ରାଜ୍ୟ

କ୍ୟାବିନେଟ୍‌ ନିଷ୍ପତ୍ତି: ରଦ୍ଦ ହେଲା ୨୧୪ ଅକାମୀ ଆଇନ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ୧୯୫୦ ମସିହାରୁ ୨୦୧୧ ମଧ୍ୟରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ ୨୧୪ଟି ଆଇନକୁ ରଦ୍ଦ କରାଯାଇଛି। ଆଇନ ବିଭାଗ ଦେଇଥିବା ଏହି ପ୍ରସ୍ତାବକୁ ଅର୍ଥ ବିଭାଗ ଅନୁମୋଦନ କରିଛି। ଏ ନେଇ ଓଡ଼ିଶା ରାଜ୍ୟ ବିଧି ଆୟୋଗଙ୍କ ସୁପାରିସକୁ...

ସାଇ ଇଣ୍ଟରନ୍ୟାଶନାଲକୁ ଶ୍ରେଷ୍ଠ ସ୍କୁଲ ମାନ୍ୟତା

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଏଜୁକେଶନ୍‌ ୱାଲର୍‌ଡ ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଙ୍ଗ୍‌ ୨୦୨୦ର ଡେ’ କମ୍‌ ବୋର୍ଡିଂ ବିଭାଗରେ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ସର୍ବଭାରତୀୟ ସ୍ତରରେ ଶ୍ରେଷ୍ଠ ସ୍କୁଲ ଏବଂ ଓଡ଼ିଶାର ଏକ ନମ୍ବର ସ୍କୁଲର ମାନ୍ୟତା ପାଇଛି। ପୂର୍ବ ଭାରତରୁ ଏକମାତ୍ର ସ୍କୁଲ...

ତୁରେଇକେଲା-ହରିଶଙ୍କର ରୋଡ୍‌-ଲଖନା ପ୍ରକଳ୍ପ କାର୍ଯ୍ୟକ୍ଷମ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଟିଟିଲାଗଡ଼-ରାୟପୁର ଦୋହରୀକରଣ ପ୍ରକଳ୍ପର ତୁରେଇକେଲା-ହରିଶଙ୍କର ରୋଡ୍‌-ଲଖନା ମଧ୍ୟରେ ୨୫ କି.ମି. କାର୍ଯ୍ୟ ଗତ ୯ ତାରିଖରୁ ଶେଷ ହେବା ପରେ ଏବେ କାର୍ଯ୍ୟକ୍ଷମ ହୋଇଛି। ସେହିଭଳି ତୁରେଇକେଲା ଓ ହରିଶଙ୍କର ରୋଡ୍‌ରେ ଦୁଇଟି ନୂତନ ଆଧୁନିକ ଇଲେକ୍ଟ୍ରୋନିକ୍‌ ଇଣ୍ଟରଲକିଂ...

ମଣ୍ଡି ଖୋଲିନି, ଖଳାରେ ପଡିରହିଛି ଧାନ

କୋକସରା, ୧୩।୧୧ (ଡି.ଏନ.ଏ.) ଖରିଫ ଧାନ ଏବେ ଅମଳ କରୁଛନ୍ତି ଚାଷୀ। ସ୍ବଳ୍ପ ଓ ମଧ୍ୟମ କିସମ ଧାନ ଅମଳ ହୋଇସାରିଥିବା ବେଳେ ବଡ ଧାନ ଜମିରେ ପାକଳ ଅବସ୍ଥାରେ ଅଛି। ଏଭଳି ସମୟରେ କଳାହାଣ୍ଡି ପ୍ରଶାସନ ଆସନ୍ତା ୧୫...

ପରିବା ଦର ଆକାଶ ଛୁଆଁ

ଲାଠୋର, ୧୩।୧୧ (ଡି.ଏନ.ଏ.) ବଲାଙ୍ଗର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଛି । ଫଳରେ ଗରିବ ତଥା ମଧ୍ୟବିତ୍ତ ଶ୍ରେଣୀର ଲୋକଙ୍କ ପକ୍ଷେ ପରିବା କିଣି ଖାଇବା ସମ୍ଭବ ହେଉନାହିଁ । କରୋନା...

ରାତିରେ ରାସ୍ତା ଭୟ

ବଇଣ୍ଡା,୧୩ା୧୧(ଡି.ଏନ.ଏ.) – କିଛି ବର୍ଷ ହେଲା ଗାଁର ସହରୀକରଣ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର। ସେଥିପାଇଁ ପ୍ରତି ପଞ୍ଚାୟତକୁ ପ୍ରଥମେ ପକ୍କା ରାସ୍ତା ନିର୍ମାଣ କରାଯାଉଛି। ଏଥିସହ ପାଇପ୍‌ ପାଣି, ବିଦ୍ୟୁତ୍‌, ବଜାର ସୁବିଧା ସହ ଇଣ୍ଟରନେଟ୍‌ ସଂଯୋଗର ପ୍ରୟାସ କରାଯାଉଛି।...

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ: ୬ ଗିରଫ

ଜୟପୁର, ୧୨ା୧୧ (ନି.ପ୍ର./ଡି.ଏନ.ଏ.)-ଜୟପୁର ସଦର ପୋଲିସ ଗୁରୁବାର ଏକ ଆନ୍ତଃ ରାଜ୍ୟ ଗଞ୍ଜେଇ ଚାଲାଣକାରୀ ର଼୍ୟାକେଟ୍‌ ଉପରେ ଚଢାଉ କରିଛି ା ମାମଲାରେ ବିହାର, ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାର ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବିହାରର...

ଏଣିକି ମ୍ୟାଲେରିଆ ପୂର୍ବାନୁମାନ କରିବ ପାଣିପାଗ ବିଭାଗ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ)- ଏଣିକି ମ୍ୟାଲେରିଆ ସଂକ୍ରମଣର ପୂର୍ବାନୁମାନ କରିବ ପାଣିପାଗ ବିଭାଗ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ଭାରତୀୟ ପାଣିପାଗ ବିଭାଗର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ ହାତକୁ ନିଆଯାଇଛି। ଆସନ୍ତା ମୌସୁମୀରୁ ମ୍ୟାଲେରିଆଜନିତ ପୂର୍ବାନୁମାନ କରାଯିବ ବୋଲି ପାଣିପାଗ ବିଭାଗର...

ଭିଜିଲାନ୍ସ ଜାଲରେ କୋଟିପତି କିରାଣି

ଧର୍ମଶାଳା, ୧୨ା୧୧(ଡି.ଏନ.ଏ.): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଧର୍ମଶାଳା ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି ରତ୍ନାକର ମହାନ୍ତିଙ୍କ ବାସଭବନରେ ଗୁରୁବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। କଟକ ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଭିଜିଲାନ୍ସ ଡିଏସ୍‌ପି ସୁରେନ୍ଦ୍ରନାଥ ରାୟଗୁରୁଙ୍କ ନେତୃତ୍ୱରେ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୬୪ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୧୨୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୧୦, ସୁନ୍ଦରଗଡରୁ ୭୯, ବାଲେଶ୍ୱରରୁ ୭୬, ବଲାଙ୍ଗୀରରୁ ୭୬, କଟକରୁ ୭୪, ମୟୂରଭଞ୍ଜରୁ ୬୫, ନୂଆପଡାରୁ ୬୧,...

ଗଡ଼ିବ ଆଉ ୪ ସ୍ପେଶାଲ ଟ୍ରେନ୍‌, ବନ୍ଦ ହେବ ୫

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ପୂର୍ବତଟ ରେଲୱେ ପକ୍ଷରୁ ଆହୁରି ୪ଟି ସ୍ପେଶାଲ ଟ୍ରେନ ଚାଲିବ। ବିଶାଖାପାଟଣା-ରାୟଗଡ଼ା, ପଲାସା-ବିଶାଖାପାଟଣା, ପଲାସା-ଭୁବନେଶ୍ୱର, ଏବଂ ସମ୍ବଲପୁର-ରାୟଗଡ଼ା ସ୍ପେଶାଲ ଟ୍ରେନ ଚଲାଇବାକୁ ନିଷ୍ପତ୍ତି ନିଆଯାଇଛି। ସେପଟେ ଯଥେଷ୍ଟ ଯାତ୍ରୀ ହେଉ ନ ଥିବାରୁ ଆଉ ୫ ଯୋଡ଼ା...

କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି

କଟକ ଅଫିସ, ୧୨।୧୧: କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡ଼ି ତିଆରି ହୋଇଛି। ଆର୍‌ଏମ୍‌ଆର୍‌ସି ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ସେରୋ ସର୍ଭେ ନେଇ ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ସଂଘମିତ୍ରା ପତି ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri