ରାଜ୍ୟ

ବଚସାରୁ ହତ୍ୟା

ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ ଅନ୍ୟ ଦୁଇ ସହଯୋଗୀ ବୀଭତ୍ସ ଭାବେ ହତ୍ୟା କରିଛନ୍ତି। ଏପରି କି ପ୍ରମାଣ ନଷ୍ଟ…

ଭୁବନେଶ୍ୱରରେ ୪୫୯ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୦।୬: ରାଜଧାନୀ ଭୁବନେଶ୍ୱରରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୫ ସୁସ୍ଥ ହୋଇଛନ୍ତି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟ କ୍ୱାରେଣ୍ଟାଇନରୁ ୧୦୯ଜଣ ଥିବା ବେଳେ…

କାଳ ହେଲା ମର୍ନିଂ ଓ୍ବାକ୍‌

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜିଲିବା ଗ୍ରାମର…

ଏମ୍ସରେ ଲାଗିବ ଏକ୍‌ମୋ ମେଶିନ

ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍‌ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସ ଅଧ୍ୟକ୍ଷକ ସଚ୍ଚିଦାନନ୍ଦ ମହାନ୍ତି। ଏକ୍‌ମୋ ମେଶିନ ପରିଚାଳନା ପାଇଁ ଏମ୍ସ ପକ୍ଷରୁ ଟେକ୍ନିସିଆନ…

‘ୟାସ୍‌’ ପ୍ରଭାବିତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ବାତ୍ୟା ‘ୟାସ୍‌’ ଅନେକ କ୍ଷତି ଘଟାଇଥିଲା। ଏହି ବାତ୍ୟାରେ ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଆକଳନ କରାଯାଇଥିଲା। ତେବେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କ ପାଇଁ ସହାୟତା ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଅଣଜଳସେଚିତ ଅଞ୍ଚଳରେ…

ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା

ଭୁବନେଶ୍ୱର,୧୦ା୬(ବ୍ୟୁରୋ):  ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଗୁରୁବାର ସୂଚନା ଦେଇଛନ୍ତି। ଗତବର୍ଷ…

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ଛୁଇଁବ ମୌସୁମୀ। ଏଥିପାଇଁ ସ୍ଥିତି ଅନୁକୂଳ ରହିଥିବା ବେଳେ ଗୁରୁବାରଠାରୁ ବର୍ଷା…

ଆଉ ୩ ସ୍ଥାନରେ ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବ୍ୟବସ୍ଥା କରିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ପୋଖରୀପୁଟସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୬, ପଟିଆସ୍ଥିତ ସିଲିକନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି…

୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ଼, ନୟାଗଡ଼, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ଆଦି ୧୩ ଜିଲାରେ ଏହି…

ରେକର୍ଡ ନିଶାରେ ଦିବ୍ୟଜ୍ୟୋତି

କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି ମୁଦ୍ରା ଏବଂ ୨୦ ନୋଟ୍‌ ସଂଗ୍ରହ କରି ସେ ରେକର୍ଡ ସୃଷ୍ଟି କରିଥିଲେ। ଏବେ…

ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସେ ବୁଧବାର ସମସ୍ତ ଜିଲାପାଳ,…

ବିଧାୟକ ପାଣ୍ଠି ସଂଶୋଧନ କର

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡ)କୁ କୋଭିଡ୍‌ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ କରିବାକୁ ଭାଜପା ବିଧାୟକମାନେ ଦାବି କରିଛନ୍ତି। କେବଳ ମାସ୍କ ପାଇଁ ନୁହେଁ ବରଂ ରାଜ୍ୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri