ରାଜ୍ୟ

ଜଗନ୍ନାଥଙ୍କ ୩୫ ହଜାର ଏକର ଜମି ବିକ୍ରି ହେବ

ଭୁବନେଶ୍ୱର, ୧୭ା୩ (ବ୍ୟୁରୋ): ଓଡ଼ିଶା ଓ ଅନ୍ୟ ୬ ରାଜ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଥିବା ୩୫,୨୭୨ ଏକର ଜମିକୁ ବିକ୍ରି କରାଯିବା ନିମନ୍ତେ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଭାଜପା ବିଧାୟକ ମୋହନ ଚରଣ ମାଝିଙ୍କ ଏକ ପ୍ରଶ୍ନର…

ଚାଷୀଙ୍କ ପରେ ବ୍ୟାଙ୍କ କର୍ମଚାରୀ

କରୋନା ଲକ୍‌ଡାଉନ୍‌ ସାରା ଦେଶର ଅର୍ଥନୀତିକୁ ଉଜାଡ଼ି ଦେଇଥିବାରୁ ଅର୍ଥ ବ୍ୟବସ୍ଥାକୁ ସଜାଡ଼ିବା କେନ୍ଦ୍ର ସରକାରଙ୍କ ପ୍ରଥମ କର୍ତ୍ତବ୍ୟ ହେବା ଆବଶ୍ୟକ। କିନ୍ତୁ ସରକାର ବିପର୍ଯ୍ୟସ୍ତ ଅର୍ଥନୀତିକୁ ଟ୍ରାକ୍‌କୁ ଫେରାଇ ଆଣିବା ପରିବର୍ତ୍ତେ ଏହାକୁ ଆହୁରି ବିପଦ ମଧ୍ୟକୁ ଠେଲିଦେବା ଭଳି…

ସୁସ୍ଥ ହେଲେ ୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୩ : ରାଜ୍ୟରେ ମଙ୍ଗଳବାର ୬୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୭୯୬ରେ ପହଞ୍ଚିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୫, ସୁନ୍ଦରଗଡ଼ରୁ ୧୨, ବାଲେଶ୍ୱରରୁ ୬, ଯାଜପୁର ୫, ଜଗତ୍‌ସିଂହପୁର…

ଭୁବନେଶ୍ୱରରେ ୮୩କୁ ପହଞ୍ଚିଲା ଆକ୍ଟିଭ୍‌ କରୋନା କେସ୍‌: ଆଜି ଖଣ୍ଡିଗରିରୁ ଚିହ୍ନଟ ହେଲେ ୨, ପଳାଶୁଣିରୁ…

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଆଉ ୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ଟିଭ୍‌ କେସ୍‌ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି। ନୂତନ ସଂକ୍ରମିତଙ୍କ ମଧ୍ୟରୁ ଖଣ୍ଡଗିରିରୁ ୨ଜଣ ଥିବା ବେଳେ ୟୁନିଟ୍‌-୩, ପୁରୁଣା ଭୁବନେଶ୍ୱର, ପଳାଶୁଣିରୁ ଜଣେ…

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବାଜିଲା ବିଗୁଲ। ବହୁ ଚର୍ଚ୍ଚିତ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଏପ୍ରିଲ ୧୭ ତାରିଖରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ମାର୍ଚ୍ଚ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ…

କେନ୍ଦୁଝରରେ ବୃହତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ଦାବିରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ପାଟଣା,୧୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବ୍ଲକ କଂଗ୍ରେସ କମିଟି ତରଫରୁ ବିକ୍ଷୋଭ କରାଯାଇଛି। ଜିଲାରେ ବୃହତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା, କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ପ୍ରତ୍ୟାହାର ଦାବି ସହ ପେଟ୍ରୋଲ, ଡିଜେଲ ଓ…

ରାଜ୍ୟରେ ୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ନରସିଂହ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଧାନକିଣା ଓ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗକୁ ନେଇ ଗତ ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଏହି ଅଚଳାବସ୍ଥା ଦୂର କରିବାକୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ…

ଘରୋଇ ହସ୍ପିଟାଲ ନେଇଛନ୍ତି ୩୪୫ କୋଟି

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ୩୩ଟି କୋଭିଡ୍‌-୧୯ ଘରୋଇ ହସ୍ପିଟାଲକୁ ୩୪୪.୫୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। ବିଧାୟକ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ…

୨୦ ବର୍ଷରେ ୨୪ ତଦନ୍ତ କମିଶନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଗତ ୨୦ ବର୍ଷରେ ରାଜ୍ୟ ସରକାର ବିଭିନ୍ନ ଘଟଣାର ତଦନ୍ତ କରିବାକୁ ୨୪ଟି ତଦନ୍ତ କମିଶନ ବସାଇଛନ୍ତି। ସେଥିରୁ ୮ଟି ତଦନ୍ତ ରିପୋର୍ଟ ବିଧାନସଭାରେ ଉପସ୍ଥାପନ ହେବାକୁ ବାକି ରହିଛି। ବିଧାୟକ ନାଉରୀ ନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ…

କମୁଛି କେନ୍ଦ୍ରୀୟ ଅନୁଦାନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ମହାମାରୀ ରାଜ୍ୟର ଅର୍ଥ ବ୍ୟବସ୍ଥାକୁ ବରବାଦ କରିଦେଇଛି। ରାଜସ୍ବ ହ୍ରାସ ପାଇବା ସାଙ୍ଗକୁ ଖର୍ଚ୍ଚ ବଢ଼ିଚାଲିଛି। ଏପରିସ୍ଥଳେ କେନ୍ଦ୍ରୀୟ ଅନୁଦାନ ହ୍ରାସ ପାଇ ଚାଲିଥିବାରୁ ରାଜ୍ୟ ରାଜକୋଷ ଉପରେ ଚାପ ବଢ଼ିଚାଲିଛି। ଚତୁର୍ଦ୍ଦଶ ଅର୍ଥ କମିଶନଙ୍କ ସୁପାରିସ ଅନୁଯାୟୀ…

ଲଳିତକଳା ଏକାଡେମୀରେ ସ୍ଥାନ ପାଇଲା ୧୭ ଶିଳ୍ପୀଙ୍କ ତୈଳଚିତ୍ର

ଭୁବନେଶ୍ୱର, ୧୬।୩ (ବ୍ୟୁରୋ): ଓଡ଼ିଶା ଲଳିତକଳା ଏକାଡେମୀର ୬୧ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଯାଇଛି। ଏହ ଅବସରରେ ଓଡ଼ିଶାର ଦିବଂଗତ ୧୭ଜଣ ଚିତ୍ରଶିଳ୍ପୀତ୍ରୁ ଶ୍ରଦ୍ଧାଞ୍ଜଳି ଜଣାଇ ସମୋନଙ୍କ ତୈଳଚିତ୍ର ଏକାଡେମୀରେ ସ୍ଥାନ ପାଇଛି। ସଂସ୍କୃତି ଭବନ ପରିସର ଲଳିତକଳା ଏକାଡେମୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri