ଼ା,୧୩।୬(ଡି.ଏନ୍‌.ଏ.)  ଅନୁଗୋଳ ଜିଲାର ସମସ୍ତ ପେଟ୍ରୋଲ ପମ୍ପରେ କରୋନା ସଂକ୍ରମିତଙ୍କ ଲାଗି ନିଃଶୁଳ୍କ ଅକ୍ସିଜେନ ବ୍ୟବସ୍ଥା କରାଯାଇଥିବା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ହେଲେ ଏଥିରେ ପାଲଲହଡ଼ା ଉପଖଣ୍ଡକୁ ଅଣଦେଖା କରାଯାଇଥିବା ଅଭିଯୋଗ ହୋଇଛି। ଉପଖଣ୍ଡରେ ୯ ପେଟ୍ରୋଲ ପମ୍ପ ଥିବାବେଳେ ମାତ୍ର…

ପୁରୁଣା ଉପରେ ନୂଆ ସେତୁ

ଭଦ୍ରକ ଅଫିସ, ୧୩।୬-ସାଳନ୍ଦୀ ନଦୀ ପାର ହେବା ପାଇଁ ଭଦ୍ରକ ଜିଲା କୁଆଁସଠାରେ ପୂର୍ବତନ ଏମ୍‌ପି ସ୍ବର୍ଗତ ଅର୍ଜୁନ ସେଠୀ ୨୦୦୨ରୁ ଏକ ସେତୁ ନିର୍ମାଣ କରିଥିଲେ। ଏହାର ନାମ ଅର୍ଜୁନ ସେତୁ ରଖାଯାଇଥିଲା। ଏଥିପାଇଁ କେନ୍ଦ୍ର ଜଳ ସମ୍ପଦ ବିଭାଗ…

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ପ୍ରକାଶ ଯେ ଉକ୍ତ ସ୍ଥାନରେ ଗତ କିଛି ଦିନ ହେବ ରେଳ ଲାଇନର…

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ ହେଲେ ସୁରଥ ମରେଇ(୬୫)। ଏ ନେଇ ମୃତକଙ୍କ ସ୍ତ୍ରୀ ନୃପତି ମରେଇ ଥାନାରେ ଏକ…

ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ

ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍‌ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ ଧରିବାରେ ସଫଳ…

ଦ୍ୱିତୀୟ ଲହର ଓଡ଼ିଶାରୁ ନେଲାଣି ୨୮ଡାକ୍ତରଙ୍କ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ ସୂଚନା ଦିଆଯାଇଛି। ଆଇଏମ୍‌ଏର ସୂଚନା ମୁତାବକ, ବିହାରରେ ସର୍ବାଧିକ ୧୧୧ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଥିବା…

ଲଘୁଚାପ: ୧୬ ଯାଏ ବର୍ଷିବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟର ଅଧାରୁ ଅଧିକ ଅଞ୍ଚଳକୁ ଘେରିଯାଇଛିି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା…

ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ

ଜୟପୁର,୧୨ା୬: ପ୍ରଥମେ ପରିବା, କଣ୍ଟେନର, ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଏବେ ଆଉ ଏକ ଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ ହେଉଥିବା ନଜରକୁ ଆସିଛି। ଏକ ଅକ୍ସିଜେନ ବୋଝେଇ ଟ୍ରକ୍‌ରେ ଚାଲାଣକାରୀମାନେ ଗଞ୍ଜେଇ ଚାଲାଣ କରୁଥିବା ବେଳେ…

ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ

ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି। ଏଭଳି ଏକ ଘଟଣା ଘଟିଛି ବୌଦ୍ଧ ଜିଲା କଣ୍ଟାମାଳ…

ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାସନାଲ ସେରୋ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri