ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୪ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୫୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୩୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୧୨୭, କଟକରୁ ୧୨୨, ମୟୂରଭଞ୍ଜରୁ ୯୩, ଅନୁଗୋଳରୁ ୭୬, ନୂଆପଡାରୁ ୭୬, ବଲାଙ୍ଗୀରରୁ ୭୫, ପୁରୀରୁ...
ଆସନ୍ତାକାଲି ଅପରାହ୍ନ ୨ଟା ଯାଏଁ ଗଡିବ ମୋ-ବସ୍
ଭୁବନେଶ୍ୱର,୧୩।୧୧(ବ୍ୟୁରୋ)-ଆଲୋକର ପର୍ବ ଦୀପାବଳିକୁ ଆଖି ଆଗରେ ରଖି ଆସନ୍ତା ଶନିବାର ମୋ-ବସ ଚଳାଚଳ ଉପରେ କଟକଣା ଲଗାଯାଇଛି। ଆସନ୍ତାକାଲି ୧୫ଟି ରୁଟରେ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୋ-ବସ ଚାଲିବ। ଏହା ପରଠାରୁ ରାତି ଯାଏ ବସ୍ ଗଡିବନି ବୋଲି କ୍ରୁଟ...
ଭୁବନେଶ୍ୱରରୁ ଆଜି ୫୪ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...
ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ସାଢେ ଚାରି କୋଟି ଓଡ଼ିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପଢୁଥିବା ଛାତ୍ରୀଛାତ୍ରମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତି...
ଓଡ଼ିଶାରେ ପ୍ରତିଷ୍ଠା ହେବ ୪ ବାଣିଜି୍ୟକ କୋର୍ଟ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ୪ଟି ବାଣଜି୍ୟକ କୋର୍ଟ ପ୍ରତିଷ୍ଠା କରାଯିବ। ବାଣଜି୍ୟକ ମାମଲାଗୁଡିକର ବିଚାର ନିମନ୍ତେ ଏଭଳି କୋର୍ଟ ପ୍ରତିଷ୍ଠା କରାଯାଉଛି। ଓଡିଶା ସିଭିଲ କୋର୍ଟ ଅଧିନିୟମ ୧୯୮୪ର ଧାରା ୩ ଏବଂ ଧାରା ୯ର ଉପଧାରା(୧)ର କ୍ଷମତା ପ୍ରୟୋଗକରି ଧାରା...
ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ। ସାଢ଼େ ୪ କୋଟି ଓଡ଼ିଆଙ୍କ ହୃଦୟର ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ...
ଆଜି ଆଉ ୧୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ସୁନ୍ଦରଗଡ଼...
ଆଜି ରାଜ୍ୟରେ ୧୦୧୮ ପଜିଟିଭ୍ ଚିହ୍ନଟ: ରାୟଗଡ଼ାରେ ଶୂନ, ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ୨୯ ଜିଲାରୁ ୧୦୧୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୭୦୦୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୮୫ ଜଣ...
ପିପିଲି ଉପନିର୍ବାଚନ: ଅଧିକ ୭୭ ବୁଥ୍ ହେବ
ପୁରୀ ଅଫିସ,୧୩।୧୧: ଆଗକୁ ପିପିଲି ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଏହି ଆସନ ଖାଲିପଡ଼ିଛି। ୬ମାସ ଭିତରେ ନିର୍ବାଚନ ହେବାକୁ ନିୟମ ରହିଥିବାରୁ ଆସନ୍ତା ଏପ୍ରିଲ ୩ ତାରିଖ ସୁଦ୍ଧା ଏଠାରେ ଭୋଟ...
ଟ୍ରେନ୍ରେ ବାଣ, ବିସ୍ଫୋରକ ନେଲେ ୩ବର୍ଷ ଜେଲଦଣ୍ଡ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଦୀପାବଳି ପରିପ୍ରେକ୍ଷୀରେ ଟ୍ରେନ୍ ଯାତ୍ରୀ ଓ ସମ୍ପତ୍ତିର ସୁରକ୍ଷାକୁ ଗୁରୁତ୍ୱ ଦେଇଛି ପୂର୍ବତଟ ରେଳପଥ। ଟ୍ରେନ୍ ଯାତ୍ରା ସମୟରେ ଦହନଶୀଳ ପଦାର୍ଥ ଯଥା ଫଟକା କିମ୍ବା କୌଣସି ବିସ୍ଫୋରକ ଓ ବାଣ ପରିବହନକୁ ବାରଣ କରାଯାଇଛି। ଗ୍ୟାସ୍ ସିଲିଣ୍ଡର,...
ମ୍ୟାଲେରିଆ ପୂର୍ବାନୁମାନ କରିବ ପାଣିପାଗ ବିଭାଗ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଏଣିକି ମ୍ୟାଲେରିଆ ସଂକ୍ରମଣର ପୂର୍ବାନୁମାନ କରିବ ପାଣିପାଗ ବିଭାଗ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ଭାରତୀୟ ପାଣିପାଗ ବିଭାଗର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ ହାତକୁ ନିଆଯାଇଛି। ଆସନ୍ତା ମୌସୁମୀରୁ ମ୍ୟାଲେରିଆଜନିତ ପୂର୍ବାନୁମାନ କରାଯିବ ବୋଲି ପାଣିପାଗ ବିଭାଗର ମହାନିର୍ଦ୍ଦେଶକ...
କ୍ୟାବିନେଟ୍ ନିଷ୍ପତ୍ତି: ରଦ୍ଦ ହେଲା ୨୧୪ ଅକାମୀ ଆଇନ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ୧୯୫୦ ମସିହାରୁ ୨୦୧୧ ମଧ୍ୟରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ ୨୧୪ଟି ଆଇନକୁ ରଦ୍ଦ କରାଯାଇଛି। ଆଇନ ବିଭାଗ ଦେଇଥିବା ଏହି ପ୍ରସ୍ତାବକୁ ଅର୍ଥ ବିଭାଗ ଅନୁମୋଦନ କରିଛି। ଏ ନେଇ ଓଡ଼ିଶା ରାଜ୍ୟ ବିଧି ଆୟୋଗଙ୍କ ସୁପାରିସକୁ...
Archives


