ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ
ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ ଧରିବାରେ ସଫଳ…
ଦ୍ୱିତୀୟ ଲହର ଓଡ଼ିଶାରୁ ନେଲାଣି ୨୮ଡାକ୍ତରଙ୍କ ଜୀବନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍ଏ) ପକ୍ଷରୁ ସୂଚନା ଦିଆଯାଇଛି। ଆଇଏମ୍ଏର ସୂଚନା ମୁତାବକ, ବିହାରରେ ସର୍ବାଧିକ ୧୧୧ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଥିବା…
ଲଘୁଚାପ: ୧୬ ଯାଏ ବର୍ଷିବ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟର ଅଧାରୁ ଅଧିକ ଅଞ୍ଚଳକୁ ଘେରିଯାଇଛିି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା…
ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ୍ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ
ଜୟପୁର,୧୨ା୬: ପ୍ରଥମେ ପରିବା, କଣ୍ଟେନର, ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଏବେ ଆଉ ଏକ ଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ ହେଉଥିବା ନଜରକୁ ଆସିଛି। ଏକ ଅକ୍ସିଜେନ ବୋଝେଇ ଟ୍ରକ୍ରେ ଚାଲାଣକାରୀମାନେ ଗଞ୍ଜେଇ ଚାଲାଣ କରୁଥିବା ବେଳେ…
ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ
ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି। ଏଭଳି ଏକ ଘଟଣା ଘଟିଛି ବୌଦ୍ଧ ଜିଲା କଣ୍ଟାମାଳ…
ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ
ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି) ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାସନାଲ ସେରୋ…
କିନ୍ନରଙ୍କୁ ମିଳିବ ଓଡ଼ିଶା ପୋଲିସରେ ନିଯୁକ୍ତି
ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୫ ସୁଦ୍ଧା ଆବେଦନ କରିବାକୁ ସମୟ ଧାର୍ଯ୍ୟ ହୋଇଛି ।…
ବିନା ଭକ୍ତରେ ହେବ ସ୍ନାନ ଯାତ୍ରା
ପୁରୀ ଅଫିସ,୧୨ା୬: ଚଳିତମାସ ୨୪ ତାରିଖରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ । ତେବେ କରୋନା କଟକଣା ଭିତରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ମହାପ୍ରଭୁ ସ୍ନାନ କରିବେ। ପୁରୀ ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ…
ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ
କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ ଜେଲରୁ ବାହାରିଛନ୍ତି। ତେବେ ଜେଲରୁ ବାହାରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେ କୌଣସି ପ୍ରତିକ୍ରିୟା…
ୟୁଜି,ପିଜି ପରୀକ୍ଷାକୁ ନେଇ ଏଭଳି ନିଷ୍ପତ୍ତି
ଭୁବନେଶ୍ୱର,୧୨।୬(ବ୍ୟୁରୋ): ଚଳିତ ବର୍ଷ ୟୁଜି/ପିଜି ପରୀକ୍ଷା ପ୍ରାୟତଃ ଅନୁଷ୍ଠିତ ହେବ। ଶନିବାର ବସିଥିବା କୁଳପତିମାନଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, କୁଳପତିମାନଙ୍କ ବୈଠକରେ ଯେଉଁ ନିଷ୍ପତ୍ତି ହୋଇଛି, ସେଥିରେ…
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର ଟିକା ଉପଲବ୍ଧ ନ ଥିବାରୁ ଲୋକେ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି ବୋଲି ଏସ୍ୟୁସିଆଇ ପକ୍ଷରୁ…
ବୃଦ୍ଧଙ୍କୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ
ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ ହୋଇଛି। ବୃଦ୍ଧ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ନାମରେ ପାଲଟା…
Archives


